Home Middle

ଲକ୍ଷ୍ନୌକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୫ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ରେ ଡବଲ ହେଡରର ଦ୍ୱିତୀୟ ମ୍ୟାଚ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ (ଏଲ୍‌ଏସ୍‌ଜି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ୍‌) ମଧ୍ୟରେ ଜାରି ରହିଛି। ପଞ୍ଜାବ ଟସ୍‌ ଜିତି ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ପ୍ରଥମେ…

ରାଜଧାନୀରେ କରୋନା ଆତଙ୍କ : ୨୪ ଘଣ୍ଟାରେ ୧୩୯୬ ମାମଲା,ସଂକ୍ରମଣ ହାର ୩୧ ପ୍ରତିଶତ…

ନୂଆଦିଲ୍ଲୀ, ୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ…

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫ ଡିଗ୍ରୀ…

ବୋମ୍ମାଇ କଲେ ନାମାଙ୍କନ ପତ୍ର ଦାଖଲ, ସମ୍ପତ୍ତି ପରିମାଣ ୪୯.୭୦ କୋଟି…

ବେଙ୍ଗାଲୁରୁ,୧୫।୪ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଶନିବାର ମେ ’୧୦ରେ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଶିଗଗାଓଁ ଆସନରୁ ଭଜପା ପ୍ରାର୍ଥୀ ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସର୍ବାଧିକ ଭୋଟ ସହ ପୁଣି ନିର୍ବାଚିତ ହେବାକୁ ସେ ଆତ୍ମବିଶ୍ୱାସ…

ବିଶ୍ୱର ସବୁଠାରୁ ଧନୀ ଟି-୨୦ ଲିଗ୍‌ ଆରମ୍ଭ କରିବ ସାଉଦିଆରବ

ବିଶ୍ୱର ସବୁଠାରୁ ଧନୀ ଟି-୨୦ ଲିଗ୍‌ ଆରମ୍ଭ କରିବାକୁ ସାଉଦିଆରବ। ଆଇପିଏଲ ମାଲିକ ଏବଂ ବୋର୍ଡ ଅଫ୍‌ କଣ୍ଟ୍ରୋଲ ଫର୍‌ ଇଣ୍ଡିଆ (ବିସିସିଆଇ)କୁ ଅଫର ଦେଇଛି। ଫୁଟବଲ ଏବଂ ଫର୍ମୂଲା-୧ ପରି ଅନ୍ୟ କ୍ରୀଡ଼ାରେ ଅଧିକ ବିନିଯୋଗ କରିବା ପରେ ସାଉଦିଆରବ…

ପୃଥିବୀରେ ହେବାକୁ ଯାଉଛି ଭୟଙ୍କର ଭୂକମ୍ପ! ପ୍ରଶାନ୍ତ ମହାସାଗରର ତଳ ଭାଗରେ ଲିକ, ବୈଜ୍ଞାନିକଙ୍କ ଚେତାବନୀ…

ଓ୍ବାଶିଂଟନ,୧୫।୪ : ପ୍ରଶାନ୍ତ ମହାସାଗରରେ ଫଲ୍ଟ ଲାଇନ୍ସ ନାମକ ଅଞ୍ଚଳରେ ଏକ ଲିକ ହୋଇଛି। ଏହା ପୃଥିବୀରେ ଏକ ବଡ଼ ଭୂକମ୍ପର ସଙ୍କେତ ଦେଇଛି। ବୈଜ୍ଞାନିକମାନେ କହିଛନ୍ତି ପ୍ରଶାନ୍ତ ମହାସାଗରରେ ଥିବା ଏହି ଲିକ ଦିନେ ବଡ଼ ଭୂକମ୍ପ ସୃଷ୍ଟି କରିପାରେ।…

ଟସ ଜିତିଲା ପିବିକେଏସ, ପ୍ରଥମେ ବୋଲିଂ, ଖେଳୁ ନାହାନ୍ତି ଶିଖର ଧାଓ୍ବନ…

ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଉଛି। ପିବିକେଏସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ…

ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ୨୩ ରନରେ ଜିତିଲା ଆରସିବି…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୨୩ ରନରେ ବିଜୟ ହାସଲ କରିଛି। ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଟସ…

କେଜରିଓ୍ବାଲଙ୍କୁ ଭୟ କରୁଛନ୍ତି ପ୍ରଧାନମନ୍ତ୍ରୀ: ଏଏପି…

ନୂଆଦିଲ୍ଲୀ,୧୫।୪ : ସିବିଆଇ ଦ୍ୱାରା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନିକଟକୁ ପଠାଯାଇଥିବା ସମନ ନେଇ ଆମ ଆଦମୀ ପାର୍ଟି ମୁଖପାତ୍ର ସୌରଭ ଭରଦ୍ୱାଜ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ଶନିବାର ଭରଦ୍ବାଜ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ଦେଶର…

୨୦-୨୫ ଆସନରେ କ୍ଷତି ସହିବ ଦଳ: ଟିକଟ ପାଇ ନ ଥିବା ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ..

ହୁବଲୀ,୧୫।୪ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର ଏକ ବିଦ୍ରୋହୀ ମନୋଭାବ ଗ୍ରହଣ କରିଛନ୍ତି। ସେ କହିଛନ୍ତି ତାଙ୍କୁ ଟିକଟ ନ ମିଳିବା ଦ୍ୱାରା ରାଜ୍ୟରେ ଅତି କମରେ ୨୦ରୁ ୨୫ ଟି ବିଧାନସଭା ଆସନରେ ନକାରାତ୍ମକ ପ୍ରଭାବ ପଡିବ।…

କରି ନାହିଁ କିଛି ଭୁଲ: ଫଡନାଭିସ…

ମୁମ୍ବାଇ,୧୫।୪ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶନିବାର ଏଠାରେ ଏକ କୋର୍ଟରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ସେ ତାଙ୍କ ୨୦୧୪ ନିର୍ବାଚନ ସତ୍ୟପାଠରେ ଅପରାଧିକ ମାମଲା ସମ୍ପର୍କରେ ପ୍ରକାଶ କରିନାହାଁନ୍ତି। ଫଡନାଭିସ କୋର୍ଟରେ ଏହି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?