Home Middle

କୋଲକାତା ଆଗରେ ୨୩୬ ରନ୍‌ର ବିଶାଳ ଟାର୍ଗେଟ୍‌

କୋଲକାତା,୨୩।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ନିର୍ଦ୍ଧରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫…

ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି…

ରାଜସ୍ଥାନକୁ ହରାଇ ବାଙ୍ଗାଲୋରର ଚତୁର୍ଥ ବିଜୟ

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୭ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ବ ାଙ୍ଗାଲୋର ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହୋଇଛି। ଫଳରେ ୮…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କେକେଆର

କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। କେକେଆର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ କରିବାକୁ…

ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ: ରାହୁଲ

ବେଙ୍ଗାଲୁରୁ,୨୩।୪: ପାଖେଇ ଆସୁଛି କର୍ନାଟକ ବିଧାନସଭା ନିର୍ବାଚନ। ଆଉ ଏହି ନିର୍ବାଚନକୁ ନେଇ ସବୁ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। କଂଗ୍ରେସ ବି ପଛରେ ନାହିଁ। ଏହି କ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କର୍ନାଟକ ଗସ୍ତରେ ଅଛନ୍ତି।…

ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବ୍ୟାଟିଂ କରି ନିର୍ଦ୍ଧାରିତ…

ବିଶ୍ୱର ଅଦ୍ଭୁତ ଭିଡିଓ ଜାରି କଲା ନାସା

ଓ୍ବାଶିଂଟନ,୨୩ା୪: ବ୍ରହ୍ମାଣ୍ଡ ବିଷୟରେ ଜାଣିବା, ବୁଝିବା ଏବଂ ପଢ଼ିବା ଏକ ରହସ୍ୟ ଆବିଷ୍କାର କରିବା ପରି। ନାସାର ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲ ହେଉଛି ଯେଉଁମାନେ ରହସ୍ୟ ଭିତରକୁ ଗଭୀର ଭାବରେ ବୁଡ଼ିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏକ ଭଣ୍ଡାର। ସ୍ପେସ ଏଜେନ୍ସି ନାସାର…

ସେନା ଶିବିର ନିକଟରେ କାର ବୋମା ବିସ୍ଫୋରଣ: ୧୦ ମୃତ…

ବମାକୋ,୨୩।୪ : କେନ୍ଦ୍ରୀୟ ମାଲିର ଏକ ସାମରିକ ବେସ ନିକଟରେ ହୋଇଥିବା ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି। ମାଲି ସେନାର ମୁଖପାତ୍ର କର୍ନେଲ ସୋଲେମେନ ଡେମ୍ବଲେ ଆସୋସିଏଟେଡ ପ୍ରେସକୁ କହିଛନ୍ତି ମୋପାଟି ଅଞ୍ଚଳର…

କେଦାରନାଥରେ ଅଘଟଣ: ହେଲିକପ୍ଟର ପଙ୍ଖାରେ ଅଧିକାରୀଙ୍କ ଗଳା କଟିଲା…

ଡେରାଡୁନ,୨୩।୪ : ଉତ୍ତରାଖଣ୍ଡ ଚାର୍‌ ଧାମ ଯାତ୍ରାର ଦ୍ୱିତୀୟ ଦିନରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଯନ୍ତ୍ରଣାଦାୟକ ଦୁର୍ଘଟଣା କେଦାରନାଥ ହେଲିପ୍ୟାଡରେ ଘଟିଛି। କେଦାରନାଥ ହେଲିପ୍ୟାଡରେ ହେଲିକପ୍ଟରରୁ ଅବତରଣ କରିବା ମାତ୍ରେ ଉତ୍ତରାଖଣ୍ଡର ଜଣେ ଅଧିକାରୀଙ୍କ ଗଳା ହେଲିକପ୍ଟରର…

୮୦ ବର୍ଷ ପରେ ମିଳିଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବୁଡ଼ିଥିବା ଜାପାନ ଜାହାଜ

ଓ୍ବାଶିଂଟନ,୨୩ା୪: ପ୍ରଥମ ବିଶ୍ୱଯୁଦ୍ଧ ପରେ ଦୁନିଆର ସବୁଠାରୁ ବିନାଶକାରୀ ଯୁଦ୍ଧ ଥିଲା ଦ୍ୱିତୀୟ ବିଶ୍ୱଯୁଦ୍ଧ। ଏହି ଯୁଦ୍ଧରେ ଜାପାନ, ଜର୍ମାନୀ ଏବଂ ପୋଲାଣ୍ଡ ଭଳି ଦେଶରୁ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଇଥିଲେ। ଏଥିରେ ଆମେରିକା, ବ୍ରିଟେନ, ଫ୍ରାନ୍ସ ଏବଂ ରୁଷିଆ…

ଦୁର୍ନୀତି ଯାଞ୍ଚ୍‌ ପ୍ରତିଶ୍ରୁତି ଦେଇ ଭୋଟ ମାଗି କ୍ଷମତାକୁ ଆସିଥିଲୁ: ଗେହଲୋଟଙ୍କୁ ଘେରିଲେ ସଚିନ…

ଜୟପୁର,୨୩।୪ : ରାଜସ୍ଥାନର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିଶାଳୀ କଂଗ୍ରେସ ନେତା ସଚିନ ପାଇଲଟ ଆଜିକାଲି ନିଜ ସରକାରକୁ ନେଇ ଅସନ୍ତୋଷ ପ୍ରକାଶ କରୁଛନ୍ତି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ମଧ୍ୟରେ ରାଜନୈତିକ ତିକ୍ତତା ଦିନକୁ ଦିନ ବଢ଼ିବାରେ…

ଗାଜିଆବାଦ-ନଏଡାରେ ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି…

ନୂଆଦିଲ୍ଲୀ, ୨୩।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନାହିଁ। ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍‌ ଅଶୋଧିତ ତେଲ ବ୍ୟାରେଲ ପିଛା ୭୭.୮୭ ଡଲାରରେ ଟ୍ରେଡ୍‌ କରୁଛି। ଏହି ସମୟରେ ବ୍ରେଣ୍ଟ ଅଶୋଧିତ ତୈଳ ୮୧.୬୬ ଡଲାରରେ ଟ୍ରେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?