ଭାରତକୁ ୧୦୦ରୁ ଅଧିକ ଚିତା ଦେବ ଦକ୍ଷିଣ ଆଫ୍ରିକା
ନୂଆଦିଲ୍ଲୀ,୨୭ ।୧: ଦକ୍ଷିଣ ଏସିଆ ଦେଶରୁ ଚିତାକୁ ପୁଣିଥରେ ଆଣିବାର ମହତ୍ୱାକାଂକ୍ଷି ପରିଯୋଜନା ଆଧାରରେ ଦକ୍ଷିଣ ଆଫ୍ରିକା ଭାରତକୁ ୧୦୦ରୁ ଅଧିକ ଚିତା ଦେବାର ଏକ ଚୁକ୍ତି ସ୍ୱାକ୍ଷର କରିଛି । ଗତବର୍ଷ ସେପ୍ଟେମ୍ବରରେ ନାମିବିୟାରୁ ୮ଟି ଚିତା ଆସିବା ପରେ…
ଭାରତ-ଚାଇନା ସ୍ଥିତି ଉପରେ ଆମେରିକାର ନଜର, କହିଲା ଦୁଇ ଦେଶ ସୀମାରୁ ପଛକୁ ହଟିବାକୁ ନେଇ ଆମେ ଖୁସି
ୱାଶିଂଟନ,୨୭ ।୧: ଭାରତ-ଚାଇନା ସୀମା ସ୍ଥିତି ଉପରେ ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଉପ ପ୍ରବକ୍ତା ବେଦାନ୍ତ ପଟେଲ କହିଛନ୍ତି ଆମେ ସୀମା ସଂଘର୍ଷର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ । ହେଲେ ଏହା ଶୁଣି ଆମେ ଖୁସି ଯେ…
ବଜେଟ ପୂର୍ବରୁ ‘ହଲାଓ୍ବା ସେରିମନୀ’ ଆୟୋଜିତ କଲା ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୬।୧: କେନ୍ଦ୍ର ବଜେଟ ପ୍ରସ୍ତୁତି ପ୍ରକ୍ରିୟାର ଅନ୍ତିମ ପର୍ଯ୍ୟାୟ ପୂର୍ବରୁ ପାରମ୍ପାରିକ ‘ହଲୱା ସେରିମନୀ’ ଆୟୋଜିତ ହୋଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉପସ୍ଥିତିରେ ଏହି ସମାରୋହ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ରାଜ୍ୟ ଅର୍ଥମନ୍ତ୍ରୀ ଡ. ଭାଗବତ କିଶନରାଓ କରାଡଙ୍କ…
ଲଞ୍ଚ ହେଲା ଭାରତର ପ୍ରଥମ ନାଜାଲ ଭାକ୍ସିନ: ଜାଣନ୍ତୁ କେତେ ରହିଛି ଏହାର ଦାମ୍
ନୂଆଦିଲ୍ଲୀ,୨୬।୧: କରୋନା ସହ ମୁକାବିଲା ପାଇଁ ଭାରତ ଆଉ ଗୋଟିଏ ପାଦ ଆଗକୁ ବଢ଼େଇଛି। ଜାନୁଆରୀ ୨୬ ଅର୍ଥାତ୍ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତରେ ତିଆରି ହୋଇଥିବା ପ୍ରଥମ ନାଜାଲ କୋଭିଡ ଭାକ୍ସିନ ଲଞ୍ଚ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ…
ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…
ନୂଆଦିଲ୍ଲୀ, ୨୬।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। କେନ୍ଦ୍ର ସ୍ବାସ୍ଥ୍ୟ…
କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ପ୍ରଦର୍ଶନ…
ନୂଆଦିଲ୍ଲୀ,୨୬।୧ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି। ଚଳିତ…
ଋଣ ପ୍ରଦାନ-ଏନପିଏର ଜଟିଳ ପ୍ରକ୍ରିୟା ଏକ ନୀତିଗତ ପକ୍ଷାଘାତ: ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୬।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଋଣ ପ୍ରଦାନ ଏବଂ ଅଣ-ପ୍ରଦର୍ଶନ ସମ୍ପତ୍ତି (ଏନପିଏ)ର ଜଟିଳ ପ୍ରକ୍ରିୟା ଏକ ନୀତିଗତ ପକ୍ଷାଘାତ। ଜନସାଧାରଣଙ୍କ ଟଙ୍କା ଏବଂ ବ୍ୟାଙ୍କ ଠକେଇ ସହିତ ଜଡିତ ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ପଦକ୍ଷେପ ଗ୍ରହଣ କରିବା…
ସିରିଜ୍ ଦୁର୍ଘଟଣା: ୨ ମୃତ, ୬ ଜଣ ଗୁରୁତର
ବୌଦ୍ଧ/ବାଉଁଶୁଣୀ,(ସ୍ବ.ପ୍ର.)(ଡି.ଏନ.ଏ.)୨୬।୧: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକ ନିକଟରେ ଏକ ସିରିଜ୍ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଦ୍ରୁତ ଗତିରେ ଯାଉଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ…
ତେଲେଙ୍ଗାନା ସାଧାରଣତନ୍ତ୍ର ଦିବସ ପରେଡ ବିବାଦ: ସରକାରଙ୍କୁ ହାଇକୋର୍ଟଙ୍କ ଝଟକା…
ଇସଲାମାବାଦ,୨୬।୧ : ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ସରକାରଙ୍କୁ ହାଇକୋର୍ଟଙ୍କଠାରୁ ଏକ ଝଟକା ପାଇଛନ୍ତି। ବାସ୍ତବରେ ସାଧାରଣତନ୍ତ୍ର ଦିବସରେ ହାଇଦ୍ରାବାଦର ପରେଡ ଗ୍ରାଉଣ୍ଡରେ ପୋଲିସ ପରେଡ ଆୟୋଜନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ ଏହି…
ଦେଶବାସୀଙ୍କୁ ୭୪ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୧ : ଦେଶ ଗୁରୁବାର ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ଏଥର ଏହି ଉତ୍ସବ ମଧ୍ୟ ବିଶେଷ କାରଣ…
ୟୁକ୍ରେନ୍କୁ ୩୧ ଏମ୍-୧ ଆବ୍ରାମ ଟ୍ୟାଙ୍କ ପଠାଇବ ଆମେରିକା…
ଓ୍ବାଶିଂଟନ,୨୬।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ଆମେରିକା ୟୁକ୍ରେନକୁ ବହୁ ଅର୍ଥନୈତିକ ଏବଂ ସାମରିକ ସାମଗ୍ରୀ ସହାୟତା ଯୋଗାଇ ଦେଇଛି। ଏଥି ସହିତ ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି ଯେ ଆମେରିକା ୟୁକ୍ରେନକୁ ୩୧…
ଖଲିସ୍ତାନ ସମର୍ଥକଙ୍କ ବଢୁଛି ଶକ୍ତି, ଅଷ୍ଟ୍ରେଲିଆ ସରକାରଙ୍କୁ ଅଭିଯୋଗ କଲା ଭାରତ…
ମେଲବୋର୍ନ,୨୬।୧ : ଗତ କିଛି ଦିନ ହେବ ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣର ଅନେକ ଘଟଣା ସାମ୍ନାକୁ ଆସୁଛି। ଯାହା ଉପରେ ଅଷ୍ଟ୍ରେଲିଆର କାନବେରାଠାରେ ଅବସ୍ଥିତ ଭାରତୀୟ ହାଇ କମିଶନ ଅଷ୍ଟ୍ରେଲିଆ ସରକାରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ହିନ୍ଦୁ ମନ୍ଦିର…
Archives


