ଆଜିଠାରୁ ୫ମ ଓଡ଼ିଶା ପର୍ଯ୍ୟଟନ କନ୍କ୍ଲେଭ
ଭୁବନେଶ୍ୱର,୨୩ା୨: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ହୋଟେଲ ଏବଂ ରେଷ୍ଟୁରାଷ୍ଟ ସଂଘ (ହାରୋ) ପକ୍ଷରୁ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଛି। ଏପରିକି ଗୁରୁବାର ସ୍ଥାନୀୟ ସ୍ବସ୍ତି ପ୍ରିମିୟମ ହୋଟେଲ ପରିସରରେ ୫ମ ଓଡିଶା ପର୍ଯ୍ୟଟନ କନ୍କ୍ଲେଭ ଆୟୋଜିତ…
ବିଶ୍ୱ ବଜାରରେ ଚମକ ହରାଉଛି ଭାରତ
ନୂଆଦିଲ୍ଲୀ,୨୩।୨: ଚଳିତ ଆର୍ଥିକ ବର୍ଷରେ ଭାରତ ବିଶ୍ୱ ଦରବାରରେ ଏକ ବିରଳ ରେକର୍ଡ ସ୍ଥାପନ କରିଥିଲା। ଏପରିକି ବହୁ ବିକଶିତ ରାଷ୍ଟ୍ରକୁ ପଛରେ ପକାଇ ବିଶ୍ୱ ବଜାରରେ ୫ମ ସ୍ଥାନରେ ପହଞ୍ଚତ୍ୟାଇଥିଲା। ହେଲେ ବିଗତ ୯ ମାସ ତଳେ ପାଇଥିବା ସଫଳତା…
୩,୫୦୦ ଭାଜପା କର୍ମୀଙ୍କ ନାଁରେ ମାମଲା
ଚେନ୍ନାଇ, ୨୩।୨: ତାମିଲନାଡ଼ୁରେ ଡିଏମ୍କେ କାଉନ୍ସିଲରଙ୍କ ମାଡ଼ରେ ପ୍ରାଣ ହରାଇଥିବା ଯବାନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ୩,୫୦୦ ଭାଜପା କର୍ମୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଭାଜପା ନେତା ଓ କର୍ମୀ ବିନା ଅନୁମତିରେ କ୍ୟାଣ୍ଡେଲ୍ ଲାଇଟ୍…
ରିପବ୍ଲିକାନ୍ ପାର୍ଟିରୁ ୨ ଭାରତୀୟ ବଂଶୋଦ୍ଭବ ଆଶାୟୀ
ଓ୍ବାଶିଂଟନ,୨୩ା୨: ଭାରତୀୟ ବଂଶୋଦ୍ଭବ ଟେକ୍ ଏଣ୍ଟରପ୍ରିନ୍ୟୁର୍ ବିବେକ ରାମାସ୍ବାମୀ ବୁଧବାର ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପକ୍ଷରୁ ପ୍ରାର୍ଥୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ଗତ ୧୪ ତାରିଖରେ ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ୨୦୨୪ ରାଷ୍ଟ୍ରପତି ନିର୍ବାଚନ…
ହିଜାବ ପିନ୍ଧି ପରୀକ୍ଷା ଦେବାକୁ ଅନୁମତି ଲୋଡ଼ିଲେ କର୍ନାଟକ ଛାତ୍ରୀ
ନୂଆଦିଲ୍ଲୀ,୨୩ା୨: କର୍ନାଟକର ସରକାରୀ ସ୍କୁଲଗୁଡ଼ିକରେ ହିଜାବ ପରିଧାନ ଉପରେ କଟକଣା ଜାରି କରାଯାଇଛି। ତେବେ କେତେଜଣ ମୁସଲମାନ ଛାତ୍ରୀ ହିଜାବ ପିନ୍ଧି ପରୀକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡ଼ିଛନ୍ତି। ସେମାନଙ୍କ ଆବେଦନର ଶୁଣାଣି କରିବାକୁ ବୁଧବାର ସର୍ବୋଚ୍ଚ ଅଦାଲତ ରାଜି…
ମେୟର ନିର୍ବାଚନ ପରେ ଷ୍ଟାଣ୍ଡିଂ କମିଟିକୁ ନେଇ ଏଏପି-ଭାଜପା ମଧ୍ୟରେ ଗଣ୍ଡଗୋଳ, ପରସ୍ପର ଉପରକୁ ଫିଙ୍ଗିଲେ କାଗଜ
ନୂଆଦିଲ୍ଲୀ,୨୩ ।୨: ଦିଲ୍ଲୀ ନଗର ନିଗମର ନିର୍ବାଚନ ଗତବର୍ଷ ଡିସେମ୍ବରରେ ହୋଇଥିଲା । ସେବେଠାରୁ ଏଠାକାର ମେୟର ନିର୍ବାଚନ ବାକିଥିଲା । ବୁଧବାର ଦିଲ୍ଲୀର ମେୟର ଭାବେ ଆମ ଆଦମୀ ପାର୍ଟି(ଏଏପି)ର ପ୍ରାର୍ଥୀ ଶୈଲି ଓବରୟଙ୍କୁ ନିର୍ବାଚିତ କରାଗଲା । ଆମ…
