ଋଣ ପାଇଁ ଆଇଏମଏଫ ଆଗରେ ମୁଣ୍ଡ ନୋଇଲା ପାକିସ୍ତାନ, ସର୍ତ୍ତ ପୂରଣ ବିଲ ପାରିତ…
ଇସଲାମାବାଦ,୨୧।୨ : ଦେବାଳିଆ ପରିସ୍ଥିତିକୁ ଏଡାଇବା ପାଇଁ ପାକିସ୍ତାନ ଶେଷରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ର ସର୍ତ୍ତ ମାନିଛି। ଋଣ ପାଇଁ ପାକିସ୍ତାନ ଶେଷରେ ଆଇଏମଏଫ ଆଗରେ ନୋଇଛି। ଋଣ ସର୍ତ୍ତ ପୂରଣ ପାଇଁ ବିଲ ପାରିତ କରିବାକୁ ପ୍ରଧାନମନ୍ତ୍ରୀ…
ଉଦ୍ଧବ ଗୋଷ୍ଠୀଙ୍କୁ ଆଉ ଏକ ବଡ଼ ଝଟ୍କା: ଶିନ୍ଦେ ଗୋଷ୍ଠୀଙ୍କୁ ଦିଆଗଲା ସଂସଦରେ ଶିବସେନା କାର୍ଯ୍ୟାଳୟ
ମୁମ୍ବାଇ,୨୧।୨: ଉଦ୍ଧବ ବାଲାସାହେବ ଠାକ୍ରେ(ୟୁବିଟି)ଙ୍କ ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍କା ଲାଗିଛି। ପାର୍ଟିର ନାମ ଓ ଚିହ୍ନକୁ ଛଡ଼ାଇ ନିଆଯିବା ପରେ ଏବେ ତାଙ୍କଠାରୁ ସଂସଦ କାର୍ଯ୍ୟାଳୟ ମଧ୍ୟ ଛଡ଼ାଇ ନିଆଯାଇଛି। ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଦୃଷ୍ଟିରେ…
ଏଣିକି ଭାରତ-ସିଙ୍ଗାପୁର ମଧ୍ୟରେ ଡିଜିଟାଲ୍ ପେମେଣ୍ଟ ହେବ ସହଜ
ନୂଆଦିଲ୍ଲୀ,୨୧।୨: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲି ହସିନ ଲୋଙ୍ଗ ମଙ୍ଗଳବାର ଏକ ବଡ଼ ଚୁକ୍ତି ସ୍ବାକ୍ଷର କରିଛନ୍ତି। ଭାରତର ୟୁପିଆଇ ଅର୍ଥାତ୍ ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ ଏବଂ ସିଙ୍ଗାପୁରର ପେନାଓକୁ ସଂଯୋଗ କରି…
ମହାକାଶକୁ ପଠାଯିବ ଆମେରିକା ରାଷ୍ଟ୍ରପତିଙ୍କ କେଶ
ୱାଶିଂଟନ,୨୧ ।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ୱାଶିଂଟନ, ଜନ ଏଫ କେନେଡି, ହ୍ୱାଇଟ ଡି ଆଇଜନହାବର ଓ ରୋନାଲ୍ଡ ରିଗନଙ୍କ କେଶର ସାମ୍ପଲକୁ ମହାକାଶ ପଠାଯିବାକୁ ପ୍ରସ୍ତୁତି ଚାଲିଛି । ଟେକ୍ସାସ ସ୍ଥିତ କମ୍ପାନୀ ସେଲେଷ୍ଟିସ ଏହି କେଶର ସାମ୍ପଲକୁ…
ନବ ଦାସ ପ୍ରସଙ୍ଗ ବିରୋଧୀଙ୍କ ଅସ୍ତ୍ର
ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ…
ତୁର୍କୀ-ସିରିଆରେ ପୁଣି ୬.୩ ତୀବ୍ରତାର ଭୂକମ୍ପ, ୩ ମୃତ ୨୦୦ରୁ ଅଧିକ ଆହତ
ଅଙ୍କାରା,୨୧ ।୨: ତୁର୍କୀରେ ପୁଣି ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ମପାଯାଇଛି । ୟୁରୋପୀୟ ଭୂମଧ୍ୟସାଗରୀୟ ଭୁକମ୍ପ କେନ୍ଦ୍ର(ଇଏମଏସସି) କହିଛି ତୁର୍କୀ ଓ ସିରିଆର ସୀମାରେ ୨ କିଲୋମିଟିର ଗଭିରତାରେ ୬.୩…
ଇମ୍ରାନଙ୍କୁ ଆଶ୍ୱସ୍ତି: ହାଇକୋର୍ଟରୁ ମିଳିଲା ଜାମିନ
ଇସ୍ଲାମାବାଦ୍,୨୦।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ସୋମବାର ଲାହୋର କୋର୍ଟରୁ ଇମ୍ରାନଙ୍କୁ ଜାମିନ ମିଳିଛି। ଶୁଣାଣି ପାଇଁ ଇମ୍ରାନ ସନ୍ଧ୍ୟା ୫ଟା ୩୦ରେ ନିଜେ କୋର୍ଟରେ ହାଜର ହୋଇଥିଲେ। ଏହାପରେ ତାଙ୍କର ଶୁଣାଣି ଆରମ୍ଭ ହୋଇଥିଲା।…
ସେମିଫାଇନାଲରେ ଭାରତ
ଜିକ୍ୱେବର୍ହା (ଦକ୍ଷିଣ ଆଫ୍ରିକା), ୨୦।୨: ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା…
ଗୁଜରାଟର ପୂର୍ବତନ ରାଜ୍ୟପାଳ ଓପି କୋହଲିଙ୍କ ପରଲୋକ
ଅହମଦାବାଦ,୨୦।୨: ଗୁଜରାଟର ପୂର୍ବତନ ରାଜ୍ୟପାଳ ତଥା ଭାଜପାର ବରିଷ୍ଠ ନେତା ଓମ୍ ପ୍ରକାଶ କୋହଲିଙ୍କ ସୋମବାର ପରଲୋକ ଘଟିଛି। ୮୭ବର୍ଷରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛି ଦିନରୁ ସେ ରୋଗାଗ୍ରସ୍ତ ଥିଲେ। ନୋଏଡାର ଏକ ହସ୍ପିଟାଲରେ ତାଙ୍କର…
ୟୁକ୍ରେନ ପାଇଁ ୫ଶହ ମିଲିୟନ୍ ଡଲାର ପ୍ରତିରକ୍ଷା ପ୍ୟାକେଜ୍ ଘୋଷଣା କଲେ ବାଇଡେନ୍
କିଭ୍,୨୦।୨: ୟୁକ୍ରେନ-ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଏକ ବର୍ଷ ପୂର୍ତ୍ତି ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାର କିଭ୍ ଗସ୍ତ କରିିଛନ୍ତି। ୟୁକ୍ରେନ୍ର ରାଜଧାନୀ କିଭ୍ରେ ପହଞ୍ଚି ବାଇଡେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କିଙ୍କୁ ଭେଟି ଅନେକ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳର…
ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଥିବା ବେଳେ ଜେଲନସ୍କିଙ୍କୁ ଭେଟିବାକୁ ଗଲେ ବାଇଡେନ
କ୍ୱିଭ,୨୦ ।୨: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଠିକ୍ ଏକ ବର୍ଷ ପୂରଣ ହେବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କ୍ୱିଭ ପହଞ୍ଚି ସମସ୍ତଙ୍କୁ ଚମକାଇ ଦେଇଛନ୍ତି । ସେ ସୋମବାର ୟୁକ୍ରେନରେ ପହଞ୍ଚି ରାଷ୍ଟ୍ରପତି ଭୋଲୋଡେମିର…
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ହେଲେ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀ ଲାଲ୍ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁଙ୍କୁ ୩ ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ…
Archives


