Home Middle

କଞ୍ଜରଭେଟିଭ୍‌ ପାର୍ଟି ସଭାପତି ପଦରୁ ଜାହାଓ୍ବି ବହିଷ୍କୃତ

ଲଣ୍ଡନ,୩୦।୧: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ରବିବାର କଞ୍ଜରଭେଟିଭ୍‌ ପାର୍ଟି ସଭାପତି ପଦରୁ ଦାଧିମ ଜାହାଓ୍ବିଙ୍କୁ ବହିଷ୍କାର କରିଛନ୍ତି। ଜାହାଓ୍ବିଙ୍କ ବିରୋଧରେ ଟ୍ୟାକ୍ସ ଠକେଇ ଅଭିଯୋଗ ଆସିବା ପରେ ସୁନକ ଗତମାସରେ ଏ ନେଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ। ତେବେ ବ୍ରିଟେନ୍‌ର…

ଇରାନରେ ଭୂକମ୍ପ: ୩ ମୃତ, ୮୦୦ ଆହତ

ତେହରାନ,୩୦।୧ : ଉତ୍ତର-ପଶ୍ଚିମ ଇରାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ୮୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଶନିବାର ରାତିରେ ତୁର୍କୀ ସୀମାବର୍ତ୍ତୀ ଅଞ୍ଚଳରେ ହୋଇଥିବା ଏହି ଭୂକମ୍ପର ତୀବ୍ରତା ୫.୯ ଥିଲା। କୋଠାଗୁଡ଼ିକ…

ପାକିସ୍ତାନରେ ୨ ଦୁର୍ଘଟଣା: ୫୧ ମୃତ

ବେଲା/ପେଶାଓ୍ବର,୩୦।୧ : ପାକିସ୍ତାନରେ ରବିବାର ଦୁଇଟି ପୃଥକ୍‌ ଦୁର୍ଘଟଣାରେ ୫୧ ଜଣଙ୍କ ମୃତ୍ୟୁ ଘଟିଛି। ବେଲୁଚିସ୍ତାନ ପ୍ରଦେଶରେ ଏକ ବସ୍‌ ବ୍ରିଜ୍‌ ପିଲାରକୁ ଧକ୍କା ଦେଇ ଗଭୀର ନାଳ ମଧ୍ୟକୁ ଖସିପଡ଼ିବାରୁ ୪୧ ଜଣଙ୍କ ଜୀବନ ଯାଇଥିବାବେଳେ ଖାଇବର ପଖତୁନଖ୍ବାରେ ଏକ…

କେବଳ ଜାତି ନାଁ ଧରିବା ଅପରାଧ ନୁହେଁ: ହାଇକୋର୍ଟ

ବେଙ୍ଗାଲୁରୁ,୩୦।୧ : ଅପମାନିତ କରିବା ଉଦ୍ଦେଶ୍ୟ ନ ଥାଇ କେବଳ ଜଣେ ବ୍ୟକ୍ତିଙ୍କ ଜାତି ନାଁ ଧରିବା ଅନୁସୂଚିତ ଜାତି, ଜନଜାତି(ଅତ୍ୟାଚାର ପ୍ରତିକାର) ଆଇନ, ୧୯୮୯ ଅନୁଯାୟୀ ଅପରାଧ ନୁହେଁ ବୋଲି କର୍ନାଟକ ହାଇକୋର୍ଟ ନିକଟରେ ଟିପ୍ପଣୀ ଦେଇଛନ୍ତି। ଅତ୍ୟାଚାର ଆଇନର…

ବିବିସି ଡକ୍ୟୁମେଣ୍ଟାରି ବ୍ୟାନ୍‌ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ

ନୂଆଦିଲ୍ଲୀ,୩୦।୧(ପି.ଟି.) : ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରିକୁ କେନ୍ଦ୍ର ସରକାର ବେଆଇନ ଘୋଷଣା କରିବା ନିଷ୍ପତ୍ତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ଏହା ଦୁର୍ଭାବନାପୂର୍ଣ୍ଣ, ସ୍ବେଚ୍ଛାଚାରୀ ଏବଂ ଅସାମ୍ବିଧାନିକ ବୋଲି…

ଶାସକ, ବିରୋଧୀ କେତେ ପ୍ରସ୍ତୁତ

ନୂଆଦିଲ୍ଲୀ,୩୦ା୧: ଜାନୁୟାରୀ ୩୧ରେ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ ଏବଂ ଅର୍ଥନୈତିକ ସର୍ଭେ ଉପସ୍ଥାପନ ସହ ବଜେଟ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧ ପୂର୍ବାହ୍ନ ୧୧ଟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ୨୦୨୪ ଆର୍ଥିକ…

ନାଟୋରେ ଖୁବଶୀଘ୍ର ସାମିଲ ହୋଇପାରେ ଫିନଲ୍ୟାଣ୍ଡ, ତୁର୍କି ରାଷ୍ଟ୍ରପତି ଏର୍ଦୋଗନ ଦେଲେ ସଙ୍କେତ

ଅଙ୍କାରା,୩୦ ।୧: ସ୍ୱିଡେନ ଓ ଫିନଲ୍ୟାଣ୍ଡ ନାଟୋରେ ସାମିଲ ହେବାକୁ ଆବେଦନ କରିବା ପରେ ତୁର୍କିର ରାଷ୍ଟ୍ରପତି ରେସେପ ତୈୟପ ଏର୍ଦୋଗନଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି । ତୁର୍କି ରାଷ୍ଟ୍ରପତି ସଙ୍କେତ ଦେଇଛନ୍ତି କି ଷ୍ଟକହୋମ ସହ ଏକାଠି…

‘ହିଣ୍ଡେନ୍‌ବର୍ଗ ଅଭିଯୋଗ ଭାରତ ଉପରେ ଆକ୍ରମଣ’

ନୂଆଦିଲ୍ଲୀ,୩୦ା୧: ସବୁଠୁ ଧନୀ ଭାରତୀୟ ଗୌତମ ଆଦାନୀଙ୍କ ଗ୍ରୁପ୍‌ ରବିବାର ଆମେରିକୀୟ ଶର୍ଟ ସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛି। ଆଦାନୀ ଗ୍ରୁପ୍‌ ଏହି ଅଭିଯୋଗକୁ ଭାରତ, ଏହାର ଅନୁଷ୍ଠାନଗୁଡ଼ିକ ଏବଂ ଗ୍ରୋଥ୍‌ ଷ୍ଟୋରି ଉପରେ ଯୋଜନାବଦ୍ଧ…

ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରି କହିଲେ, ଆପଣଙ୍କୁ ଗୋଟିଏ କଥା ପଚାରିବି? ଆପଣମାନେ ଏଣ୍ଟରପ୍ରେନ୍ୟୁଅର ଶବ୍ଦଟି ଶୁଣିଥିବେ। କିନ୍ତୁ ଆପଣ କେବେ ମିଲେଟ୍‌-ପ୍ରିନିୟର୍ସ ଶବ୍ଦଟି…

‘କୃଷ୍ଣ, ହନୁମାନ ସବୁଠୁ ମହାନ୍‌ କୂଟନୀତିଜ୍ଞ’

ନୂଆଦିଲ୍ଲୀ,୩୦ା୧: ଭଗବାନ୍‌ କୃଷ୍ଣ ଓ ହନୁମାନ ବିଶ୍ୱର ସବୁଠୁ ବଡ଼ କୂଟନୀତିଜ୍ଞ ଥିଲେ। କୂଟନୀତି ଦୃଷ୍ଟିରୁ ମହାଭାରତ ଓ ରାମାୟଣର ଗୁରୁତ୍ୱ ସର୍ବାଧିକ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର କହିଛନ୍ତି। ପୁଣେରେ ନିଜ ଇଂଲିଶ୍‌ ପୁସ୍ତକ ‘ଦି ଇଣ୍ଡିଆ…

ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ: ଲୋକଙ୍କ ନିକଟକୁ ଯାଅ,ସରକାରୀ ଯୋଜନା ବିଷୟରେ ବୁଝାଅ

ନୂଆଦିଲ୍ଲୀ,୩୦।୧: ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା…

ମହିଳା କ୍ରିକେଟର୍‌ଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଣ୍ଡର-୧୯ ମହିଳା ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଅଭିନନ୍ଦନର ସୁଅ ଛୁଟିଛି। ଅଣ୍ଡର-୧୯ ମହିଳା ଦଳ ରବିବାର ଇଂଲଣ୍ଡ ବିପକ୍ଷରେ ଚମତ୍କାର ୭ ଉଇକେଟ ବିଜୟ ସହ ମହିଳା କ୍ରିକେଟରେ ନିଜର ପ୍ରଥମ ଆଇସିସି ଟାଇଟଲ ଜିତିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri