ଆଜିଠୁ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ସଦନର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ଅର୍ଥ ବିଲ୍ ଅନୁମୋଦନକୁ ସରକାର ସର୍ବାଧିକ ପ୍ରାଥମିକତା…
ଆମେରିକା ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ, ଭାରତ-ଆମେରିକା ବିକାଶକୁ ନେଇ ଶୀର୍ଷ ନେତୃତ୍ୱ ସହ କଥାକାର୍ତ୍ତା
ୱାଶିଂଟନ,୩୧ ।୧: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସଏ) ଅଜିତ ଡୋଭାଲ ‘ଇନିସିଏଟିଭ ଫର କ୍ରିଟିକାଲ ଆଣ୍ଡ ଏମରଜେନ୍ସି ଟେକ୍ନୋଲୋଜି’(ଆଇସିଇଟି) ଉପରେ ପୂର୍ବରୁ ଉଚ୍ଚ ସ୍ତରୀୟ ବୈଠକରେ ଆମେରିକାର ଏନଏସଏ ଜେକ ସୁଲିୱନ ସମେତ ଶୀର୍ଷ ଆମେରିକା ନେତୃତ୍ୱଙ୍କସହ ଗରୁତ୍ୱପୂର୍ଣ୍ଣ ବାର୍ତ୍ତା କରିଛନ୍ତି ।…
ମୋଦି ସରକାରଙ୍କୁ ରାହୁଲ ଧନ୍ୟବାଦ୍ ଦେବା ଉଚିତ୍:ଭାଜପା
ନୂଆଦିଲ୍ଲୀ,୩୧।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ସୋମବାର ଜମ୍ମୁ କଶ୍ମୀରରେ ଶେଷ ହୋଇଛି। ଏହି ଯାତ୍ରା ଗତ ବର୍ଷ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା। ଏହି ଯାତ୍ରାର ଶେଷ ସମାବେଶରେ ରାହୁଲ ଗାନ୍ଧୀ ଭାଜପାକୁ ଟାର୍ଗେଟ୍ କରିବା ସହ ତାଙ୍କୁ…
ଭାରତରେ ପ୍ରତି ୪ରୁ ୩ଜଣଙ୍କଠାରେ ରହିଛି ଭିଟାମିନ୍-ଡି’ର ଅଭାବ: ବଡୋଦରାରେ ସର୍ବାଧିକ
ନୂଆଦିଲ୍ଲୀ,୩୦।୧: ଭିଟାମିନ୍-ଡି’ର ଅଭାବ ନେଇ ଭାରତରେ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ଭାରତର ୭୬ପ୍ରତିଶତ ଲୋକଙ୍କଠାରେ ଭିଟାମିନ-ଡି’ର ଅଭାବ ରହିଥିବା ଏକ ବିସ୍ତୁତ ଗବେଷଣାରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଭାରତର ପ୍ରାୟ ୨୭ଟି ସହରରେ ବାସ କରୁଥିବା ୨.୨ ଲକ୍ଷରୁ ଊର୍ଦ୍ଧ୍ୱ…
ପେଶାଓ୍ବରର ଆତ୍ମଘାତୀ ବିସ୍ଫୋରଣରେ ୪୬ମୃତ, ୧୫୦ରୁ ଊର୍ଦ୍ଧ୍ୱ ଆହତ
ଇସ୍ଲାମାବାଦ୍,୩୦।୧: ପାକିସ୍ତାନର ପେଶାୱାରରେ ଥିବା ପୋଲିସ ଲାଇନ୍ ମସ୍ଜିଦରେ ସୋମବାର ହୋଇଥିବା ବିସ୍ଫୋରଣରେ ଅତିକମ୍ରେ ୪୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଅନେକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି ବୋଲି କୁହାଯାଉଛି।…
ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର
ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ।…
ମସ୍ଜିଦରେ ବିସ୍ଫୋରଣ ଘଟଣା : ୨୦ ମୃତ, ୯୬ ଆହତ
ଇସଲାମାବାଦ,୩୦।୧: ପାକିସ୍ତାନର ଏକ ମସଜିଦ୍ରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ସୋମବାର ଅପରାହ୍ନରେ ପେଶୱାରର ପୋଲିସ ଲାଇନ ଅଞ୍ଚଳରେ ଏକ ମସ୍ଜିଦରେ ଏହି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏଥିରେ ୨୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯୬ ଜଣ ଆହତ…
‘ଭାରତ ଯୋଡ଼ୋ ଯାତ୍ରା’ ଶେଷ
ଶ୍ରୀନଗର,୩୦ା୧: ପ୍ରବଳ ତୁଷାରପାତ ସତ୍ତ୍ୱେ ସୋମବାର ଶ୍ରୀନଗରସ୍ଥିତ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟାଳୟରେ ‘ଭାରତ ଯୋଡ଼ୋ ଯାତ୍ରା’ ଶେଷ ହୋଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ପତାକା ଉଡ଼ାଇବା ସହ ଭାରତ ଯୋଡ଼ୋ ଯାତ୍ରା ସ୍ମାରକର ଉଦଘାଟନ…
ମସ୍ଜିଦରେ ବଡ଼ ଧରଣର ବିସ୍ଫୋରଣ, ୫୦ ଆହତ
ଇସଲାମାବାଦ,୩୦ା୧: ପାକିସ୍ତାନର ପେଶଓ୍ବାରରେ ଥିବା ପୋଲିସ ଲାଇନ୍ ମସ୍ଜିଦରେ ସୋମବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଯେଉଁଥିରେ ଅତି କମ୍ରେ ୫୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ଅଧିକାରୀମାନେ କହିଛନ୍ତି, ଆତ୍ମହତ୍ୟା କରିଥିବା ବ୍ୟକ୍ତି ପ୍ରାର୍ଥନା…
ୟୁକ୍ରେନ ପାଇଁ ସାମରିକ ସମର୍ଥନ ବୃଦ୍ଧି ନେଇ ଦକ୍ଷିଣ କୋରିଆକୁ ଅନୁରୋଧ କଲେ ନାଟୋ ମୁଖ୍ୟ
ସିଓଲ,୩୦ା୧: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରେ ନାଟୋ ଅସ୍ତ୍ରଶସ୍ତ୍ର ପଠାଇବା ସହିତ କିଭ୍କୁ ଅନେକ ଉପାୟରେ ସାହାଯ୍ୟ କରିଛି। ବର୍ତ୍ତମାନ ନାଟୋର ସେକ୍ରେଟାରୀ ଜେନେରାଲ ଜେନ୍ସ ଷ୍ଟୋଲଟେନବର୍ଗ ୟୁକ୍ରେନ ପାଇଁ ସାମରିକ ସମର୍ଥନ ବୃଦ୍ଧି କରିବାକୁ ଦକ୍ଷିଣ କୋରିଆକୁ ନିବେଦନ କରିଛନ୍ତି।…
ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ୱ
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି। ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି ଦାୟିତ୍ୱ ନିରଞ୍ଜନ…
ଦକ୍ଷିଣ ଆଫ୍ରିକାରେ ଅଜଣା ବନ୍ଧୁକଧାରୀଙ୍କ ଗୁଳିମାଡ଼,୮ ମୃତ…
କେପଟାଉନ,୩୦।୧ : ଦକ୍ଷିଣ ଆଫ୍ରିକାର ପୂର୍ବ କେପର କ୍ୱାଜାଚେଲେ ସହରରେ ଜଣେ ଅଜଣା ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳିମାଡ଼ରେ ଆଠ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ ଜଣ ମଧ୍ୟ ଆହତ ହୋଇଛନ୍ତି। କୁହାଯାଉଛି ଯେ ଲୋକେ ପାର୍ଟି କରିବା ଲାଗି ଏକାଠି…
Archives


