ଷ୍ଟର୍ମି ହାରିଲେ ମାନହାନି ମାମଲା
ନ୍ୟୁୟର୍କ,୬ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ଯୌନ ସମ୍ପର୍କ ଓ ମୁହଁ ବନ୍ଦ ପାଇଁ ହଶ୍ ମନି ପାଇଥିବା ସମ୍ପର୍କରେ ମୁହଁ ଖୋଲି ଚର୍ଚ୍ଚାକୁ ଆସିଥିବା ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସ ଏବେ ଚର୍ଚ୍ଚାରେ। ଟ୍ରମ୍ପ୍ଙ୍କ ବିରୋଧରେ କରିଥିବା…
ଭାରତୀୟ ଶିକ୍ଷାର ଗୈରିକୀକରଣ
ନୂଆଦିଲ୍ଲୀ,୬ା୪: ଦେଶର ସାମ୍ପ୍ରଦାୟିକ ସ୍ଥିତି ଉପରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁର ଯାଦୁକରୀ ପ୍ରଭାବ ରହିଥିଲା, ହିନ୍ଦୁ-ମୁସଲମାନ ଏକତା ପାଇଁ ଗାନ୍ଧିଜୀଙ୍କ ଅଧ୍ୟବସାୟ ହିନ୍ଦୁ କଠୋରପନ୍ଥୀମାନଙ୍କୁ ଉତ୍ତେଜିତ କରିଥିଲା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ଭଳି ସଙ୍ଗଠନଗୁଡ଼ିକୁ ସାମୟିକ ଭାବେ ନିଷିଦ୍ଧ…
ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍ ରନରଅପ୍ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ ୬୯…
ମାୟା, ହରିଥା, ପ୍ରକାଶ କ୍ୱାର୍ଟରରେ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍ ଏସିଆନ ୧୪ ବର୍ଷରୁ କମ୍ ଡେଭଲପମେଣ୍ଟ ଚାମ୍ପିୟନଶିପ୍ ଫାଇନାଲ୍ସରେ ବୁଧବାର ପ୍ରି-କ୍ୱାର୍ଟର ଫାଇନାଲ…
ସଂସ୍କୃତ ପାଇଁ ୬୪୦ କୋଟି ଟଙ୍କା, ଓଡ଼ିଆକୁ ଶୂନ
ନୂଆଦିଲ୍ଲୀ, ୬ା୪: ଭାରତରେ ୬ଟି ଶାସ୍ତ୍ରୀୟ ଭାଷା ରହିଛି। ସେଗୁଡ଼ିକୁ ହେଲା ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼, ମାଲୟାଲମ୍ ଏବଂ ଓଡ଼ିଆ। ଭାରତର ମାତ୍ର ୧୫ ହଜାର ଲୋକ କହୁଥିବା ସଂସ୍କୃତ ଭାଷାର ବିକାଶ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର…
ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ
ନୂଆଦିଲ୍ଲୀ,୬ା୪: ସୁପ୍ରିମକୋର୍ଟ ବୁଧବାର ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣତନ୍ତ୍ରରେ ଏହାର ମହତ୍ତ୍ୱ ଉପରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏକ ମୁକ୍ତ ପ୍ରେସ୍ ସର୍ବଦା ନାଗରିକମାନଙ୍କ ବାସ୍ତବ ସ୍ଥିତି ଉପସ୍ଥାପନ କରିବା ସହ ରାଷ୍ଟ୍ରର କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥାଏ ବୋଲି ପ୍ରଧାନ…
ଟାଇଟନ୍ସର ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ, ୬।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଦଳ ୬ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ…
ରାଜା ଚାଲର୍ସ ତୃତୀୟଙ୍କ ସ୍ତ୍ରୀ କାମିଲାଙ୍କୁ ‘ମହାରାଣୀ’ ମାନ୍ୟତା
ଲଣ୍ଡନ,୫ା୪:ବ୍ରିଟେନର ରାଜା ଚାଲର୍ସ ତୃତୀୟଙ୍କ ସ୍ତ୍ରୀ କାମିଲାଙ୍କୁ ସରକାରୀ ଭାବେ ‘ମହାରାଣୀ କାମିଲା’ ମାନ୍ୟତା ଦିଆଯାଇଛି। ବକିଂହାମ ପ୍ୟାଲେସ୍ କାମିଲାଙ୍କ ନାମ ଆଗରେ ‘ମହାରାଣୀ’ ଶବ୍ଦ ବ୍ୟବହାର କରିଛନ୍ତି। ଏହା ସହିତ ସେ ‘‘ମହାରାଣୀ କାମିଲା’ ଭାବରେ ପରିଚିତ ହେବେ। କିଙ୍ଗ…
ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତି
ଭୁବନେଶ୍ୱର,୫ା୪(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆଜି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ, ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ଯ୍ୟାମୀ…
ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ପଦ୍ମଶ୍ରୀ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ସମୟର ଏକ ଭିଡିଓ ସାମ୍ନାକୁ ଆସିଛି। ରବୀନା…
ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର
ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରଆର
ଗୁଆହାଟୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ପିବିକେଏସ ବ୍ୟାଟିଂ…

