Home Middle

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁନାଓ୍ବାଲା, ଏଚପିଭି ଟିକା ବିଷୟରେ ଆଲୋଚନା…

ନୂଆଦିଲ୍ଲୀ,୨୫।୧ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମସ୍‌ନସୁଖ ମାଣ୍ଡବ୍ୟଙ୍କୁ ଭେଟି ଦେଶର ପ୍ରଥମ ସ୍ବଦେଶୀ ମାନବ ପାପିଲୋମା ଭାଇରସ ଟିକା (ଏଚପିଭି ଟିକା) ବିଷୟରେ ଆଲୋଚନା କରିଛନ୍ତି। ବୈଠକ ପରେ ସେ…

ନଡ୍ଡା-ବୋମ୍ମାଇଙ୍କ ବିରୋଧରେ ମାମଲା ରୁଜୁ କଲା କଂଗ୍ରେସ, ବିଧାନସଭା ନିର୍ବାଚନରେ ଜିତିବା ପାଇଁ ୩୦ ହଜାର କୋଟି ଟଙ୍କା ବଣ୍ଟନ ଷଡଯନ୍ତ୍ର…

ବେଙ୍ଗାଲୁରୁ,୨୫।୧ : ଚଳିତ ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାରୁ ଶାସକ ଭାଜପା ଏବଂ ବିରୋଧୀ କଂଗ୍ରେସ ମଧ୍ୟରେ ରାଜନୈତିକ ଛକାପଞ୍ଝା ଜାରି ରହିଛି। ସଦ୍ୟତମ ମାମଲାରେ କଂଗ୍ରେସ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ…

ହିମାଚଳରେ ତୁଷାରପାତ , ୨୬୨ ସଡ଼କ ପଥ ବନ୍ଦ, ୮୮୯ ବିଦ୍ୟୁତ ଲାଇନ ଠପ୍‌…

ଶିମଲା,୨୫।୧ : ହିମାଚଳ ପ୍ରଦେଶରେ ବର୍ଷା ଓ ତୁଷାରପାତ ଅବ୍ୟାହତ ରହିଛି। ମଙ୍ଗଳବାର ଠାରୁ ରାଜ୍ୟର ଉଚ୍ଚସ୍ଥାନରେ ମଧ୍ୟବର୍ତ୍ତୀ ତୁଷାରପାତ ଏବଂ ଅନ୍ୟାନ୍ୟ ଅଞ୍ଚଳରେ ବର୍ଷା ଜାରି ରହିଛି। ଏହି କାରଣରୁ ପ୍ରବଳ ଶୀତ ଲହର ବୃଦ୍ଧି ପାଇଛି। ସ୍ପିତିି, ମନାଲି,…

କେସିଆର ଅଷ୍ଟମ ନିଜାମ, ଶୀଘ୍ର ତାଙ୍କ ଶାସନରୁ ମିଳିବ ମୁକ୍ତି, ଭାଜପା ନେତା…

ହାଇଦ୍ରାବାଦ,୨୫।୧ : ଭାରତୀୟ ଜନତା ପାର୍ଟି ତେଲେଙ୍ଗାନା ୟୁନିଟ ସଭାପତି ବାନ୍ଦି ସଞ୍ଜୟ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଉପରେ ବର୍ଷିଛନ୍ତି ଏବଂ କହିଛନ୍ତି ଯେ ଖୁବ ଶୀଘ୍ର ରାଜ୍ୟବାସୀ କେ.ସି.ଆରଙ୍କ ଏକଛତ୍ରବାଦୀ ଶାସନରୁ ମୁକ୍ତ ହେବେ। ମହବୁବନଗରରେ ଅନୁଷ୍ଠିତ…

ଜାନୁୟାରୀ ୨୬ରୁ ଇଂଲିଶ୍‌ ସହିତ ୨୨ ଭାଷାରେ ଉନଲବ୍ଧ ହେବ ସୁପ୍ରିମକୋର୍ଟଙ୍କର ୧୦୯୧ଫଇସଲା…

ନୂଆଦିଲ୍ଲୀ,୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ସୁପ୍ରିମକୋର୍ଟ ଦେଶବାସୀଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ ବୁଧବାର ଘୋଷଣା କରିଛନ୍ତି ଯେ ଜାନୁୟାରୀ ୨୬ ଠାରୁ ଇଲେକ୍ଟ୍ରୋନିକ ସୁପ୍ରିମକୋର୍ଟ ରିପୋର୍ଟ (ଇ-ଏସଆରସି) ପ୍ରକଳ୍ପ ବିଭିନ୍ନ…

କର୍ନାଟକ ନିର୍ବାଚନରେ ପ୍ରିୟଙ୍କା ପାଖରେ ୧୫ ପ୍ରତିଶତ ମହିଳା ଟିକଟ…

ବେଙ୍ଗାଲୁରୁ,୨୫।୧ : ଚଳିତ ବର୍ଷ କର୍ନାଟକରେ ହେବାକୁ ଥିବା ବିଧାନସଭା ନିବ;ାଚନ ପାଇଁ କଂଗ୍ରେସ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ମହିଳା କେନ୍ଦ୍ରିକ ରାଜନୀତିକୁ ଦଳର ଗୁରୁତ୍ୱ ରହିଛି। ଏଭଳି ପରିସ୍ଥିତିରେ ମହିଳାମାନଙ୍କ ଉପସ୍ଥିତି ବଢ଼ାଇବା ଲାଗି ଘୋଷଣା କରାଯାଇଛି। କଂଗ୍ରେସର…

ଜାନୁୟାରୀ ୨୬ କାର୍ଯ୍ୟକ୍ରମ ପାଇଁ କର୍ମଚାରୀଙ୍କ ଠାରୁ ଚାନ୍ଦା ଆଦାୟ କରିଥିବା ଅଭିଯୋଗ: ଗୋଆ ସରକାରଙ୍କୁ ଘେରିଲେ ବିରୋଧୀ…

ପଣଜୀ,୨୫।୧ : ଜାନୁଆରୀ ୨୬ କାର୍ଯ୍ୟକ୍ରମ ପାଇଁ ଦକ୍ଷିଣ ଗୋଆର ଜିଲା ମାଜିଷ୍ଟ୍ରେଟ ସରକାରୀ କର୍ମଚାରୀଙ୍କଠାରୁ ଚାନ୍ଦା ମାଗିଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟି ଏବଂ ଗୋଆ ଫରୱାର୍ଡ ପାର୍ଟି ଗୋଆ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।…

ଚାଇନା ମିଛ କହୁଛି: ଆମେରିକାକୁ ଆବଶ୍ୟକ କିମ୍‌ ସୈନ୍ୟଙ୍କ ସହଯୋଗ !…

ଓ୍ବାଶିଂଟନ,୨୫।୧ : ଆମେରିକାର ପୂର୍ବତନ ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିଓ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଏବଂ ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି। ପୋମ୍ପିଓ ତାଙ୍କ ନୂତନ ସ୍ମୃତିଚାରଣରେ କହିଛନ୍ତି ଯେ କିମ ଜୋଙ୍ଗ…

ବିବିସି ଡକ୍ୟୁମଣ୍ଟାରି ପ୍ରସଙ୍ଗ: ସରକାରଙ୍କୁ ସମର୍ଥନ କରି ଅନିଲ ଆଣ୍ଟୋନୀ କଂଗ୍ରେସରୁ ଦେଲେ ଇସ୍ତଫା…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନୀ ୨୦୦୨ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀକୁ ବିରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମର୍ଥନ କରି ସେ ବୁଧବାର କଂଗ୍ରେସରୁ…

ପୃଥିବୀର ପ୍ରଥମ ନାଜାଲ କରୋନା ଟିକା ଇନକୋଭାକ ଜାନୁୟାରୀ ୨୬ରୁ ଦିଆଯିବ…

ନୂଆଦିଲ୍ଲୀ,୨୫।୧ : ସମଗ୍ର ବିଶ୍ୱରେ କରୋନା ଦ୍ୱାରା ଘଟିଥିବା ବିନାଶ ବିଷୟରେ ସମସ୍ତେ ଅବଗତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ବିରୋଧରେ ଟିକାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ଭାବରେ ବିବେଚନା କରାଯାଉଛି। ବର୍ତ୍ତମାନ ଭାରତ ବାୟୋଟେକ ଦ୍ୱାରା ବିକଶିତ ହୋଇଥିବା ପୃଥିବୀର…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୫।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଗତ ୨୪…

ରାଷ୍ଟ୍ରପତି ଭବନରେ ଏଲ ସିସିଙ୍କୁ ଗାର୍ଡ ଅଫ ଅନର: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ…

ନୂଆଦିଲ୍ଲୀ,୨୫।୧ : ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଏଲ ସିସି ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ତାଙ୍କୁ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri