Home Middle

ଭାରତ ଆଗରେ ୧୭୩ ରନ୍‌ର ବିଜୟ ଟାର୍ଗେଟ

କେପ୍‌ଟାଉନ,୨୩ା୨: କେପ୍‌ଟାଉନ୍‌ର ନ୍ୟୁଲ୍ୟାଣ୍ଡସ୍‌ରେ ଖେଳାଯାଉଥିବା ମହିଳା ଟି-୨୦ ବିଶ୍ୱକପ୍‌ର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୨ ରନ୍‌ କରିଛି। ଫଳରେ ଭାରତ ଆଗରେ…

ଇରାନ କ୍ରୀଡା ମନ୍ତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହରାନ,୨୩।୨: ଇରାନ କ୍ରୀଡା ମନ୍ତ୍ରୀ ହମିଦ ସଜ୍ଜାଦିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ଇରାନର ଅଫିସିଆଲ ନ୍ୟୁଜ ଏଜେନ୍ସି ଆଇଆରଏନ୍‌ଏ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର କିର୍ମନ ପ୍ରଦେଶର ବାଫ୍ଟ ସହରର ଏକ ସ୍ପୋର୍ଟସ କମ୍ପ୍ଲେକ୍ସରେ ଅବତରଣ କରିବା ସମୟରେ ହେଲିକପ୍ଟରଟି…

ଗିରଫଦାରୀର ୩ଘଣ୍ଟା ମଧ୍ୟରେ ପବନ ଖେରାଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୩।୨: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସ ମିଡିଆ ବିଭାଗର ମୁଖ୍ୟ ପବନ ଖେରାଙ୍କୁ ଦ୍ୱାରିକା କୋର୍ଟରୁ ଜାମିନ ମିଳିଛି। ଏହାପୂର୍ବରୁ ସୁପ୍ରିମକୋର୍ଟ ପବନଙ୍କୁ ଅନ୍ତରୀଣ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଦିଲ୍ଲୀ ବିମାନବନ୍ଦରରୁ ଆସାମ ପୋଲିସ ତାଙ୍କୁ ଗିରଫ…

ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌ ସ୍ମୃତି…

ପ୍ରବଳ ତୁଷାର ଝଡ଼: ୧୬୦୦ରୁ ଅଧିକ ବିମାନ ବାତିଲ, ୬୫ ହଜାର ଲୋକଙ୍କ ଘରୁ ବିଦ୍ୟୁତ୍‌ କାଟ୍‌

ଓ୍ବାଶିଂଟନ,୨୩ା୨: ଆମେରିକାର ଅନେକ ସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି। ଏହି କାରଣରୁ ବିମାନ ଉଡ଼ାଣ ବାତିଲ ହୋଇଛି। ଏହା ବ୍ୟତୀତ ସଡ଼କ ପରିବହନ ମଧ୍ୟ ବ୍ୟାହତ ହୋଇଛି। ତୁଷାର ଝଡ଼ ଯୋଗୁ ଡ୍ରାଇଭରମାନେ କାର୍‌ରେ ଅଟକି ରହିଯାଇଛନ୍ତି। ହଜାର ହଜାର ଲୋକ…

ଋଷିକୂଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣ ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଗୁରୁବାର ଆରମ୍ଭ ହୋଇଛି। ପୂର୍ବରୁ ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ…

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ…

ବ୍ରିଟେନରେ ପନିପରିବା ସଙ୍କଟ: ଜଣଙ୍କୁ ୨ ଟମାଟୋ-୨ କାକୁଡି କିଣିବାକୁ ସୁପର ମାର୍କେଟର ଅନୁମତି…

ଲଣ୍ଡନ,୨୩।୨ : ସମ୍ପ୍ରତି ବ୍ରିଟେନରେ ପନିପରିବା କିଣିବା ଅତ୍ୟନ୍ତ କଷ୍ଟକର ହୋଇପଡିଛି। ଲୋକମାନେ ବଜାରକୁ ଯାଉଛନ୍ତି, କିନ୍ତୁ ସେମାନଙ୍କୁ କେବଳ ସୀମିତ ପନିପରିବାରେ ସନ୍ତୁଷ୍ଟ ହେବାକୁ ପଡୁଛି। ସୀମିତ ଅର୍ଥ ଗ୍ରାହକମାନେ କେବଳ ଏକ ନିର୍ଦ୍ଦିଷ୍ଟ ପରିମାଣରେ ପନିପରିବା କିଣିପାରୁଛନ୍ତି। ବିଶେଷକରି…

ଆଉ ନିର୍ବାଚନ ଲଢ଼ିବିନି: ସୁର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ’ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍‌ରେ ଜଟଣୀରୁ ନିର୍ବାଚନ ଲଢ଼ିବ। ଅନ୍ୟପକ୍ଷରେ…

ଆମକୁ ଦରକାର ମୋଦି ସରକାର: ପାକିସ୍ତାନୀ ଯୁବକ…

ଇସଲାମାବାଦ,୨୩।୨ : ପାକିସ୍ତାନୀ ୟୁଟ୍ୟୁବର୍‌ ସାନା ଅମଜାଦ ଏକ ମଜାଦାର ଭିଡିଓ ଶେୟାର କରିଛନ୍ତି । ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓ ଭାରତରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ…

ଉଡ଼ାଣର ୭ ଘଣ୍ଟା ପରେ ଅବତରଣ ନ କରି ୩୩୫ ଯାତ୍ରୀଙ୍କ ନେଇ ଫେରିଲା ବିମାନ…

ଟୋକିଓ୨୩।୨ : ଜାପାନରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ବିମାନ ୩୩୫ ବିମାନ ଯାତ୍ରୀଙ୍କ ସହିତ ଉଡ଼ାଣ କରିବାର ସାତ ଘଣ୍ଟା ପରେ ପୁଣି ଉଡ଼ାଣ କରିଥିବ ବିମାନ ବନ୍ଦରରେ ଅବତରଣ କରିଛି। ବିମାନ ବନ୍ଦରରେ ପାଗ…

ଶିକ୍ଷୟିତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ ଛାତ୍ର

ପ୍ୟାରିସ୍‌,୨୩ା୨: ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ନାବାଳକ ଶିକ୍ଷୟିତ୍ରୀଙ୍କୁ ଛୁର ଭୁସି ହତ୍ୟା କରିଛନ୍ତି। ଆଞ୍ଚଳିକ ପ୍ରସିକ୍ୟୁଟର କହିଛନ୍ତି, ଦକ୍ଷିଣ-ପଶ୍ଚିମ ଫ୍ରାନ୍ସର ଏକ ବିଦ୍ୟାଳୟରେ କ୍ଲାସ ଚାଲିଥିବା ସମୟରେ ଜଣେ ନାବାଳକ ଛାତ୍ର ଆକ୍ରମଣ କରିବା ପରେ ଶିକ୍ଷୟିତ୍ରୀଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri