ମେଗା ଏକ୍ସପ୍ରେସ୍ଓ୍ବେ ଉଦ୍ଘାଟନ କଲେ ମୋଦି
ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଦଉସାଠାରେ ଦେଶର ଦୀର୍ଘତମ ରାଜପଥ ୧,୪୦୦ କିଲୋମିଟର ଦୀର୍ଘ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍ ଓ୍ବେର ପ୍ରଥମ ପର୍ଯ୍ୟାୟକୁ ରବିବାର ଉଦ୍ଘାଟନ କରିଛନ୍ତି। ଦିଲ୍ଲୀ-ଦଉସା-ଲାଲ୍ସଟ୍ ୨୪୬ କିଲୋମିଟର ଏକ୍ସପ୍ରେସ୍ ଓ୍ବେ ଉଦ୍ଘାଟିତ ହେବା ଫଳରେ ଦିଲ୍ଲୀରୁ ଜୟପୁର…
ମଞ୍ଚ ଛାଡ଼ିଲେ ଧର୍ମୀୟ ନେତା
ନୂଆଦିଲ୍ଲୀ,୧୩।୨ : ଜମାଏତ୍ ଉଲେମା-ଇ-ହିନ୍ଦ୍ର ୩୩୪ତମ ସାଧାରଣ ଅଧିବେଶନ ଚାଲିଥିବାବେଳେ ଏହାର ଅଧ୍ୟକ୍ଷ ସୟେଦ ଅର୍ଶାଦ ମଦାନି ଏକ ବିବାଦୀୟ ମନ୍ତବ୍ୟ ଦେବାରୁ ଅନେକ ଧର୍ମୀୟ ନେତା ମଞ୍ଚ ଛାଡ଼ି ଚାଲିଯାଇଛନ୍ତି। ମଞ୍ଚରେ ଉପସ୍ଥିତ ଥିବା ଜୈନ ମୁନି ଆଚାର୍ଯ୍ୟ ଲୋକେଶ…
ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଅନ୍ୟତମ ଅନ୍ୟାୟ: ସିଜେଆଇ
ନାଗପୁର,୧୩।୨: ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଆମ ସମାଜରେ ଅନ୍ୟତମ ଅନ୍ୟାୟ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଧନଞ୍ଜୟ ଚନ୍ଦ୍ରଚୂଡ଼ କହିଛନ୍ତି। ୭ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପରେ ସମଲିଙ୍ଗୀ ଯୌନସମ୍ପର୍କକୁ ଅପରାଧମୁକ୍ତ କରାଯାଇଥିଲା। ମହାରାଷ୍ଟ୍ର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଓ୍ବାରାଙ୍ଗ…
ଚାଇନା ଚଳାଇଛି ସୀମା ଦଖଲ ଉଦ୍ୟମ
ନୂଆଦିଲ୍ଲୀ,୧୩ା୨ : ବେଜିଂ ନିଜ ବିସ୍ତାରବାଦୀ ମହତ୍ତ୍ୱାକାଂକ୍ଷାକୁ ଚରିତାର୍ଥ କରିବା ପାଇଁ ଭାରତ-ଚାଇନା ମଝିରେ ଥିବା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳକୁ ଦଖଲ ଲାଗି ନିର୍ମାଣ କାର୍ଯ୍ୟ ଜାରି ରଖିଛି। ଲଦାଖର ପାଙ୍ଗୋଙ୍ଗ୍ ହ୍ରଦ, ତିବ୍ଦତ, ଅରୁଣାଚଳ ପ୍ରଦେଶ ଓ ସିକିମ୍ରେ…
ଭାରତର ଲିଥିୟମ ନିର୍ଭରଶୀଳତା କମିବ
ନୂଆଦିଲ୍ଲୀ,୧୩।୨ : ଭାରତ ଲିଥିୟମ ପାଇଁ ବାହାର ଦେଶ ଉପରେ ନିର୍ଭର କରିଆସୁଥିବାବେଳେ ଦେଶର ପ୍ରଥମ ଲିଥିୟମ ଖଣି ଜମ୍ମୁ-କଶ୍ମୀରର ରିଆସି ଜିଲାରେ ଠାବ ହେବା ଗୁରୁତ୍ୱପୂର୍ଣ୍ଣ ଘଟଣା। ସ୍ବଚ୍ଛ ଇନ୍ଧନକୁ ଆପଣାଇବା ଯୋଜନା ରଖିଥିବା ଏବଂ ବିଦ୍ୟୁତଚାଳିତ ଯାନ ବ୍ୟବହାର…
ବୋଲ ମାନିଲେ ରାଜ୍ୟପାଳ: କଂଗ୍ରେସ
ନୂଆଦିଲ୍ଲୀ,୧୩ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ କାମ କରୁଛନ୍ତି। ଯେଉଁମାନେ ମୋଦିଙ୍କ ପାଇଁ କାମ କରୁଛନ୍ତି, ସେମାନଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତି ମିଳୁଛି ବୋଲି ରବିବାର କଂଗ୍ରେସ ଟାର୍ଗେଟ କରିଛି। ବିମୁଦ୍ରୀକରଣ, ତିନି ତଲାକ୍, ପ୍ରିଭେସି…
ଆଜି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ବର, ୧୩/୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟ୍ରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିବା…
ତିବ୍ୱତରେ ବିକାଶ ନାଁରେ ସେନା ଢାଞ୍ଚାକୁ ବଢାଉଛି ଚାଇନା, ନୂଆ ରେଲୱେ ଲାଇନ, ବିମାନ ବନ୍ଦର ପ୍ରସ୍ତୁତ
ବେଜିଂ,୧୩ ।୨: କୁଟିଳତା ଓ ଚାଲକିରେ ସମସ୍ତଙ୍କୁ ପଛରେ ପକାଇ ଦେଉଥିବ ଚାଇନା ଏବେ ତିବ୍ୱତରେ ପଇନ୍ତରା ଆରମ୍ଭ କରିଦେଇଛି । ବିକାଶ ନାଁରେ ତିବ୍ୱତରେ ଦ୍ରୁତ ଗତିରେ ସେନା ଢାଞ୍ଚାକୁ ବଢାଇବାରେ ଲାଗିଛି ଚାଇନା । ଏହା ପୂର୍ବରୁ ଚାଇନା…
ଏମସି ଷ୍ଟାନ ‘ବିଗ ବସ ୧୬’ର ବିଜେତା
୪ ମାସ ଧରି ଚାଲିଥିବା ପ୍ରତୀକ୍ଷାର ଅନ୍ତ ଘଟିଛି। ବିଗ୍ବସ୍ ସିଜନ୍-୧୬ର ବିଜେତା ହୋଇଛନ୍ତି ଏମ୍ସି ଷ୍ଟାନ୍। ରବିବାର ରାତି ୭ଟାରେ ଆରମ୍ଭ ହୋଇଥିବା ଏହି ସିଜନ୍ର ଗ୍ରାଣ୍ଡ ଫିନାଲେରେ ବାଜି ମାରିନେଇଛନ୍ତି ଷ୍ଟାନ୍। ରାତି ୧୨ଟା ୩୧ରେ ଶୋ’ର ହୋଷ୍ଟ…
ମହିଳା ଟି୨୦ ବିଶ୍ୱକପ: ପାକିସ୍ତାନକୁ ୭ ଉଇକେଟରେ ହରାଇଲା ଭାରତ
କେପ୍ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୪୯ ରନ୍ କରିଥିବା ବେଳେ ଭାରତ ୧୯ ଓଭରରେ ୩…
ଭୂକମ୍ପର ୧୪୯ ଘଣ୍ଟା ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି
ଆଙ୍କାରା,୧୨ା୨: ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ବ୍ୟାପକ ଧ୍ୱଂସ ଘଟିଛି। ଭୂକମ୍ପ ପରେ ତୁର୍କୀ ଏବଂ ସିରିଆରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ଉଭୟ ଦେଶରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ସମୟରେ ଅନେକ ମୃତଦେହ ବାହାରକୁ ଅଣାଯାଉଛି। କିନ୍ତୁ ରବିବାର…
୨୦୨୪ରେ ଦରଦାମ ବୃଦ୍ଧି-ବେକାରି ସମସ୍ୟା ମୋଦି-ଶାହାଙ୍କ ଯୋଜନାରେ ଆଣିବ ବାଧା: ସର୍ଭେ…
ନୂଆଦିଲ୍ଲୀ,୧୨।୨ : ୨୦୨୪ରେ ଲୋକସଭା ନିର୍ବାଚନ ପାଇଁ ପ୍ରାୟ ୪୦୦ ଦିନ ବାକି ଅଛି। ଲଗାତାର ତୃତୀୟ ଥର କ୍ଷମତାକୁ ଆସିବାକୁ ଉଦ୍ୟମ କରି ଭାଜପା ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରୁଛି। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୫ ମାସ…
Archives


