Home Middle

ଭୁଟାନକୁ ୯-୦ରେ ହରାଇଲା ଭାରତ

ଢାକା, ୨୭।୩: ବାଂଲାଦେଶର ବୀର ଶ୍ରେଷ୍ଠ ଶହୀଦ ସିପାହି ମୁସ୍ତାଫା କମଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ଭାରତ ୯-୦ ଗୋଲରେ ଭୁଟାନକୁ ପରାସ୍ତ କରିଛି। ଭାରତ ପକ୍ଷରୁ ଶିଲ୍‌ଜି…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀଙ୍କୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୨୭ା୩ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୯ତମ ରେଡିଓ କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତର ପ୍ରଥମ ମହିଳା ବୈଜ୍ଞାନିକ ଭାବେ ଜ୍ୟୋତିର୍ମୟୀ ଇଣ୍ଟରନ୍ୟାଶନାଲ ୟୁନିଅନ ଅଫ୍‌ ପିଓର…

ସାରସ ଜୀବନ ବଞ୍ଚାଇଥିବା ଅରିଫ୍‌ଙ୍କ ନାଁରେ ମାମଲା

ଲକ୍ଷ୍ନୌ, ୨୭ା୩ : ଉତ୍ତରପ୍ରଦେଶ ଆମେଠି ଜିଲା ଅନ୍ତର୍ଗତ ମାଣ୍ଡଖା ଗ୍ରାମର ଜଣେ କୃଷକ ଏକ ବିରଳ ସାରସର ଜୀବନ ବଞ୍ଚାଇଥିବାବେଳେ ବନ୍ୟପ୍ରାଣୀ ଆଇନ ଉଲ୍ଲଂଘନ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ବନ୍ୟପ୍ରାଣୀ କର୍ମଚାରୀ ମହମ୍ମଦ ଅରିଫ୍‌ ନାମକ…

ମୁମ୍ବାଇ ମାଲାମାଲ୍‌: ଜାଣନ୍ତୁ କାହାକୁ ମିଳିଲା କେତେ ପୁରସ୍କାର ରାଶି

ମୁମ୍ବାଇ,୨୭।୩: ମହିଳା ପ୍ରିମିୟର ଲିଗର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିଥିବା ଦଳ ମାଲାମାଲ ହୋଇଛି। ଟ୍ରଫି ଜିତିବା ସହିତ…

ନିଖତ୍‌, ଲଭ୍‌ଲିନାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୭ା୩(ପି.ଟି.): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ରବିବାର ଭାରତ ପାଇଁ ଗୌରବ ଆଣିଛନ୍ତି ନିଖତ ଜରିନ ଓ ଲଭଲିନା ବୋରଗୋହେନ। ପ୍ରତିଯୋଗିତାରେ ଭାରତର ଆଧିପତ୍ୟ ଅବ୍ୟାହତ ରଖି ଦେଶପାଇଁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି…

ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ

କୋଲକାତା,୨୭।୩: ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମମତା ବାନାର୍ଜୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର ହୋଇପାରେ,…

ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିୟୋଲ.୨୭ ।୩: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ତାଙ୍କର ପ୍ରକୃତିରେ କୌଣସି ପରିବର୍ତ୍ତନ କରିପାରୁ ନାହାନ୍ତି । ଦକ୍ଷିଣ କୋରିଆ ସେନାର ସୂଚନା ଅନୁଯାୟୀ, ଉତ୍ତର କୋରିଆ ସୋମବାର ପୂର୍ବ ସାଗରରେ ଏକ ବାଲେଷ୍ଟିକ ମିଶାଇଲ ପରୀକ୍ଷା…

୨୦୨୪ରେ କଂଗ୍ରେସ ହେବ ଆହୁରି ମଜଭୁତ: ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଏମିତି କହିଲେ ଚିଦାମ୍ବରମ

ନୂଆଦିଲ୍ଲୀ,୨୬ ।୩: ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ରବିବାର କହିଛନ୍ତି କି ତାଙ୍କ ଦଳର ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭାରେ ଅଯୋଗ୍ୟତା କଂଗ୍ରେସକୁ ମଜଭୁତ କରିବ । ଏହାର ଫାଇଦା ଆଗାମୀ ବର୍ଷ ହେବାକୁ…

ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ମୁମ୍ବାଇ,୨୬।୩: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ମହିଳା ପ୍ରିମିୟର ଲିଗର ପ୍ରଥମ ସିଜନର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ବିଜୟୀ ହୋଇଛି। ଫଳରେ ପ୍ରିମିୟର ଲିଗର ପ୍ରଥମ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ…

ଡବ୍ଲୁପିଏଲ୍‌ ଫାଇନାଲ୍‌: ଟସ୍‌ ଜିତିଲା ମୁମ୍ବାଇ

ନୂଆଦିଲ୍ଲୀ,୨୬।୩: ମହିଳା ପ୍ରିମିୟର ଲିଗର ପ୍ରଥମ ସିଜିନର ଆଜି ଫାଇନାଲ ଖେଳାଯାଉଛି। ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ମୁକାବିଲା ହେଉଛି। ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ମେଗ ଲାନିଙ୍ଗ ଟସ ଜିତି ପ୍ରଥମେ ବ୍ୟାଟିଂ…

‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’

କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ।…

ଇମ୍ରାନଙ୍କ ରାଲି ସଫଳ

ଲାହୋର,୨୬ା୩: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଲାହୋରବାସୀଙ୍କୁ ତାଙ୍କର ମିନାର-ଇ-ପାକିସ୍ତାନ ସମାବେଶକୁ ସଫଳ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ସମାବେଶର ଗୋଟିଏ ଦିନ ପରେ ଇମ୍ରାନ ନିଜ ଟୁଇଟରରେ ଲେଖିଛନ୍ତି, ଲାହୋରରେ ବଦମାସ ଗ୍ୟାଙ୍ଗ ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri