Home Middle

ଚିଲିରେ ମଣିଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ: କୁକୁଡା ରପ୍ତାନୀ ବନ୍ଦ…

ସାଣ୍ଟିଆଗୋ,୩୦।୩ : ଚିଲିରେ ମନୁଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଜଣେ ୫୩ ବର୍ଷ ବୟସ୍କ ବ୍ୟକ୍ତି ବାର୍ଡ ଫ୍ଲୁରେ ଆକ୍ରାନ୍ତ…

ରାମ ନବମୀର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୩ : ଗୁରୁବାର ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ରାମ…

ଏନ୍‌ସିଏ କ୍ୟାମ୍ପରେ ଓଡ଼ିଶାର ୫ ଖେଳାଳି

ଭୁବନେଶ୍ୱର, ୩୦।୩ (କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ବିସିସିଆଇ ଘରୋଇ ସିଜନ ୨୦୨୨-୨୩ରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଓଡ଼ିଶାର ୧୯ ବର୍ଷରୁ କମ୍‌ ୫ ମହିଳା ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) କ୍ୟାମ୍ପପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ…

ହକି ଇଣ୍ଡିଆ ୧୧,୦୦୦ ଷ୍ଟିକ୍‌, ୩,୩୦୦ ବଲ୍‌ ବାଣ୍ଟିବ

ନୂଆଦିଲ୍ଲୀ, ୩୦।୩: ଦେଶରେ ହକିର ଅଧିକ ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ହକି ଇଣ୍ଡିଆ ଏହାର ରାଜ୍ୟ ଯୁନିଟ ଏବଂ ନିର୍ଦ୍ଧିଷ୍ଟ କେତେକ ହକି ଏକାଡେମୀକୁ ୧୧,୦୦୦ ହକି ଷ୍ଟିକ୍‌, ୩,୩୦୦ ବଲ୍‌ ବାଣ୍ଟିବାକୁ ନିଷ୍ପତ୍ତି ନେଇଛି। ଏହା ବ୍ୟତୀତ ଖେଳ…

କଳିଙ୍ଗରେ ଟେନିସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର, ୩୦।୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ିହୋଇଛି ଆଉ ଏକ ନୂଆଫର୍ଦ୍ଦ। କଳିଙ୍ଗ ଷ୍ଟାଡିୟମ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ବୁଧବାର ଟେନିସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଏସିଆନ ଟେନିସ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ…

୩୦ଦିନରେ ୧୩୩୮କୋଟି ଦେବ ଗୁଗଲ

ନୂଆଦିଲ୍ଲୀ,୩୦।୩: ବହୁ ରାଷ୍ଟ୍ରୀୟ ସର୍ଚ୍ଚ ଇଞ୍ଜିନ କମ୍ପାନୀ ଗୁଗଲର ମନମାନୀ ଓ ଆଇଟି କ୍ଷେତ୍ରରେ ବିଭିନ୍ନ ପ୍ରକାରର ଅପବ୍ୟବହାର ବିରୋଧରେ ଦୀର୍ଘ ବର୍ଷ ହେବ ଆଇନଗତ ଲଢେଇ ଜାରି ରହିଛି। ଏପରିକି ବୁଧବାର ନ୍ୟାସନାଲ କମ୍ପାନି ଲ ଅପିଲେଟ୍‌ ଟ୍ରିବ୍ୟୁନାଲ (ଏନସିଏଲଏଟି)…

ଲୋକ ସଭା ସଦସ୍ୟତା ଫେରିପାଇଲେ ମହମ୍ମଦ ଫୈଜଲ

ନୂଆଦିଲ୍ଲୀ,୩୦ା୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ନେତା ମହମ୍ମଦ ଫୈଜଲ ବୁଧବାର ନିଜ ଲୋକ ସଭା ସଦସ୍ୟତା ଫେରିପାଇଛନ୍ତି। ସୁପ୍ରିମକୋର୍ଟରେ ଫୈଜଲଙ୍କ ଆବେଦନ ଶୁଣାଣିର କିଛି ଘଣ୍ଟା ପୂର୍ବରୁ ଲୋକ ସଭା ସେକ୍ରେଟାରି ଜେନେରାଲ ଉତ୍ପଳ କୁମାର ସିଂ ଏକ ବିଜ୍ଞପ୍ତି…

