Home Middle

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ କରାଯାଇଛି। ବରିଷ୍ଠ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗକୁ ବଦଳି କରାଯାଇଛି। ଏଥିସହ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ ଆଣିଦେବ। ଏହି ସଫଳତା ପରେ ଭାରତ ଏବଂ ଗଲ୍ଫ କୋଅପରେସନ୍ କାଉନସିଲ୍ (GCC)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ ଦେଶର ଶକ୍ତିକୁ ଏହାର ଅର୍ଥନୀତି, ସାମରିକ କିମ୍ବା ରାଜନୈତିକ ପ୍ରଭାବ ଦ୍ୱାରା ନୁହେଁ,…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା। କେନ୍ଦ୍ର ସରକାର ରାଶନକୁ ନଗଦ ସହିତ ବଦଳାଇବାକୁ ଯୋଜନା କରୁଛନ୍ତି। କିଛି ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ ମଧ୍ୟ ଶତକ ହାସଲ କରିଥିଲେ। ଏହି ଇନିଂସଗୁଡ଼ିକ ଆଫଗାନିସ୍ତାନ ଦ୍ୱାରା ଧାର୍ଯ୍ୟ ୩୧୧…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?