୭ ବର୍ଷରେ ୩,୭୮୨ ଭୂସ୍ଖଳନ
ନୂଆଦିଲ୍ଲୀ, ୧୬।୧: ଭୂସ୍ଖଳନ ପାଇଁ ଉତ୍ତରାଖଣ୍ଡର ଜୋଷୀମଠବାସୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଦିନ ବିତିବା ସାଙ୍ଗକୁ ଏହି କ୍ଷୁଦ୍ର ସହର ଧୀରେ ଧୀରେ ମାଟି ତଳକୁ ଦବିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ବର୍ଷ ୨୦୧୫ରୁ…
ଓଡ଼ିଶାରେ ମୋବାଇଲ ଗେମର ସଂଖ୍ୟାରେ ସର୍ବାଧିକ ବୃ୍ଦ୍ଧି
ନୂଆଦିଲ୍ଲୀ,୧୬।୧ : ମୋବାଇଲ ଗେମରଙ୍କ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ୫୫ ପ୍ରତିଶତ ବୃଦ୍ଧି ପାଇଛି। କେବଳ ଭୁବନେଶ୍ୱରରେ ମୋବାଇଲ ଗେମରଙ୍କ ସଂଖ୍ୟା ୧,୬୫୨ ପ୍ରତିଶତ ବଢ଼ିଥିବା ଇଣ୍ଡିଆ ମୋବାଇଲ ଗେମିଂ ରିପୋର୍ଟ (ଆଇଏମ୍ଜିଆର୍) ୨୦୨୨ରେ କୁହାଯାଇଛି। ଗେମିଂ ପ୍ଲାଟ୍ଫର୍ମ ମୋବାଇଲ ପ୍ରିମିୟର…
ଦୁର୍ନୀତି ମାମଲା ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିୟୋଜିତ କରନାହିଁ: ସିଭିସି
ନୂଆଦିଲ୍ଲୀ,୧୬।୧(ପି.ଟି.): ଦୁର୍ନୀତି ମାମଲାଗୁଡ଼ିକର ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ନିୟୋଜିତ ନ କରିବା ପାଇଁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ବୀମା କମ୍ପାନୀ ଏବଂ କେନ୍ଦ୍ର ସରକାରଙ୍କ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। କେତେକ ସଂସ୍ଥା ଦୁର୍ନୀତି ମାମଲାର ତଦନ୍ତରେ…
୨.୨ ଫୁଟ୍ ଦବିବ ଜୋଷୀମଠ: ସୁପ୍ରିମକୋର୍ଟରେ ଶୁଣାଣି ଆଜି
ଡେରାଡୁନ୍,୧୬।୧: ଜୋଷୀମଠର କେତେକ ଅଞ୍ଚଳ ପାଖାପାଖି ୨.୨ ଫୁଟ୍ ଦବିପାରେ ବୋଲି ଏକ ଗ୍ରାଉଣ୍ଡ ସର୍ଭେରୁ ଜଣାପଡ଼ିଛି। ଜାନୁୟାରୀ ଆରମ୍ଭରୁ ଜୋଷୀମଠ ସହରର ଭୂମି ଦବିବା ଆରମ୍ଭ ହୋଇଥିଲା। ୧୨ ଦିନରେ ଜୋଷୀମଠ ୫.୪ ସେଣ୍ଟିମିଟର ଦବିଥିବା ଭାରତୀୟ ମହାକାଶ ଗବେଷଣା…
ପାକିସ୍ତାନରେ ଉତ୍କଟ ଖାଦ୍ୟ ସଙ୍କଟ
ଇସ୍ଲାମାବାଦ,୧୬।୧: ପାକିସ୍ତାନରେ ଖାଦ୍ୟ ସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଅଟା ପାଇଁ ଲୋକେ ଟ୍ରକ୍ ପଛରେ ଧାଉଁଥିବା ଓ କେତେଜଣ ବାଇକ୍ରେ ପିଛା କରୁଥିବାର ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଭିଡିଓକୁ ନ୍ୟାଶନାଲ ଇକ୍ୟୁଆଲିଟି ପାର୍ଟି ଜମ୍ମୁ-କଶ୍ମୀର ଗିଲ୍ଗିଟ୍…
କାହିଁକି ଖସୁଛି ନେପାଳୀ ବିମାନ
କାଠମାଣ୍ଡୁ,୧୬ା୧: ପଡ଼ୋଶୀ ନେପାଳରେ ଏୟାରକ୍ରାଫ୍ଟର ସୁରକ୍ଷାକୁ ବିଶେଷ ଗୁରୁତ୍ୱ ଦିଆଯାଇ ନ ଥାଏ। ବିମାନଗୁଡ଼ିକର ଦୁର୍ବଳ ରକ୍ଷଣାବେକ୍ଷଣ ଓ ପାଇଲଟ୍ଙ୍କୁ ପ୍ରଶିକ୍ଷଣର ଅଭାବ ଯୋଗୁ ବିମାନ ପରିବହନ ସେକ୍ଟର ବହୁଳ କ୍ଷତିଗ୍ରସ୍ତ ହୋଇଛି। କମ୍ ଦୃଶ୍ୟମାନତା ଓ କୋହଲା ପାଗ ବିମାନ…
ପୁରୁଷ ହକି ବିଶ୍ବକପ: ଭାରତ-ଇଂଲଣ୍ଡ ମ୍ୟାଚ୍ ଡ୍ର
ରାଉରକେଲା,୧୫।୧: ହକି ପୁରୁଷ ବିଶ୍ୱକପ୍ ୨୦୨୩ରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ୍ ଡ୍ର ହୋଇଛି। ଏହି ମ୍ୟାଚ୍ରେ ଉଭୟ ଦଳ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ପ୍ରଥମ କ୍ୱାର୍ଟରରେ ଇଂଲଣ୍ଡ ଅଧିକ ସୁଯୋଗ ପାଇଥିଲା।…
ଇତିହାସ ରଚିଲା ଟିମ୍ ଇଣ୍ଡିଆ
ଥିରୁଭାନନ୍ତପୁରମ୍,୧୫।୧: ଥିରୁଭାନନ୍ତପୁରମ୍ରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଏହି ମ୍ୟାଚ୍ରେ ଟିମ ଇଣ୍ଡିଆ ୩୧୭ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏହା ସହ ଭାରତର ଦିନିକିଆ କ୍ରିକେଟ ଇତିହାସରେ ସବୁଠାରୁ ବଡ ବିଜୟ ହାସଲ କରିବାର…
ଶ୍ରୀଲଙ୍କାକୁ ବିଶାଳ ଟାର୍ଗେଟ୍ ଦେଲା ଭାରତ
ଥିରୁଭାନନ୍ତପୁରମ୍,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତୃତୀୟ ତଥା ଶେଷ ଦିନିକିଆ ଥିରୁଭାନନ୍ତପୁରମ୍ରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଶ୍ରୀଲଙ୍କାକୁ ୩୯୧ ରନ୍ର ବିଶାଳ ଟାର୍ଗେଟ୍ ଦେଇଛି ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ଓଭରରେ…
ସରକାରଙ୍କ ବିରୋଧରେ ଏକଜୁଟ ହେଲେ ୮୦ ହଜାର ଲୋକ, ପୁଟିନଙ୍କ ସହ ତୁଳନା କଲେ ନେତନ୍ୟାହୁଙ୍କୁ
ତେଲ ଆଭିବ,୧୫ ।୧: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଓ ତାଙ୍କ ସରକାରଙ୍କ ବିରୋଧରେ ବିରୋଧି ବେଶ କିଛି ସମୟ ହେବ ବିରୋଧ ଜାରି ରଖିଛନ୍ତି । ଏହାରି ଭିତରେ ଶନିବାର ରାତିରେ ତେଲ ଆଭିବରେ ହଜାର ହଜାର ସଂଖ୍ୟାରେ ଲୋକେ…
ଫେବୃୟାରୀରେ ଭାରତ ଆସିପାରନ୍ତି ପ୍ରଚଣ୍ଡ
କାଠମାଣ୍ଡୁ,୧୫ା୧: ନେପାଳର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ ପ୍ରଥମ ଥର ପାଇଁ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। କୁହାଯାଉଛି, ତାଙ୍କର ପ୍ରଥମ ବିଦେଶ ଯାତ୍ରା ଭାରତ ହେବ। ଯାହା ଫେବୃୟାରୀ ଶେଷରେ କିମ୍ବା…
ତେଲେଙ୍ଗାନା-ଆନ୍ଧ୍ର ପ୍ରଦେଶରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୫ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍ ୧୫ ଜାନୁୟାରୀରେ ଦେଶକୁ ୮ମ ବନ୍ଦେ ଭାରତ ଏକ୍ସପ୍ରେସ ଉପହାର ଦେଇଛନ୍ତି । ଭିଡିଓ କନଫରନସିଂ ଜରିଆରେ ପ୍ରଧାନମନ୍ତ୍ରୀ ସିକନ୍ଦରାବାଦ ଓ ବିଶାଖାପଟ୍ଟନମ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା…
Archives


