ମୋଦିଙ୍କୁ ପ୍ରଶଂସା କଲେ ଲଣ୍ଡନର ପ୍ରଫେସର
ଲଣ୍ଡନ,୧୬।୪: ବିଶ୍ୱ ବ୍ୟାଙ୍କର ଏକ କାର୍ଯ୍ୟକ୍ରମ ହାଓ ବିହେଭିରିୟାଲ ଚେଞ୍ଚ କ୍ୟାନ ଟ୍ୟାକେଲ କ୍ଲାଇମେଟ ଚେଞ୍ଜ ସମୟରେ ଲଣ୍ଡନ ସ୍କୁଲ ଅଫ ଇକନୋମିକ୍ସର ପ୍ରଫେସର ନିକୋଲସ ଷ୍ଟର୍ନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ଷ୍ଟର୍ନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭାରତ-ଆମେରିକା ମିଳିମିଶି ନିର୍ମାଣ କରୁଛନ୍ତି ଏକ ଶାନ୍ତି ପୂର୍ଣ୍ଣ ବିଶ୍ୱ ସମୁଦାୟ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଓ୍ବାଶିଂଟନ,୧୬।୪: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ଭାରତୀୟ ଆମେରିକୀୟ ସମ୍ପ୍ରଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଅର୍ଥମନ୍ତ୍ରୀ କହିଛନ୍ତି, ଭାରତ ଏବଂ ଆମେରିକା ମିଳିତ ଭାବେ ଏକ ଶକ୍ତିଶାଳୀ, ଶାନ୍ତପୂର୍ଣ୍ଣ ଏବଂ ସୁସଂଗତ ବିଶ୍ୱ ସମୁଦାୟର…
ମୋଦିଙ୍କ ପ୍ରଶଂସକ ପାଲଟିଲେ ଆମେରିକାର ବାଣିଜ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସକ ଦେଶରେ ଖୁବ୍ ଅଧିକ। କେବଳ ଦେଶ କାହିଁକି ବିଦେଶରେ ବି ମୋଦିଙ୍କର ରହିଛନ୍ତି ଅନେକ ପ୍ରଶଂସକ। ବିଶ୍ୱର ଅନେକ ନେତା ବି ମୋଦିଙ୍କୁ ବେଶ ପ୍ରଶଂସା କରିଥାଆନ୍ତି। ଆମେରିକାର ସେକ୍ରେଟାରି ଅଫ କମର୍ସ ଅର୍ଥାତ୍…
‘ସୁରକ୍ଷା ପାଇଁ ମୁଁ ଦାୟୀ ରହିବି’
ଟୋକିଓ,୧୬ା୪: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ନିକଟରେ ଆକ୍ରମଣ କରାଯାଇଥିଲା। ସ୍ମୋକ୍ ବମ୍ ଆକ୍ରମଣରୁ ଅଳ୍ପକେ ରକ୍ଷା ପାଇଥିଲେ ପ୍ରଧାନମନ୍ତ୍ରୀ। ଯଦିଓ ପୋଲିସ ଏହି ଆକ୍ରମଣର ସନ୍ଦିଗ୍ଧଙ୍କୁ ଧରିଥିଲା, କିନ୍ତୁ ଘଟଣା ପରଠାରୁ ଜାପାନରେ ଅନୁଷ୍ଠିତ ହେବାକୁ ଥିବା ଜି-୭ ବୈଠକର…
ଗ୍ୟାଙ୍ଗଷ୍ଟର ଅତିକ ଅହମଦ, ଭାଇ ଅଶରଫଙ୍କୁ ହତ୍ୟା ମାମଲା: ୧୭ ପୋଲିସ କର୍ମଚାରୀ ନିଲମ୍ବିତ
ନୂଆଦିଲ୍ଲୀ,୧୬।୪: ଗ୍ୟାଙ୍ଗଷ୍ଟର ଅତିକ ଅହମଦ ତାଙ୍କ ଭାଇ ଅଶରଫଙ୍କୁ ହତ୍ୟା ପରେ ପୋଲିସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ୧୭ ପୋଲିସ କର୍ମଚାରୀଙ୍କୁ ନିଲମ୍ବିନ କରି ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।…
ଦୁଇ ଜିଲା ମଧ୍ୟରେ ସୀମା ବିବାଦ: ପୋଡ଼ାଜଳା ସହ ଭଙ୍ଗାରୁଜା, ୨୦ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ
ହାଟଡିହୀ,୧୬।୪(ଡି.ଏନ୍.ଏ.): କେନ୍ଦୁଝର ଏବଂ ଭଦ୍ରକ ଜିଲା ମଧ୍ୟରେ ସୀମା ବିବାଦ ଏବେ ଉଗ୍ରରୂପ ଧାରଣ କରିଛି । କେନ୍ଦୁଝର ଜିଲା ନନ୍ଦିପଦା ଥାନା ଓରାଳି ଏବଂ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଆପଣ୍ଡା ଦୁଇ ଗ୍ରାମ ମଧ୍ୟରେ ବିବାଦ ଘଟି…
ସୁଦାନ ସେନା-ସରକାରୀ ସାମରିକ ବାହିନୀ ସଂଘର୍ଷ: ୫୬ ମୃତ, ୫୯୫ ଆହତ
କାହିରା,୧୬ା୪: ସୁଦାନରେ ହୋଇଥିବା ସଂଘର୍ଷରେ ମୋଟ୍ ୫୬ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯୫ ଜଣ ଆହତ ହୋଇଛନ୍ତି। ସୁଦାନର ସେଣ୍ଟ୍ରାଲ ଡାକ୍ତର କମିଟି ରବିବାର ସୁଦାନ ସେନା ଏବଂ ଏକ ସରକାରୀ ସାମରିକ ବାହିନୀ ମଧ୍ୟରେ ସଂଘର୍ଷ ହେବାର…
ବଦଳିବ ପାଗ, ୫ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଶନିବାରଠାରୁ ପାରଦ ସାମାନ୍ୟ ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୧ ଓ ୨ ଡିଗ୍ରୀ ସେଲ୍ସିୟସ ତଳକୁ ଖସିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ…
ଗ୍ୟାଙ୍ଗଷ୍ଟର ଅତିକ ଅହମଦ, ଭାଇ ଅଶରଫଙ୍କୁ ହତ୍ୟା
ନୂଆଦିଲ୍ଲୀ, ୧୬।୪: ପ୍ରୟାଗରାଜର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଅତିକ ଅହମଦ ତାଙ୍କ ଭାଇ ଅଶରଫଙ୍କୁ ହତ୍ୟା କରାଯାଇଛି। ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ନେଇ ପୁଲିସ ମେଡିକାଲ ଯାଉଥିବା ବେଳେ ପ୍ରୟାଗରାଜର ମେଡିକାଲ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି।…
ଲଢୁଆ ବ୍ୟାଟିଂ କରି ଜିତିଲା ପିବିକେଏସ…
ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ବିପକ୍ଷରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ବିଜୟ ହାସଲ କରିଛି । ଧାର୍ଯ୍ୟ ୧୬୦ ରନ ଲକ୍ଷ୍ୟର ପିଛା କରି ପିବିକେଏସ ୧୯.୩ ଓଭରରେ ୮ ୱିକେଟ ହରାଇ…
ପିବିକେଏସକୁ ୧୬୦ ରନର ବିଜୟ ଲକ୍ଷ୍ୟ ଦେଲା ଏଲଏସଜି…
ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଉଛି। ପିବିକେଏସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ…
୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା
ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