୧୦ ପାଲେଷ୍ଟିନୀୟଙ୍କୁ ହତ୍ୟା
ନାବଲସ୍, ୨୩।୨: ବୁଧବାର ନାବଲସ୍ରେ ଇସ୍ରାଏଲ ଟ୍ରୁପ୍ ୧୦ ପାଲେଷ୍ଟିନୀୟଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୭୨ ବର୍ଷୀୟ ବୃଦ୍ଧ ଏବଂ ୧୪ ବର୍ଷର ବାଳକଙ୍କ ସମେତ ୩ ସାଧାରଣ ନାଗରିକ ରହିଛନ୍ତି। ୧୦୨ ଜଣ ଆହତ ହୋଇଛନ୍ତି। ଡାକ୍ତରଖାନାରେ…
ଇସି ଅର୍ଡର ଉପରେ ସ୍ଥଗିତାଦେଶ ଦେଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩ା୨: ଭାରତର ନିର୍ବାଚନ କମିଶନ (ଇସିଆଇ) ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ପ୍ରକୃତ ଶିବସେନା ମାନ୍ୟତା ଓ ନିର୍ବାଚନୀ ଚିହ୍ନ ‘ଧନୁଶର’ ପ୍ରଦାନ କରିଥିବାବେଳେ ଏହି ଅର୍ଡର ଉପରେ ସ୍ଥଗିତାଦେଶ ଜାରି ପାଇଁ ଉଦ୍ଧବ ଗୋଷ୍ଠୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ…
ମୃତକଙ୍କ ପରିବାରକୁ ୧୦ ଲକ୍ଷ କ୍ଷତିପୂରଣ ଦିଅ
ଅହମଦାବାଦ,୨୩ା୨: ଗତବର୍ଷ ଅକ୍ଟୋବର ୩୦ରେ ଗୁଜରାଟର ମୋର୍ବି ସହରରେ ଏକ ଝୁଲାପୋଲ ଭୁଶୁଡ଼ିପଡ଼ିବାରୁ ୧୩୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୫୬ ଆହତ ହୋଇଥିଲେ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଗୁଜରାଟ…
ବର୍ଷକୁ ୫ ସେମି ଘୁଞ୍ଚୁଛି ଭାରତୀୟ ପ୍ଲେଟ୍
ହାଇଦ୍ରାବାଦ, ୨୩।୨: ନିକଟରେ ତୁର୍କୀ ଓ ସିରିଆରେ ପ୍ରଳଙ୍କରୀ ଭୂକମ୍ପର ଭୟାବହତା ଦେଖିବା ପରେ ବିଶ୍ୱବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପୂର୍ବରୁ ଭାରତ ମଧ୍ୟ ଅନେକ ଭୂମିକମ୍ପଜନିତ ଦୁଷ୍ପରିଣାମର ମୂକସାକ୍ଷୀ ପାଲଟିଛି। ତେବେ ଆଗାମୀ ଦିନରେ ଦେଶରେ ସାଂଘାତିକ…
୩ ବର୍ଷ ପରେ ବେଜିଂରେ ଭାରତ-ଚାଇନା ବୈଠକ
ବେଜିଂ,୨୨।୨: ସୀମାନ୍ତରେ ଚାଲିଥିବା ଉତ୍ତେଜନା ମଧ୍ୟରେ ବୁଧବାର ବେଜିଂରେ ଭାରତ ଏବଂ ଚାଇନା ମଧ୍ୟରେ ପରାମର୍ଶ ଏବଂ ସମନ୍ବୟ ପ୍ରଣାଳୀ (ଡବ୍ଲ୍ୟୁଏମ୍ସିସି)ର ୨୬ତମ ବୈଠକ ଅନୁଷ୍ଠିତ ହୋଇଛି। ଦୁଇ ଦେଶର ସୀମା ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା ହୋଇଥିଲା। ଖୁବ ଶୀଘ୍ର…
ସମୁଦ୍ର କୂଳରେ ବିଶାଳକାୟ ଲୁହା ବଲ୍, ସାଧାରଣରେ ଆତଙ୍କ
ଟୋକିଓ,୨୨ା୨: ଜାପାନର ହମାମାଟ୍ସୁ ସହରର ସମୁଦ୍ର ଉପକୂଳରେ ଏକ ବଡ଼ ଲୁହା ବଲ୍ ମିଳିବା ପରେ ଆତଙ୍କ ଖେଳିଯାଇଛି। ଜାପାନ ସେନା, ପୋଲିସ ଏବଂ କୋଷ୍ଟଗାର୍ଡ ସମସ୍ତେ ଏ ବିଷୟରେ ସତର୍କ ଅଛନ୍ତି। ଏହି ବିଶାଳ ବଲ୍ର ଫଟୋ ମଧ୍ୟ ସୋସିଆଲ…
Archives


