Home Middle

ସ୍ବାମୀଙ୍କୁ ଡରୁଆ-ବେକାର କହିବା, ମାତାପିତାଙ୍କ ଠାରୁ ଅଲଗା କରିବା ହୋଇ ପାରିବ ଛାଡ଼ପତ୍ରର ଆଧାର: ହାଇକୋର୍ଟ…

କୋଲକାତା,୧୦।୪ : ଏକ ଛାଡ଼ପତ୍ର ମାମଲାର ଶୁଣାଣି ବେଳେ କଲିକତା ହାଇକୋର୍ଟ କହିଛନ୍ତି ଯେ ମାନସିକ ନିର୍ଯାତନା ଆଧାରରେ ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କଠାରୁ ଛାଡପତ୍ର ପାଇପାରିବେ। ଯଦି ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ମାତାପିତାଙ୍କଠାରୁ ଅଲଗା ହେବାକୁ ବାଧ୍ୟ କରନ୍ତି କିମ୍ବା…

ପିଠିରେ ଛୁରା ଭୁଷିଥିବା ଲୋକେ ବାଲାସାହେବଙ୍କ ସିନ୍ଧାନ୍ତକୁ ଆଗେଇ ନେଇ ପାରିବେ ନାହିଁ: ଶିନ୍ଦେଙ୍କୁ ସିବଲଙ୍କ ଜବାବ…

ନୂଆଦିଲ୍ଲୀ,୧୦।୪ : ଅଯୋଧ୍ୟା ଗସ୍ତରେ ଥିବା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ରାଜ୍ୟସଭା ସଦସ୍ୟ କପିଲ ସିବଲ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ପିଠିରେ ଛୁରା ଭୁଷିଥିବା ଲୋକମାନେ ବାଲାସାହେବ ଠାକରେଙ୍କ ସିନ୍ଧାନ୍ତକୁ ଆଗେଇ ନେଇ ପାରିବେ ନାହିଁ। ଶିବସେନା ନେତା…

କରୋନା ସ୍ଥିତି ଅସମ୍ଭାଳ: ସକ୍ରିୟ ମାମଲା ୪୦ ହଜାର ମୁହାଁ…

ନୂଆଦିଲ୍ଲୀ, ୧୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଚାଇନାର ଦାଦାଗିରି: ତାଇଓ୍ବାନର ମେଡ଼ିୟନ ଲାଇନ ଅତିକ୍ରମ କଲେ ୫୯ ଯୁଦ୍ଧ ବିମାନ…

ତାଇପେ/ବେଜିଂ,୧୦।୪ : ତାଇୱାନ ମୁହାଁ ଚାଇନାର ଯୁଦ୍ଧ ବିମାନ ଏବଂ ୧୧ ଟି ଯୁଦ୍ଧ ଜାହାଜ ହୋଇଛନ୍ତି। ଦ୍ୱୀପର ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ଏହି ସୂଚନା ଦେଇଛି। ଚାଇନା ଏପରି ପଦକ୍ଷେପ ନେଇଛି ଯେଉଁ ସମୟରେ ତାଇୱାନର ରାଷ୍ଟ୍ରପତି ତାଇ ଇଙ୍ଗ-ୱେନ…

ଆମେରିକା ଯାତ୍ରା ହେବ ମହଙ୍ଗା: ମେ ୩୦ରୁ ବଢ଼ିବ ଭିଜା ଫି…

ଓ୍ବାଶିଂଟନ,୧୦।୪ : ଯେଉଁମାନେ ଆମେରିକା ଯିବାକୁ ଯୋଜନା କରୁଛନ୍ତି ସେମାନଙ୍କ ପାଇଁ ଖରାପ ଖବର। ଆମେରିକାର ବୈଦେଶିକ ବିଭାଗ ଭିଜା ଆବେଦନ ଶୁଳ୍କ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। କିଛି ଅଣ-ପ୍ରବାସୀ ଭିଜା ଉପରେ ଏହି ଶୁଳ୍କ ବୃଦ୍ଧି କରାଯାଇଛି। ଏହି…

ଆଜିଠାରୁ ଭାରତ-ଆମେରିକା ମିଳିତ ସମରାଭ୍ୟାସ…

କୋଲକାତା,୧୦।୪ : ଚାଇନା ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକା ଏବଂ ଭାରତର ସ୍ବତନ୍ତ୍ର ବାହିନୀ ସୋମବାର ଠାରୁ ଫରଓ୍ବାର୍ଡପାଷ୍ଟଅଞ୍ଚଳରେ ଯୁଦ୍ଧ ବିମାନ ଚଳାଚଳ ପାଇଁ ତାଲିମ କେନ୍ଦ୍ରରେ ମିଳିତ ସମରାଭ୍ୟାସଆରମ୍ଭ କରିବେ। ତଥାପି, କାର୍ଯ୍ୟସୂଚୀରେ କିଛି ପରିବର୍ତ୍ତନ ହେବାର ସମ୍ଭାବନା…

କରୋନା ମୁକାବିଲା: ଦେଶବ୍ୟାପୀ ମକ୍‌ ଡ୍ରିଲ୍‌…

ନୂଆଦିଲ୍ଲୀ,୧୦।୪ : ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯାଇ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା…

ରାହୁଲ ବିଦେଶରେ ଅବାଞ୍ଛିତ ଶିଳ୍ପପତିଙ୍କୁ ଭେଟନ୍ତି: ଗୁଲାମ ନବୀ…

ନୂଆଦିଲ୍ଲୀ,୧୦।୪ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ଏକ ସାକ୍ଷାତକାରରେ ଦାବି କରିଛନ୍ତି, ରାହୁଲ ଗାନ୍ଧୀ ବିଦେଶରେ ଅବାଞ୍ଛିତ ଶିଳ୍ପପତିଙ୍କୁ ଭେଟିଛନ୍ତି। ଯଦିଓ ସେ ଏ ବିଷୟରେ ଅଧିକ ସୂଚନା ଦେଇନାହାଁନ୍ତି। କିନ୍ତୁ ଗୁଲାମ ନବୀଙ୍କ ଦାବି ଉପରେ…

ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଜାହାଜ…

ଏଥେନ୍ସ,୧୦।୪ : ଗ୍ରୀସ ଏବଂ ମାଲ୍ଟା ମଧ୍ୟରେ ମଝି ସମୁଦ୍ରରେ ଏକ ଜାହାଜ ବୁଡ଼ି ଯାଇଛି। ଏହି ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀ ନିଖୋଜ ଅଛନ୍ତି। ଜାହାଜରେ ୪୦୦ରୁ ଅଧିକ ଯାତ୍ରୀ ଥିଲେ। ଡଙ୍ଗାଟି ଲିବିଆର…

ଶ୍ରୀଲଙ୍କାର ମହାବୋଧି ବୃକ୍ଷ ପାଇଁ ସଙ୍କଟ ସାଜିଛି ଚାଇନା ପାଓ୍ବାର ପ୍ଲାଣ୍ଟ୍‌…

କଲମ୍ବୋ,୧୦।୪ : ଶ୍ରୀଲଙ୍କାର ନୋରୋଚୋଲାଇରେ ଚାଇନା ଦ୍ୱାରା ନିର୍ମିତ ଏକ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରୁ ବିଷାକ୍ତ ଏସିଡ ବାହାରିବା କାରଣରୁ ଦୁନିଆର ସର୍ବ ପୁରାତନ ବୃକ୍ଷ ମହାବୋଧି ବୃକ୍ଷ ପ୍ରତି ସଙ୍କଟ ସୃଷ୍ଟି ହୋଇଛି। ପରିବେଶରେ ଏହି ବିଷାକ୍ତ ଏସିଡ ବିସର୍ଜନ…

ବିବାଦ ପରେ ଟୁଇଟର ପରିବର୍ତ୍ତନ କଲା ଏନପିଆର ଲେବୁଲ…

ଓ୍ବାଶିଂଟନ,୧୦।୪ : ବିବାଦ ପରେ ଆମେରିକାର ରେଡିଓ ନେଟୱାର୍କ ଏନପିଆର ଅର୍ଥାତ ନ୍ୟାଶନାଲ ପବ୍ଲିକ ରେଡିଓକୁ ଦିଆଯାଇଥିବା ‘ରାଜ୍ୟ-ଅନୁବନ୍ଧିତ ମିଡିଆ’ ଲେବଲ ଟୁଇଟର ପ୍ରତ୍ୟାହାର କରିନେଇଛି। ସେ ବର୍ତ୍ତମାନ ରେଡିଓକୁ ସରକାରୀ ଅନୁଦାନ ବୋଲି ବର୍ଣ୍ଣନା କରିଛନ୍ତି। ଏଲୋନ ମସ୍କର ସୋସିଆଲ…

ମେସିଙ୍କ ପ୍ରଦର୍ଶନରେ ପିଏସ୍‌ଜି ବିଜୟୀ

ପ୍ୟାରିସ୍‌, ୧୦ା୪(ଏପି): ଫ୍ରେଞ୍ଚ୍‌ ଲିଗ୍‌ରେ ଲିଓନେଲେ ମେସିଙ୍କ ଉନ୍ନତ ପ୍ରଦର୍ଶନ ବଳରେ ପ୍ୟାରିସ୍‌ ସେଣ୍ଟ୍‌ ଜର୍ମେନ୍‌(ପିଏସ୍‌ଜି)୨-୦ ଗୋଲ୍‌ରେ ନାଇସ୍‌ ଦଳକୁ ପରାସ୍ତ କରିଛି। ଫଳରେ ଦଳ ୬ ପଏଣ୍ଟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ରହିଛି। ପ୍ରଥମେ ଖେଳର ୨୬ତମ ମିନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?