ଟାଇଗର ରିଜର୍ଭ-ଜାତୀୟ ଉଦ୍ୟାନର ମୁଖ୍ୟ ଅଞ୍ଚଳରେ ନିର୍ମାଣ ପ୍ରତିବନ୍ଧକ, ସଫାରି ନେଇ ଏନଟିସିଏକୁ ନୋଟିସ…
ନୂଆଦିଲ୍ଲୀ,୯।୨ : ବାଘ ଏବଂ ବନ୍ୟଜନ୍ତୁ ଅଭୟାରଣ୍ୟ ଏବଂ ଜାତୀୟ ଉଦ୍ୟାନର ମୂଳ ଅଞ୍ଚଳରେ କୌଣସି ନିର୍ମାଣକୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯେ ଏହି ସ୍ଥାନରେ ପ୍ରାଣୀ ଉଦ୍ୟାନ କିମ୍ବା ସଫାରି ତିଆରି କରିବାର କୌଣସି ଯଥାର୍ଥତା…
ଭୂକମ୍ପ ଯୋଗୁ ତୁର୍କୀ ମୂଳ ସ୍ଥାନରୁ ୫ରୁ ୬ ମିଟର ସ୍ଥାନାନ୍ତରିତ…
ରୋମ/ଇସ୍ତାନବୁଲ,୯।୨ : ତୁର୍କୀ-ସିରିଆରେ ଭୟଙ୍କର ଭୂକମ୍ପ ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇଛି। ୮୦ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ହଜାର ହଜାର ଅଟ୍ଟାଳିକା ଧ୍ୱଂସସ୍ତୁପରେ ପରିଣତ ହୋଇଛି ଏବଂ ଏହା ତଳେ କେତେ ଲୋକ ପୋତି…
ଟସ୍ ଜିତିଲା ଅଷ୍ଟ୍ରେଲିଆ
ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ସୂର୍ଯ୍ୟକୁମାର ଯାଦବ ଏବଂ କେ.ଏସ ଭରତ ଏହି…
ଆଖିରେ ଲୁହ ମନରେ କୋହ, ଚାରିଆଡ ଖାଁ ଖାଁ…
ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନୂତନ ଆକଳନ ଅନୁଯାୟୀ, ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆହତଙ୍କ ସଂଖ୍ୟା ୮୦ ହଜାରରୁ…
୨୦୨୫ ସୁଦ୍ଧା ପୃଥିବୀର ଅଧା ବିଦ୍ୟୁତ ଶକ୍ତି ବ୍ୟବହାର କରିବ ଏସିଆ, ଭାରତରେ ବିଦ୍ୟୁତ ଚାହିଦା ୫.୬ ପ୍ରତିଶତ: ରିପୋର୍ଟ…
ପ୍ୟାରିସ,୯।୨ : ଭାରତରେ ବାର୍ଷିକ ୫.୩ ପ୍ରତିଶତ ହାରରେ ବିଦ୍ୟୁତ ଚାହିଦା ୨୦୨୨ ରେ ୮.୪ପ୍ରତିଶତରେ ପହଞ୍ଚିଛି। କୋଭିଡ ମହାମାରୀ ପରେ ଦେଶର ଦ୍ରୁତ ପୁନଃରୁଦ୍ଧାର ଏହାର କାରଣ ଥିଲା। ଏହା ସହିତ ମାର୍ଚ୍ଚରୁ ଜୁଲାଇ ପର୍ଯ୍ୟନ୍ତ ପ୍ରବଳ ଉତ୍ତାପ ଯୋଗୁ…
ଭାରତ ବନାମ ଅଷ୍ଟ୍ରେଲିଆ: ହୋଇପାରେ ଏହି ସବୁ ରେକର୍ଡ
ନାଗପୁର,୯ା୨(ପି.ଟି.): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍ ଗୁରୁବାରଠାରୁ ନାଗପୁରରେ ଆରମ୍ଭ ହେବ। ଭାରତୀୟ ଟେଷ୍ଟ ଦଳର ଅଧିନାୟକ ହେବା ପରଠାରୁ ରୋହିତ ଶର୍ମା ମାତ୍ର ୨ଟି ଟେଷ୍ଟ ଖେଳିଛନ୍ତି। ସୀମିତ ଓଭର କ୍ରିକେଟରେ ଜଣେ…
୨୦୨୪ ପୂର୍ବରୁ ସାରା ରାଜ୍ୟରେ ୪ଜି ସେବା
ଭୁବନେଶ୍ୱର,୯।୨: ଭାରତ ସରକାରଙ୍କ ମେକ ଇନ ଇଣ୍ଡିଆ ଓ ଡିଜିଟାଲ ଇଣ୍ଡିଆ ପରିକଳ୍ପନାକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଟେଲିକମ ବିଭାଗ (ଡିଓଟି) ବେଶ ଗୁରୁତ୍ୱାରୋପ କରୁଥିବା ଜଣାପଡିଛି। ଏପରିକି ଦେଶର ଟେଲି ଯୋଗାଯୋଗକୁ ଅଗ୍ରାଧିକାର ଭିତ୍ତିରେ ବିକଶିତ କରିବାକୁ ଡିଓଟି…
ତୁର୍କୀ-ସିରିଆରେ ହଜାର ହଜାର ଜୀବନରେ ଲାଗିଲା ବିରାମ, ମୃତକଙ୍କ ସଂଖ୍ୟା ୧୫୦୦୦ ଟପିଲା
ଅଙ୍କାରା,୯ ।୨: ତୁର୍କୀ ଓ ସିରିଆରେ ୬ ଫେବୃୟାରୀରେ ଆସିଥିବା ବିନାଶକାରୀ ଭୂକମ୍ପ ଫଳରେ ହଜାର ହଜାର ଜୀବନରେ ବିରାମ ଲାଗିଛି । ଏବେ କେବଳ ଧ୍ୱଂସାବଶେଷ ଭିତରୁ ଜୀବନ ଖୋଜା ଚାଲିଛି । ୩ ଦିନ ପରେ ଜୀବନର ଆଶା…
ସ୍ଲାବ୍ ତଳେ ଭାଇକୁ ସୁରକ୍ଷା ଦେଇଥିଲା ଭଉଣୀ
ଦାମସ୍କସ୍, ୯।୨: ଭୂକମ୍ପରେ ପ୍ରଭାବିତ ସିରିଆରେ ସ୍ଲାବ୍ ତଳେ ଫସି ରହିଥିବା ଭଉଣୀ ଭାଇଙ୍କ ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାର ହେବାରେ ଲାଗିଛି। ସାନ ଭାଇକୁ ରକ୍ଷା କରିବା ଲାଗି ତା’ ମୁଣ୍ଡ ଉପରେ ଭଉଣୀ ନିଜ ହାତକୁ ରଖିଛି।…
ଆଦାନୀ ପ୍ରସଙ୍ଗ: ସଂସଦରେ ଅଚଳାବସ୍ଥା ଜାରି
ନୂଆଦିଲ୍ଲୀ,୯ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ଆଦାନୀ ଗ୍ରୁପ୍ର ଜାଲିଆତି ପ୍ରସଙ୍ଗ ଉଠାଇ କେନ୍ଦ୍ରକୁ ଟାର୍ଗେଟ କରିବାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ବକ୍ତବ୍ୟ ରଖିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ପ୍ରଧାନମନ୍ତ୍ରୀ…
‘ହିମ ହ୍ରଦ ବନ୍ୟା’: ପ୍ରଭାବିତ ହେବେ ୩୦ ଲକ୍ଷ
ଲଣ୍ଡନ, ୯।୨: ଭବିଷ୍ୟତରେ ସାରା ବିଶ୍ୱ ହିମ ହ୍ରଦ ବନ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଯାଉଛି। ବ୍ରିଟେନ ନ୍ୟୁକାଷ୍ଟଲ ୟୁନିଭର୍ସିଟି ବିଶେଷଜ୍ଞମାନଙ୍କ ଦ୍ୱାରା କରାଯାଇଥିବା ଅଧ୍ୟୟନରେ ଏହା ଜଣାପଡ଼ିଛି। ଗ୍ଲାସିଆଲ ଲେକ୍ ଆଉଟ୍ବ୍ରଷ୍ଟ ଫ୍ଲଡ୍ସ (ଜିଏଲ୍ଓଏଫ୍) ବା ହିମ ହ୍ରଦ ବନ୍ୟା…
‘ଅପରେଶନ ଦୋସ୍ତ’
ନୂଆଦିଲ୍ଲୀ, ୯।୨: ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। କେନ୍ଦ୍ର ସରକାର ‘ଅପରେଶନ୍ ଦୋସ୍ତ’ ଆରମ୍ଭ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୁଧବାର ଟୁଇଟରରେ ଏକ ପୋଷ୍ଟ ଶେୟାର…
Archives


