ସୁନା-ରୁପା ମୂଲ୍ୟ ରେକର୍ଡ ସ୍ତରରେ: ପାର୍ବଣ ଋତୁରେ କେଉଁଟା କିଣିବା ଭଲ?
ମୁମ୍ବାଇ,୨୯।୯: ସୋମବାର, ୨୯ ସେପ୍ଟେମ୍ବରରେ ସୁନା ଓ ରୁପାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚିଛି। ଆମେରିକାର ଡଲାର ମୂଲ୍ୟ ହ୍ରାସ ଓ ଫେଡେରାଲ ରିଜର୍ଭର ସୁଧ ହାର କମାଇବା ଆଶା ଏହାର ମୁଖ୍ୟ କାରଣ। ଏହା ସହ ପୂଜା ଋତୁରେ ଚାହିଦା…
ବଙ୍ଗୋପସାଗରରେ ନୂଆ ଲଘୁଚାପ: ଦୁର୍ଗାପୂଜାରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର,୨୯।୯: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାରୁ ଓଡ଼ିଶାରେ ଦୁର୍ଗାପୂଜା ଉତ୍ସବ ମଳିନ କରିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍ଡି ପୂର୍ବାହ୍ନ ବୁଲେଟିନ୍ରେ କହିଛି, ୩୦…
ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି: ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରି
ଭୁବନେଶ୍ୱର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧନ ଅନୁଯାୟୀ, ମହିଳାମାନେ…
ପୁଣି ଭାରତକୁ ଝଟକା ଦେଲେ ଟ୍ରମ୍ପ: ଫିଲ୍ମ ଉପରେ ୧୦୦% ଟାରିଫ୍
ନୂଆଦିଲ୍ଲୀ,୨୯।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଘୋଷଣା କରିଛନ୍ତି ଯେ, ଆମେରିକା ବାହାରୁ ନିର୍ମିତ ସମସ୍ତ ଫିଲ୍ମ ଉପରେ ୧୦୦% ଟାରିଫ୍ ଲାଗୁ କରାଯିବ। ଟ୍ରମ୍ପ କହିଛନ୍ତି, “ଆମର ଫିଲ୍ମ ନିର୍ମାଣ ବ୍ୟବସାୟକୁ ଅନ୍ୟ ଦେଶଗୁଡ଼ିକ ଚୋରି ନେଇଛନ୍ତି, ଯେମିତି…
ଭାରତୀୟ ପରିବାରର ସମ୍ପତ୍ତି ୨୦୨୪ରେ ୧୪.୫% ବୃଦ୍ଧି ପାଇଛି, ଗତ ୮ ବର୍ଷରେ ସର୍ବାଧିକ: ରିପୋର୍ଟ
ନୂଆଦିଲ୍ଲୀ,୨୯।୯: ଭାରତ ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବଜାରଗୁଡ଼ିକ ମଧ୍ୟରୁ ଗୋଟିଏ ଭାବେ ଉଭା ହୋଇଛି। ଏକ ରିପୋର୍ଟ ୨୦୨୫ ଅନୁଯାୟୀ, ୨୦୨୪ରେ ଭାରତୀୟ ପରିବାରଗୁଡ଼ିକର ଆର୍ଥିକ ସମ୍ପଦ ବାର୍ଷିକ ହିସାବରେ ୧୪.୫ ପ୍ରତିଶତ ବୃଦ୍ଧି ପାଇଛି, ଯାହା…
ମୋଦିଙ୍କ ଟୁଇଟ୍କୁ ନେଇ ମୁହଁ ଖୋଲିଲେ ସୂର୍ଯ୍ୟକୁମାର: ନେତାଙ୍କୁ ଫ୍ରଣ୍ଟ ଫୁଟରେ ବ୍ୟାଟିଂ କରିବା ଦେଖି..
ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସିଆ କପ ୨୦୨୫ ଫାଇନାଲରେ ଭାରତର ବିଜୟ ଉପରେ ଏକ ଟୁଇଟ୍ କରିଥିଲେ। ଏହା ପାକିସ୍ତାନକୁ କ୍ରୋଧିତ କରିଥିଲା। ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇ ଭାରତର ବିଜୟକୁ ଅପରେଶନ ସିନ୍ଦୂର ସହିତ ଯୋଡ଼ିଥିଲେ।…
କେନ୍ଦ୍ର ସରକାରଙ୍କ ପିଏମ ଇ-ଡ୍ରାଇଭ୍ ଯୋଜନା: ମିଳିବ ୨୦୦୦ କୋଟି ଟଙ୍କାର ସବସିଡି
ନୂଆଦିଲ୍ଲୀ,୨୯।୯: କେନ୍ଦ୍ର ସରକାର ପିଏମ ଇ-ଡ୍ରାଇଭ ଯୋଜନା ଅଧୀନରେ ସହର ଓ ରାଜପଥଗୁଡ଼ିକରେ ଇଲେକ୍ଟ୍ରିକ ଯାନ ଚାର୍ଜିଂ ଭିତ୍ତିଭୂମି ବିକାଶ ପାଇଁ ୨୦୦୦ କୋଟି ଟଙ୍କାର ସବସିଡି ଘୋଷଣା କରିଛନ୍ତି। ଭାରୀ ଶିଳ୍ପ ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ, ସରକାରୀ ଅଫିସ, ହସ୍ପିଟାଲ,…
ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର ନିଯୁକ୍ତ; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୯।୯: କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି। ମନ୍ତ୍ରୀମଣ୍ଡଳର ନିଯୁକ୍ତି କମିଟି ତାଙ୍କୁ ୯ ଅକ୍ଟୋବର କିମ୍ବା ତା’ପରେ ଯୋଗଦେବା ତାରିଖଠାରୁ ତିନି ବର୍ଷ ପାଇଁ ଏହି…
ଫିଲ୍ମ ଷ୍ଟାଇଲରେ ବ୍ୟବସାୟୀ ସୁଶିଲଙ୍କୁ ପହରଣ: କଳାରାତିର ଲୋମଟାଙ୍କୁରା କଥା…
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧା ଜିଲା ବାଲୁଗାଁର ଜଣାଶୁଣା ବ୍ୟବସାୟୀ ସୁଶିଲ ସୁବୁଦ୍ଧିଙ୍କୁ ଅପହରଣ କରି ୧କୋଟି ଟଙ୍କା ମାଗିବା ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଗୋଟେ କାର, ନଗଦ ୬ଲକ୍ଷ ୨୫ହଜାର ଟଙ୍କା, ମାରଣାସ୍ତ୍ର ସହ ମୋବାଇଲ ପୋଲିସ…
ମୋଦିଙ୍କ ବିରୋଧରେ ବିଷ ଓଗାଳିଲେ ନକ୍ଭି: କହୁ କହୁ କହିଦେଲେ…
ଦୁବାଇ,୨୯।୯: ଦୁବାଇରେ ଖେଳାଯାଇଥିବା ଏସିଆ କପର ଫାଇନାଲ ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଛି। କିନ୍ତୁ, ମ୍ୟାଚ ପରେ ପୁରସ୍କାର ପ୍ରଦାନ ଉତ୍ସବରେ ବିବାଦ ଦେଖାଦେଇଥିଲା। ଭାରତୀୟ ଦଳ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଏବଂ…
କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘଟଗାଁ ତାରିଣୀ ପୀଠ ପାଇଁ…
ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬, କାରଖାନା ୧୯୪୮ର…
କ୍ଷୁବ୍ଧ ଲଦାଖ
କେନ୍ଦ୍ର ସରକାର ୫ ଅଗଷ୍ଟ ୨୦୧୯ରେ ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିଥିଲେ। ଏହା ଦ୍ୱାରା ଜମ୍ମୁ ଓ କଶ୍ମୀର ଦୀର୍ଘବର୍ଷ ଧରି ପାଇ ଆସୁଥିବା ବିଶେଷ ସୁବିଧା ହରାଇଥିଲା। ଏଭଳି ପଦକ୍ଷେପ ଜମ୍ମୁ ଓ କଶ୍ମୀରକୁ…
Archives


