ଓଡିଶା ପ୍ରଶାସନିକ ଟ୍ରିବ୍ୟୁନାଲକୁ ରଦ୍ଦ କରିବା ନିଷ୍ପତ୍ତି ବୈଧ: ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୧।୩ : ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି ଯେ ଓଡିଶା ପ୍ରଶାସନିକ ଟ୍ରିବ୍ୟୁନାଲକୁ ରଦ୍ଦ କରିବାସାମ୍ବିଧାନିକଭାବେ ବୈଧ ଅଟେ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ ଟ୍ରିବ୍ୟୁନାଲ ବାର ଆସୋସିଏଶନର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନକୁ ଖାରଜ…
ଭବିଷ୍ୟତର ଯୁଦ୍ଧ ମହାକାଶରେ ଲଢ଼ାଯିବ, ଭାରତକୁ ପ୍ରସ୍ତୁତ ରହିବାକୁ ହେବ: ବାୟୁସେନା ମୁଖ୍ୟ…
ନୂଆଦିଲ୍ଲୀ,୨୧।୩ : ଏୟାର ଚିଫ ମାର୍ଶଲ ଭି.ଆର ଚୌଧୁରୀ କହିଛନ୍ତି ଯେ ମହାକାଶରେ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ବିକଶିତ କରିବା ଆରମ୍ଭ ହୋଇଛି। ଭବିଷ୍ୟତରେ ସ୍ଥଳ, ସମୁଦ୍ର, ବାୟୁ ତଥା ସାଇବର ଏବଂ ମହାକାଶରେ ଯୁଦ୍ଧ ହେବ। ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମିର ସୁରକ୍ଷା…
୫୩ ଦେଶରେ ୧୦୨ ଚାଇନା ପୋଲିସ ଷ୍ଟେଶନ: କରାଯାଉଛି ଗୁପ୍ତଚରୀ…
ବେଜିଂ,୨୧।୩ : ବିଶ୍ୱବ୍ୟାପୀ ନିଜର ଉପସ୍ଥିତି ଜାହିର କରିବା ପାଇଁ ଚାଇନା ଏକ ନୂତନ ରଣନୀତି ଆପଣେଇଛି। ସେପ୍ଟେମ୍ବର ୨୦୨୨ ରେ, ସ୍ପେନର ନାଗରିକ ଅଧିକାର ଗୋଷ୍ଠୀର ଏକ ରିପୋର୍ଟରୁ ଜଣାପଡିଛି ଯେ ଚାଇନ ବିଭିନ୍ନ ଦେଶରେ ଚାଇନିଜ ଓଭରସିଜ ପୋଲିସ…
ବିହାର ଦ୍ୱାଦଶ ପରୀକ୍ଷା ଫଳ: ବିଜ୍ଞାନ-ବାଣିଜ୍ୟ-କଳାରେ ଛାତ୍ରୀ ଟପ୍ପର…
ପାଟନା,୨୧।୩ : ବିହାର ବୋର୍ଡ ଦ୍ୱାଦଶ ପରୀକ୍ଷା ଫଳ ୨୦୨୩ ଘୋଷଣା କରାଯାଇଛି। ପାଟନାରେ ଥିବା ବିଏସବି କାର୍ଯ୍ୟାଳୟରେ ଶିକ୍ଷା ମନ୍ତ୍ରୀ ଏହି ଫଳାଫଳ ଘୋଷଣା କରିଛନ୍ତି। ଫଳାଫଳ ବିହାର ସ୍କୁଲ ପରୀକ୍ଷା ବୋର୍ଡ (ବିଏସଇବି) ର ଅଫିସିଆଲ ୱେବସାଇଟରେ ଅପରାହ୍ନ…
ଦିଲ୍ଲୀ ବଜେଟ ୨୦୨୩: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ମଞ୍ଜୁରୀ…
ନୂଆଦିଲ୍ଲୀ,୨୧।୩ : ମାର୍ଚ୍ଚ ୧୭ରୁ ଦିଲ୍ଲୀ ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଦିଲ୍ଲୀ କ୍ୟାବିନେଟ କିଛି ଦିନ ପୂର୍ବରୁ ବଜେଟ ତାରିଖ ବିଷୟରେ ନିଷ୍ପତ୍ତି ନେଇଥିଲା। ଦିଲ୍ଲୀ ସରକାର ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛନ୍ତି। କିନ୍ତୁ ବଜେଟ ଉପସ୍ଥାପନ କରିବାର ଗୋଟିଏ…
ଉହାନ ଲ୍ୟାବର କରୋନା ଲିଙ୍କ୍ ଯାଞ୍ଚ: ବିଲ୍ରେ ଦସ୍ତଖତ କଲେ ବାଇଡେନ…
ଓ୍ବାଶିଂଟନ,୨୧।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଉହାନ ଲ୍ୟାବର କରୋନା ଲିଙ୍କ୍ ଯାଞ୍ଚ ବିଲରେ ଦସ୍ତଖତ କରିଛନ୍ତି। ବାଇଡେନ ଏକ ବିବୃତ୍ତିରେ କହିଛନ୍ତି ଯେ ଆମକୁ କରୋନାର ଉତ୍ପତ୍ତିର ମୂଳରେ ପହଞ୍ଚିବାକୁ ପଡିବ । ଉହାନ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି…
ଆମେରିକାରେ ବି ତୋସାଖାନା ଦୁର୍ନୀତି: ଟ୍ରମ୍ପ କୋଟି କୋଟି ଟଙ୍କାର ଉପହାର ନେଇଥିବା ଅଭିଯୋଗ…
ଓ୍ବାଶିଂଟନ,୨୧।୩ : ଆମେରିକାରେ ମଧ୍ୟ ପାକିସ୍ତାନ ପରି ତୋସାଖାନା ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଅଭିଯୋଗ ହୋଇଛି ଯେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଥିବାବେଳେ କୋଟି କୋଟି ଟଙ୍କାର ଉପହାର ହଡ଼ପ କରି ନେଇଛନ୍ତି। ଏକ ରିପୋର୍ଟରେ କୁହାଯାଇଛି…
‘ଭାଜପା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ’
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୨୧।୩: ଭାଜପା ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ। ଆମେରିକାର ଖବରକାଗଜ ‘ଦ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ଏକ ଓପିନିୟନ୍ ଆର୍ଟିକିଲ୍ରେ ଏହି ଦାବି କରାଯାଇଛି। ୱାଲ୍ଟର ରସେଲ ମିଡଙ୍କ ଦ୍ୱାରା ଲିଖିତ ଏହି ଆର୍ଟିକିଲରେ ଦର୍ଶାଯାଇଛି ଯେ,…
ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ
ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ ଦଇତାପତି…
ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ, ହେଲେ ନଡ୍ଡାଙ୍କର କ’ଣ? ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ
ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ ଖାର୍ଗେ ଏହାର ଜବାବ ରଖିଛନ୍ତି । ଖାର୍ଗେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ…
୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଅପରାହ୍ନରେ ଭୁବନେଶ୍ୱରରେ ଭଲ ବର୍ଷା ହେବା…
କରୋନା ସମୟରେ ଦେଶରେ ଗରିବ ବୃଦ୍ଧି ଦାବି ମିଛ, ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ରଖିଲେ ତଥ୍ୟ
ନୂଆଦିଲ୍ଲୀ,୨୧ ।୩: କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ପ୍ରଫେସର ତଥା ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଅରବିନ୍ଦ ପନଗରିଆ କହିଛନ୍ତି କୋଭିଡ-୧୯ ମହାମାରୀ ସମୟରେ ଦେଶରେ ଗରିବ ଓ ଅସମାନତା ବୃଦ୍ଧି ଦାବି କରାଯାଇଥିବା ବେଳେ ଏହା ସମ୍ପୂର୍ଣ୍ଣ ଭୁଲ ବୋଲି ସେ କହିଛନ୍ତି…
Archives