ନିର୍ଣ୍ଣାୟକ ହେବ କର୍ନାଟକ ଲଢ଼େଇ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୩: କର୍ନାଟକ ବିଧାନସଭାର ୨୨୪ ଆସନ ପାଇଁ ମେ’ ୧୦ରେ ଭୋଟ ଗ୍ରହଣ କରାଯିବ ବୋଲି ବୁଧବାର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସିଇସି କୁମାର କହିଛନ୍ତି, ଭୋଟରମାନେ ସପ୍ତାହାନ୍ତ ଛୁଟିରେ…

ଜମାକାରୀଙ୍କ ଟଙ୍କା ଫେରସ୍ତ ପାଇଁ ସାହାରାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୩ : ସୁପ୍ରିମକୋର୍ଟ ଜମାକାରୀଙ୍କ ଅର୍ଥ ଫେରସ୍ତ ପାଇଁ ସେଣ୍ଟ୍ରାଲ ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟିଜ ଆକାଉଣ୍ଟକୁ ୫,୦୦୦ କୋଟି ଟଙ୍କା ସ୍ଥାନାନ୍ତର କରିବା ଲାଗି ବୁଧବାର ସାହାରା ଗ୍ରୁପ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ଏମ୍‌.ଆର. ଶାହା ଏବଂ ସି.ଟି. ରବିକୁମାରଙ୍କୁ…

ମୁସରତ ହିଲାଲି ହେବେ ପେଶାଓ୍ବର ହାଇକୋର୍ଟର ପ୍ରଥମ ମହିଳା ଚିଫ୍‌ ଜଷ୍ଟିସ୍‌

ଇସ୍‌ଲାମାବାଦ, ୩୦।୩: ପାକିସ୍ତାନର ଜଷ୍ଟିସ୍‌ ମୁସରତ ହିଲାଲି ପେଶାଓ୍ବର ହାଇକୋର୍ଟର ପ୍ରଥମ ମହିଳା ଚିଫ୍‌ ଜଷ୍ଟିସ୍‌ ହେବେ। ମୁସରତି ଏପ୍ରିଲ୍‌ ୧ରେ ଏହି ଦାୟିତ୍ୱ ଗ୍ରହଣ କରିବେ। ହାଇକୋର୍ଟ ଚିଫ୍‌ ଜଷ୍ଟିସ୍‌ ଦାୟିତ୍ୱ ଗ୍ରହଣ କରିବାରେ ମୁସରତ ଦ୍ୱିତୀୟ ମହିଳା। ତାଙ୍କ…

ମାନବ ଜାତି ପାଇଁ ଘାତକ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’

ଓ୍ବାଶିଂଟନ୍‌, ୩୦।୩: ଶିକ୍ଷା ହେଉ ଅବା ଉଦ୍ୟୋଗ, ପ୍ରତିଟି କ୍ଷେତ୍ରରେ ଏବେ ପ୍ରତିଯୋଗିତା ଦେଖିବାକୁ ମିଳୁଛି। ଜଣେ ଅନ୍ୟ ଜଣଙ୍କଠାରୁ କିପରି ଆଗରେ ରହିବ ସେ ନେଇ ତର୍କ ଓ ତର୍ଜମା ଲାଗି ରହିଛି। ବିଜ୍ଞାନ ଗବେଷଣାରେ ମଧ୍ୟ ସମାନ ପରିସ୍ଥିତି…

ୟୁପିଆଇ ପେମେଣ୍ଟରେ ଏନ୍‌ପିସିଆଇର ନୂଆ ନିୟମ

ନୂଆଦିଲ୍ଲୀ, ୩୦।୩: ଦେଶରେ ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ୟୁନିଫାଇଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌ (ୟୁପିଆଇ) ଏକ ବଡ଼ ଭୂମିକା ଗ୍ରହଣ କରିଛି। ଏଣିକି ମର୍ଚ୍ଚାଣ୍ଟ ୟୁପିଆଇ ଟ୍ରାଞ୍ଜାକ୍ସନରେ ୧.୧% ପର୍ଯ୍ୟନ୍ତ ବିନିମୟ ଶୁଳ୍କ ଦେବାକୁ ପଡ଼ିବ, ଯାହା ଆସନ୍ତା ଏପ୍ରିଲ ମାସରୁ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?