Home Middle

ନିଖତ, ଲଭଲିନା ପଦକ ଫେବରିଟ୍‌

ନୂଆଦିଲ୍ଲୀ,୧୬ା୩ (ପି.ଟି.): ନୂଆଦିଲ୍ଲୀରେ ମହିଳା ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଥିବା ବେଳେ ନିଖତ ଜରିନ୍‌ ଓ ଲଭଲିନା ବୋର୍ଗୋହେନ୍‌ ଭାରତର ପଦକ ଫେବରିଟ୍‌ ରହିଛନ୍ତି। ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ୧୩ ତମ ସଂସ୍କରଣରେ ୬୫ ଦେଶର ୩୦୦ରୁ ଅଧିକ ବକ୍ସର…

ଶୁଟ୍‌ଆଉଟରେ ଭାରତ ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୬।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶୁଟ୍‌ଆଉଟ/ସଡନ୍‌ଡେଥ୍‌ ୪-୩ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୨-୨ ସ୍ଥିତିରେ ବରାବର ରହିବାରୁ ଶୁଟ୍‌ଆଉଟ ପଦ୍ଧତିର ସହାୟତା…

ଓଡ଼ିଶାର ୧୭ ସହରରେ ଜିଓ ଟ୍ରୁ-୫ଜି ସେବା

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବୁଧବାର ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଏବଂ ଖୋର୍ଦ୍ଧା ଭଳି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ଟ୍ରୁ-୫ଜି ସେବା ଓଡ଼ିଶାର ୧୭ଟି ସହରରେ…

ଫେବୃୟାରୀରେ ରପ୍ତାନି ୮.୮% ହ୍ରାସ

ନୂଆଦିଲ୍ଲୀ,୧୬।୩ : କ୍ରମାଗତ ୩ୟ ମାସ ଲାଗି ଭାରତୀୟ ରପ୍ତାନି କ୍ଷେତ୍ରରେ ହ୍ରାସ ଦେଖିବାକୁ ମିଳିଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ବୈଶ୍ବିକ ମାନ୍ଦାବସ୍ଥା ଯୋଗୁ ଦେଶର ରପ୍ତାନି ହାରରେ ହ୍ରାସ ଘଟିଛି। ଏପରିକି ଚଳିତ ବର୍ଷ ଫେବୃୟାରୀରେ ଦେଶର ରପ୍ତାନି…

ବାହାହେବା ପୂର୍ବରୁ କେଟ୍‌ଙ୍କର ଗର୍ଭଧାରଣ କ୍ଷମତା ପରୀକ୍ଷା କରାଯାଇଥିଲା

ଲଣ୍ଡନ, ୧୬। ୩: ନିକଟରେ ଉନ୍ମୋଚିତ ହୋଇଥିବା ‘ଗିଲ୍‌ଡେଡ୍‌ ୟୁଥ୍‌: ଆନ୍‌ ଇଣ୍ଟିମେଟ୍‌ ହିଷ୍ଟ୍ରି ଅଫ୍‌ ଗ୍ରୋଇଂ ଅପ୍‌ ଇନ୍‌ ଦ ରୟାଲ ଫ୍ୟାମିଲି’ପୁସ୍ତକରେ ପ୍ରିନ୍ସେସ୍‌ ଅଫ୍‌ ଓ୍ବେଲ୍ସ କେଟ୍‌ ମିଡଲ୍‌ଟନ୍‌ଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। କିଙ୍ଗ୍‌ ଚାଲର୍‌ସ ତୃତୀୟଙ୍କ ବଡ଼…

ପୁରୁଷ କମିଶନ ଗଠନ ପାଇଁ ପିଟିଶନ

ନୂଆଦିଲ୍ଲୀ, ୧୬। ୩: ବିବାହିତ ପୁରୁଷ କରୁଥିବା ଆତ୍ମହତ୍ୟା ଘରୋଇ ହିଂସା। ଏ ନେଇ ଜାଇଡ୍‌ଲାଇନ୍‌ ଓ ଜାତୀୟ ପୁରୁଷ କମିଶନ୍‌ ଗଠନ କରାଯିବା ନେଇ ବୁଧବାର ସୁପ୍ରିମକୋର୍ଟରେ ପିଟିଶନ୍‌ ଦାଖଲ କରାଯାଇଛି। ପିଟିଶନ୍‌ରେ ଆଇନଜୀବୀ ମହେଶ କୁମାର ତିଓ୍ବାରି ନ୍ୟାଶନାଲ…

ଭାରତରେ ଓକିଲାତି କରିବେ ବିଦେଶୀ ଆଇନଜୀବୀ

ନୂଆଦିଲ୍ଲୀ,୧୬ା୩: ଭାରତରେ ବିଦେଶୀ ଆଇନଜୀବୀ ଏବଂ ଲ’ ଫାର୍ମଗୁଡ଼ିକ ଏଣିକି ଓକିଲାତି କରିପାରିବେ। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକ୍ରମେ ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ଏନେଇ ଅନୁମତି ପ୍ରଦାନ କରିଛି। ପୂର୍ବରୁ ଏହି ପଦକ୍ଷେପକୁ ବିରୋଧ କରିଆସୁଥିବା ବିସିଆଇ ବୁଧବାର ରୁଲ୍ସ…

ପୁଣିଥରେ ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୧୬ ।୩: ଉତ୍ତର କୋରିଆ ଗୁରୁବାର ସକାଳେ ପୁଣିଥରେ ଅନ୍ତରମହାଦ୍ୱିପୀୟ ବାଲେଷ୍ଟିକ ମିଶାଇଲ(ଆଇସିବିଏମ)ର ପରୀକ୍ଷା କରିଛି । ଦକ୍ଷିଣ କୋରିଆର ସେନା ଏହି ସୂଚନା ଦେଇଛି । ଦକ୍ଷିଣ କୋରିଆ ସେନା କହିଛି ପ୍ୟୋଙ୍ଗୟାଙ୍ଗରୁ ସ୍ଥାନୀୟ ସମୟ ସକାଳ ୭ଟା ୧୦ରେ…

ଆଦାନୀ, ମୋଦିଙ୍କ ସମ୍ପର୍କର ତଦନ୍ତ ହେଉ

ନୂଆଦିଲ୍ଲୀ,୧୬ା୩: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ଉପରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରଘଟ ରିପୋର୍ଟକୁ ନେଇ ଭାରତୀୟ ରାଜନୀତି ଦିନକୁ ଦିନ ଚଳଚଞ୍ଚଳ ହେବାରେ ଲାଗିଛି। ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କି ସମ୍ପର୍କ…

ଉଦ୍ଧବଙ୍କ ହାତ ଛାଡିଲେ ଘନିଷ୍ଠ ସହଯୋଗୀ

ପୁଣେ,୧୫।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଠାକ୍‌ରେଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦୀପକ ସାୱନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇଛନ୍ତି। ଦୀପକ ପ୍ରକୃତ ଶିବସେନାରେ ଯୋଗ…

ତିବ୍ବତୀୟ ପିଲାଙ୍କୁ ମାତା-ପିତାଙ୍କଠାରୁ କରାଯାଉନି ଅଲଗା, ଜାତିସଂଘ ରିପୋର୍ଟର ଜବାବ ଦେଲା ଚାଇନା…

ବେଜିଂ,୧୫।୩ : ଜାତିସଂଘର ସ୍ବତନ୍ତ୍ର ରିପୋର୍ଟର ଦାବି କରାଯାଇଛି ଯେ ଚାଇନା ଏକ ଲକ୍ଷ ତିବ୍ବତୀୟ ପିଲାଙ୍କୁ ସେମାନଙ୍କ ପରିବାରଠାରୁ ଅଲଗା କରିଛି। ଧାର୍ମିକ, ସାଂସ୍କୃତିକ ତଥା ଭାଷାଭିତ୍ତିକ ପ୍ରାଧାନ୍ୟ ହାନ ଚାଇନିଜ ସଂସ୍କୃତିରେ ଅନୁକରଣ କରିବାକୁ ସେମାନଙ୍କର ପ୍ରୟାସର ଏକ…

ପାକିସ୍ତାନ ସେନା ନିର୍ବାଚନ ଡ୍ୟୁଟି ପାଇଁ ହେବନି ଉପଲବ୍ଧ…

ଇସଲାମାବାଦ,୧୫।୩ : ପଞ୍ଜାବ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମୟରେ ସୁରକ୍ଷା ଯୋଗାଇବା ପାଇଁ ସରକାର ସେନାର ସହାୟତା ଲୋଡିଥିଲେ। ଏହା ଉପରେ ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) କୁ ସେନା ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି ଯେ ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri