Home Middle

ଆଜି ଶ୍ରୀରାମ ନବମୀ, ରାମମନ୍ଦିର ଚଳଚଞ୍ଚଳ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଆଜି ଅର୍ଥାତ୍‌ ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଏନେଇ ରାଜଧାନୀ ଭୁବନେଶ୍ୱରର ଶ୍ରୀରାମ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ…

ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ନିର୍ବିରୋଧ ଅଧ୍ୟକ୍ଷ ହେବା ନିଶ୍ଚତ…

ଓ୍ବାଶିଂଟନ,୩୦।୩ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ଅଧ୍ୟକ୍ଷ ହେବା ପ୍ରାୟ ନିଶ୍ଚିତ। ବୁଧବାର ଏହି ପଦବୀ ପାଇଁ ନାମାଙ୍କନ ଶେଷ ହୋଇଛି। ଅନ୍ୟ କୌଣସି ଦେଶ ସର୍ବସାଧାରଣରେ ବିକଳ୍ପ ପ୍ରାର୍ଥୀ ପ୍ରସ୍ତାବ ଦେଇନାହାନ୍ତି। ଅର୍ଥ ବଙ୍ଗା ବିରୋଧରେ ଅନ୍ୟ…

ଅତ୍ୟାବଶ୍ୟକ ଔଷଧ ତାଲିକାରେ ସାମିଲ ହୋଇପାରେ ମେଦବହୁଳତା ଔଷଧ: ଡବ୍ଲୁଏଚଓରେ ଆବେଦନ…

ଜେନେଭା,୩୦।୩ : ମେଦବହୁଳତାର ମୁକାବିଲା କରିବା ପାଇଁ ଅତ୍ୟାବଶ୍ୟକ ଔଷଧ ତାଲିକାରେ ପ୍ରଥମ ଥର ପାଇଁ ମେଦବହୁଳତା ଔଷଧ ସାମିଲ ହୋଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର ଔଷଧ ତାଲିକାରେ ଏହି ଔଷଧକୁ ଅନ୍ତର୍ଭୁକ୍ତ କରାଯାଇପାରେ। ସ୍ବଳ୍ପ ଏବଂ ମଧ୍ୟବିତ୍ତ ଦେଶରେ…

ପୁଣି ଆତଙ୍କ: ଦୈନିକ ସଂକ୍ରମଣ ୩ ହଜାର ଟପିଲା, ସକ୍ରିୟ ମାମଲା ୧୫ ହଜାର ମୁହାଁ…

ନୂଆଦିଲ୍ଲୀ, ୩୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ…

ତାଇଓ୍ବାନ ରାଷ୍ଟ୍ରପତିଙ୍କ ଆମେରିକା ଗସ୍ତ: ଅସନ୍ତୋଷ ବ୍ୟକ୍ତ କଲା ଚାଇନା…

ତାଇପେ/ବେଜିଂ/ଓ୍ବାଶିଂଟନ,୩୦।୩ : ତାଇୱାନର ରାଷ୍ଟ୍ରପତି ତାଇ ଇଙ୍ଗ-ୱେନ ବୁଧବାର ଠାରୁ ୧୦ ଦିନିଆ ଆମେରିକା ଗସ୍ତ ଆରମ୍ଭ କରିଛନ୍ତି। ଏଥିରେ ଚାଇନା ରାଷ୍ଟ୍ରପତି ଜିନପିଙ୍ଗ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜିନପିଙ୍ଗ କହିଛନ୍ତି ତାଇଓ୍ବାନ ରାଷ୍ଟ୍ରପତି ଆମେରିକାର ବାଚସ୍ପତିଙ୍କୁ ନ ଭେଟିବା ଉଚିତ।…

ଫ୍ଲୋରିଡା ହିନ୍ଦୁ ବିଶ୍ୱବିଦ୍ୟାଳୟକୁ ୧୦ ଲକ୍ଷ ଡଲାରର ଦାନ…

ଓ୍ବାଶିଂଟନ,୩୦।୩ : ଭାରତୀୟ ଆମେରିକୀୟ ବ୍ୟବସାୟୀ ରମେଶ ଭୁଟାଡା ଆମେରିକାର ଫ୍ଲୋରିଡାସ୍ଥିତ ହିନ୍ଦୁ ବିଶ୍ୱବିଦ୍ୟାଳୟକୁ ୧୦ ଲକ୍ଷ ଡଲାର ଦାନ କରିଛନ୍ତି। ହିନ୍ଦୁ ବିଶ୍ୱବିଦ୍ୟାଳୟ ହେଉଛି ଆମେରିକାର ଏକମାତ୍ର ଅନୁଷ୍ଠାନ ଯାହାର ଉଦ୍ଦେଶ୍ୟ ହେଉଛି ହିନ୍ଦୁ ଦର୍ଶନ ଉପରେ ଆଧାର କରି…

ଚିଲିରେ ମଣିଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ: କୁକୁଡା ରପ୍ତାନୀ ବନ୍ଦ…

ସାଣ୍ଟିଆଗୋ,୩୦।୩ : ଚିଲିରେ ମନୁଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଜଣେ ୫୩ ବର୍ଷ ବୟସ୍କ ବ୍ୟକ୍ତି ବାର୍ଡ ଫ୍ଲୁରେ ଆକ୍ରାନ୍ତ…

ରାମ ନବମୀର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୩ : ଗୁରୁବାର ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ରାମ…

ଏନ୍‌ସିଏ କ୍ୟାମ୍ପରେ ଓଡ଼ିଶାର ୫ ଖେଳାଳି

ଭୁବନେଶ୍ୱର, ୩୦।୩ (କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ବିସିସିଆଇ ଘରୋଇ ସିଜନ ୨୦୨୨-୨୩ରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଓଡ଼ିଶାର ୧୯ ବର୍ଷରୁ କମ୍‌ ୫ ମହିଳା ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) କ୍ୟାମ୍ପପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ…

ହକି ଇଣ୍ଡିଆ ୧୧,୦୦୦ ଷ୍ଟିକ୍‌, ୩,୩୦୦ ବଲ୍‌ ବାଣ୍ଟିବ

ନୂଆଦିଲ୍ଲୀ, ୩୦।୩: ଦେଶରେ ହକିର ଅଧିକ ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ହକି ଇଣ୍ଡିଆ ଏହାର ରାଜ୍ୟ ଯୁନିଟ ଏବଂ ନିର୍ଦ୍ଧିଷ୍ଟ କେତେକ ହକି ଏକାଡେମୀକୁ ୧୧,୦୦୦ ହକି ଷ୍ଟିକ୍‌, ୩,୩୦୦ ବଲ୍‌ ବାଣ୍ଟିବାକୁ ନିଷ୍ପତ୍ତି ନେଇଛି। ଏହା ବ୍ୟତୀତ ଖେଳ…

କଳିଙ୍ଗରେ ଟେନିସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର, ୩୦।୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ିହୋଇଛି ଆଉ ଏକ ନୂଆଫର୍ଦ୍ଦ। କଳିଙ୍ଗ ଷ୍ଟାଡିୟମ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ବୁଧବାର ଟେନିସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଏସିଆନ ଟେନିସ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ…

୩୦ଦିନରେ ୧୩୩୮କୋଟି ଦେବ ଗୁଗଲ

ନୂଆଦିଲ୍ଲୀ,୩୦।୩: ବହୁ ରାଷ୍ଟ୍ରୀୟ ସର୍ଚ୍ଚ ଇଞ୍ଜିନ କମ୍ପାନୀ ଗୁଗଲର ମନମାନୀ ଓ ଆଇଟି କ୍ଷେତ୍ରରେ ବିଭିନ୍ନ ପ୍ରକାରର ଅପବ୍ୟବହାର ବିରୋଧରେ ଦୀର୍ଘ ବର୍ଷ ହେବ ଆଇନଗତ ଲଢେଇ ଜାରି ରହିଛି। ଏପରିକି ବୁଧବାର ନ୍ୟାସନାଲ କମ୍ପାନି ଲ ଅପିଲେଟ୍‌ ଟ୍ରିବ୍ୟୁନାଲ (ଏନସିଏଲଏଟି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri