IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…
ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…
ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ
କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା, ମମତା ବାନାର୍ଜୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ଜଣାଇବା ଏବଂ ତା’ର କିଛି ଘଣ୍ଟା…
ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…
କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…
ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…
କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା…
ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ
ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…
ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…
କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ ଏବଂ ନିର୍ବାଚନୀ ଚିହ୍ନ ଘୋଷଣା କରିଛନ୍ତି। ମମତା ବାନାର୍ଜୀଙ୍କ ଗୋଷ୍ଠୀକୁ ‘ମମତା ଅଲ…
ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍ ପିଲାଙ୍କ ପାଇଁ…
ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ, ୨୦୨୬’ ଅନୁଯାୟୀ ପାସପୋର୍ଟ ଆବେଦନ ଫି’ ଏବଂ ବୈଧତା ସମ୍ପର୍କିତ ନିୟମରେ ପରିବର୍ତ୍ତନ…
କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା
ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ ଅନୁସାରେ ଉତ୍ପାଦନ ପ୍ରାୟ ୧ କୋଟି ମେଟ୍ରିକ ଟନ୍୍ (୧୦ ମିଲିୟନ ଟନ୍୍)…
ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…
ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ…
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ
ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ୨ ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ ମମତା ବାନାର୍ଜୀ…
ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ
ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା ୦.୪% ‘ମର୍ଚାଣ୍ଟ…
ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ
ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ ଅଧ୍ୟକ୍ଷ ଭାବରେ ଟାଟା ଗ୍ରୁପ୍ର ନେତୃତ୍ୱ ନେବା ଜାରି ରଖିବେ। ତାଙ୍କ କାର୍ଯ୍ୟକାଳକୁ…

