ଆସାମ ବାଲ୍ୟବିବାହ ବିରୋଧୀ ଅଭିଯାନକୁ ହାଇକୋର୍ଟଙ୍କ ନିନ୍ଦା
ଗୁଆହାଟୀ, ୧୬।୨: ଆସାମରେ ବାଲ୍ୟ ବିବାହ ପ୍ରଥା ବିରୋଧରେ ରାଜ୍ୟ ସରକାର ଆରମ୍ଭ କରିଥିବା ଅଭିଯାନକୁ ଗୁଆହାଟୀ ହାଇକୋର୍ଟ ନିନ୍ଦା କରିଛନ୍ତି। ପୋକ୍ସୋ ଆକ୍ଟରେ ଗିରଫ ହୋଇଥିବା ୯ ଜଣଙ୍କ ଅଗ୍ରିମ ଜାମିନ ଆବେଦନ ଶୁଣାଣି ଅବସରରେ ବିଚାରପତି ସୁମନ ଶ୍ୟାମ…
ଶିଙ୍କୁଲା ପାସ୍ରେ ହେବ ବିଶ୍ୱର ସର୍ବବୃହତ୍ ଟନେଲ
ନୂଆଦିଲ୍ଲୀ,୧୬ା୨: ପୂର୍ବ ଲଦାଖ ଓ ହିମାଚଳ ପ୍ରଦେଶକୁ ଯୋଡ଼ିବାକୁ ଥିବା ବିଶ୍ୱର ସର୍ବବୃହତ୍ ସୁଡ଼ଙ୍ଗ ଶିଙ୍କୁଲା ଟନେଲ (ସମୁଦ୍ର ପତ୍ତନରୁ ୧୬,୭୦୩ ଫୁଟ୍ ଉଚ୍ଚ) ନିର୍ମାଣ ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ମିଳିଛି। ଏଥିସହ ଭାରତ-ଚାଇନା ମଧ୍ୟସ୍ଥ ପ୍ରକୃତ ନିୟନ୍ତ୍ରଣରେଖା…
୩ ଲକ୍ଷ ଡଲାରରେ ଏଲ୍ଭିସ୍ଙ୍କ ଜେଟ୍ ନିଲାମ
ଓ୍ବାଶିଂଟନ୍, ୧୬।୨: ହଲିଉଡ୍ର ପ୍ରଖ୍ୟାତ ଅଭିନେତା ତଥା ଗୀତିକାର ଏଲଭିସ୍ ପ୍ରେସଲିଙ୍କ ପ୍ରାଇଭେଟ୍ ଜେଟ୍ ହୋଇଛି। ନ୍ୟୁମେକ୍ସିକୋର ରୋଜ୍ଓ୍ବେଲ୍ ଇଣ୍ଟରନ୍ୟାଶନାଲ ଏୟାର ସେଣ୍ଟରରେ ଏଲଭିସ୍ଙ୍କ ଜେଟ୍ ୪୦ ବର୍ଷ ଧରି ପଡ଼ିରହିଥିଲା। ଜାନୁୟାରୀ ୮ରେ ଫ୍ଲୋରିଡାରେ ଅନୁଷ୍ଠିତ ହୋଇଥିବା ‘ମେକସ କିଓିମି…
୨୨ ଲକ୍ଷ ଲୋକ ଘର ଛାଡ଼ିଲେଣି
ଆଙ୍କାରା/ଆଲୋପୋ, ୧୬।୨: ସପ୍ତାହକରୁ ଅଧିକ ଦିନ ଧରି ତୁର୍କୀ ଓ ସିରିଆରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭୟଙ୍କରୀ ଭୂକମ୍ପ ଯୋଗୁ ପ୍ରଭାବିତ ଅଞ୍ଚଳରୁ ୨୨ ଲକ୍ଷ ଲୋକ ଘର ଛାଡ଼ି ସୁରକ୍ଷିତ ସ୍ଥାନକୁ ଚାଲିଯାଇଛନ୍ତି। ଭୂକମ୍ପ ପ୍ରଭାବିତ ଅଞ୍ଚଳରେ ହଜାର-ହଜାର…
ଡେଟା କେବୁଲରେ ଗଳାଚିପି ନିକିଙ୍କୁ ହତ୍ୟା କରିଥିଲେ ସାହିଲ
ନୂଆଦିଲ୍ଲୀ, ୧୬।୨: ଦିଲ୍ଲୀର ଏକ ରେଷ୍ଟୁରାଣ୍ଟ ଫ୍ରିଜର ଭିତରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ଗିରଫ ସାହିଲଙ୍କୁ ଦିଲ୍ଲୀର ଏକ କୋର୍ଟ ୫ ଦିନିଆ ରିମାଣ୍ଡରେ ପଠାଇଛି। ବାହାଘରର ୩ ଘଣ୍ଟା ପୂର୍ବରୁ ସାହିଲ ତାଙ୍କ ଲିଭ୍-ଇନ୍ ପାର୍ଟନର ନିକି ଯାଦବଙ୍କୁ…
ରୁଷିଆର ୪ ଯୁଦ୍ଧବିମାନ ଘଉଡ଼ାଇଲା ଆମେରିକା
ଓ୍ବାଶିଂଟନ,୧୬ା୨: ଆଲାସ୍କା ନିକଟରେ ୩ଟି ରୁଷୀୟ ଯୁଦ୍ଧବିମାନକୁ ଆମେରିକୀୟ ବାୟୁସେନା କାବୁ କରିବା ପରେ ଘଉଡ଼ାଇଦେଇଛି। ଗତ ୧୩ ତାରିଖରେ ରୁଷୀୟ ଏୟାରକ୍ରାଫ୍ଟଗୁଡ଼ିକୁ ଗୋଡ଼ାଇ ଗୋଡ଼ାଇ ଘେରିବା ପରେ ନିଜ ଅଞ୍ଚଳରୁ ବାହାର କରିଦେଇଥିବା ନେଇ ବୁଧବାର ନର୍ଦ୍ଦର୍ନ ଆମେରିକାନ୍ ଏରୋସ୍ପେଶ୍…
ବିବିସି ଅଫିସରେ ୨ୟ ଦିନ ଆଇଟି ଚଢ଼ାଉ
ନୂଆଦିଲ୍ଲୀ,୧୬ା୨: ବ୍ରିଟିଶ୍ ବ୍ରଡ୍କାଷ୍ଟିଂ କର୍ପୋରେଶନ୍ (ବିବିସି)ର ଦିଲ୍ଲୀ ଓ ମୁମ୍ବାଇ ଅଫିସରେ ବୁଧବାର ଆୟକର (ଆଇଟି) ବିଭାଗ ପକ୍ଷରୁ ପୁନର୍ବାର ଚଢ଼ାଉ କରାଯାଇଛି। ମଙ୍ଗଳବାରଠାରୁ ଚାଲିଥିବା ଏହି ଚଢ଼ାଉ ବେଳେ ଅଧିକାରୀମାନେ ଚ୍ୟାନେଲ୍ର କେତେଜଣ ଷ୍ଟାଫ୍ଙ୍କୁ ପଚରାଉଚରା ସହ ଇଲେକ୍ଟ୍ରୋନିକ ଓ…
ତ୍ରିପୁରାରେ ତ୍ରିମୁଖୀ ଲଢ଼େଇ: ବିଧାନସଭାର ୬୦ ଆସନ ପାଇଁ ନିର୍ବାଚନ ଆଜି
ଅଗରତାଲା,୧୬।୨ : ଭାଜପା ଶାସିତ ତ୍ରିପୁରା ବିଧାନସଭାର ୬୦ ଆସନ ପାଇଁ ଗୁରୁବାର ଭୋଟ ଗ୍ରହଣ କରାଯିବ। ଏହି ନିର୍ବାଚନରେ ୨୫୯ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବାବେଳେ ୨୮ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଶାସକ ଭାଜପା ଏବଂ…
ଭୁବନେଶ୍ୱରରେ ହେବ ସିଡବ୍ଲ୍ୟୁଜିର ଦ୍ୱିତୀୟ ବୈଠକ
ନୂଆଦିଲ୍ଲୀ,୧୬ା୨: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ପ୍ରଥମ କଲ୍ଚର ଓ୍ବାର୍କିଂ ଗ୍ରୁପ୍ (ସିଡବ୍ଳ୍ୟୁଜି) ବୈଠକ ମଧ୍ୟପ୍ରଦେଶର ମନ୍ଦିର ସହର ଖଜୁରାହୋରେ ଫେବୃୟାରୀ ୨୨ରୁ ଆରମ୍ଭ ହେବ। ଏହା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ‘କଲ୍ଚର ଫର୍ ଲାଇଫ୍’ (ଜୀବନ ପାଇଁ ସଂସ୍କୃତି)…
୩୦ ନିର୍ବାଚନକୁ ପ୍ରଭାବିତ କରିଛି ଇସ୍ରାଏଲ୍ ସଂସ୍ଥା
ପ୍ୟାରିସ୍,୧୬ା୨(ଆଇଏଏନ୍ଏସ୍): ଇସ୍ରାଏଲ୍ର ଏନ୍ଏସ୍ଓ ଗ୍ରୁପ୍ ଦ୍ୱାରା ବିକଶିତ ପେଗାସସ୍ ସ୍ପାଏଓ୍ବେର ଗୁପ୍ତଚରଗିରି ବିବାଦ ନ ଥମୁଣୁ ଏହି ଦେଶର କଣ୍ଟ୍ରାକ୍ଟରମାନଙ୍କ ଏକ ଟିମ୍ ବିଶ୍ୱର ୩୦ରୁ ଊର୍ଦ୍ଧ୍ୱ ନିର୍ବାଚନକୁ ପ୍ରଭାବିତ କରିଥିବା ଦାବି କରିଛି। ହ୍ୟାକିଂ, ଅନ୍ତର୍ଘାତୀ କାର୍ଯ୍ୟ ଓ ସୋସିଆଲ…
ଇରାନ ଡ୍ରୋନ ଉପରେ ପ୍ରତିବନ୍ଧକ ଲଗାଇବା ନଜର
ବ୍ରୁସଲେସ୍,୧୫ା୨: ୟୁରୋପୀୟ ସଂଘ (EU) ଖୁବ୍ଶୀଘ୍ର ରୁଷିଆ ସମେତ କେତେକ ଦେଶ ବିରୋଧରେ କଠୋର ପଦକ୍ଷେପ ନେଇପାରେ। ୟୁରୋପୀୟ ୟୁନିଅନ ଅନ୍ୟ କେତେକ ଦେଶ ବିରୋଧରେ ସମୁଦାୟ ୧୧ ବିଲିୟନ ୟୁରୋ ଉପରେ ନୂତନ କଟକଣା ଉପରେ ବିଚାର କରୁଛି। ଯାହା…
ମହିଳା ଟି-୨୦ ବିଶ୍ୱକପ୍: ଭାରତର ଦ୍ୱିତୀୟ ବିଜୟ
କେପଟାଉନ୍,୧୫।୨: ମହିଳା ଟି-୨୦ ବିଶ୍ୱକପ୍ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ମଧ୍ୟ ଜିତିଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ…
Archives


