ଏହିଦିନ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ, ନିଯୁକ୍ତ ହେବେ ଏକ ଲକ୍ଷ…
ଭୁବନେଶ୍ୱର,୭।୧: ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା। ଏହି ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ମାସରୁ ଆରମ୍ଭ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ୨୦୨୭ ଫେବୃଆରୀରୁ ଆରମ୍ଭ ହେବ ବୋଲି ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ…
ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ
ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର…
୧୦୫ ଘାଟ
ଭାରତରେ ଗତ କିଛି ବର୍ଷ ହେବ ସୃଷ୍ଟି କରାଯାଇଥିବା ସାମାଜିକ, ଅର୍ଥନୈତିକ, ଧାର୍ମିକ ଓ ରାଜନୈତିକ ବିଭାଜନ ବିଷୟରେ ୬ ଜାନୁଆରୀ ଏହି ସ୍ତମ୍ଭରେ ‘ଶିକ୍ଷିତ ଦେଶବିରୋଧୀ’ ଶୀର୍ଷକରେ ଲେଖା ପ୍ରକାଶ କରିଥିଲୁ। ଏହି ଦିନ ଆଉ ଏକ ବିଭାଜନ ନେଇ…
ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ
ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…
ୟୁପି ଭୋଟର ତାଲିକାରେ ବଡ଼ ପରିବର୍ତ୍ତନ: କଟିଗଲା ୨.୮୯ କୋଟି ଜଣଙ୍କ ନାମ
ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶରେ କଟିଗଲା ୨.୮୯ କୋଟି ଭୋଟରଙ୍କ ନାମ। ନିର୍ବାଚନ କମିଶନରଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟା ପରେ ଏସବୁ ନାମ କାଟି ଦିଆଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ବ୍ୟାପକ ଯାଞ୍ଚ…
ମୁଖ୍ୟମନ୍ତ୍ରୀଙ୍କ ଏପରି ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ଏପରି
ଭୁବନେଶ୍ୱର,୬।୧: ସାମାଜିକ ଗଣମାଧ୍ୟମ ଏକ୍ସ’ରେ ପୋଷ୍ଟ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ମଙ୍ଗଳବାର ଅର୍ଥାତ ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀ ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଅବସରରେ ଦେଶର ବଡ ବଡ ନେତା ମନ୍ତ୍ରୀ…
ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ: ସ୍କାଏ ଲାଇଟ୍ , ଝରକାରୁ ମିଳିଲା ପୁଳାପୁଳା ଟଙ୍କା
ବଲାଙ୍ଗୀର,୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ…
ଶିକ୍ଷିତ ଦେଶବିରୋଧୀ
ଶିକ୍ଷିତ ଲୋକେ ବହୁସଂଖ୍ୟାରେ ସମାଜବିରୋଧୀ କାର୍ଯ୍ୟରେ ସାମିଲ ହେବା ଏକ ବିପଜ୍ଜନକ ଧାରା ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନିକଟରେ ବିବୃତି ଦେବା ଅନେକଙ୍କୁ ବ୍ୟଥିତ କରିବା କଥା। ରାଜସ୍ଥାନର ଉଦୟପୁରସ୍ଥିତ ଭୁପାଲ ନୋବେଲ ୟୁନିଭର୍ସିଟିର ୧୦୪ତମ ପ୍ରତିଷ୍ଠା ଦିବସରେ…
ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ
ଓ୍ବାଶିଂଟନ,୬ା୧: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସିନ୍ସିନାଟିସ୍ଥିତ ଘର ଉପରେ ରାତିରେ ଆକ୍ରମଣ ହୋଇଛି। ଘରର ଅନେକ ଝରକା ଭାଙ୍ଗିଯାଇଛି। ଆକ୍ରମଣ ଖବର ପାଇ ଆମେରିକା ସିକ୍ରେଟ ସର୍ଭିସ୍ ଏଜେଣ୍ଟମାନେ ସୋମବାର ଭୋର ସମୟରେ ଭାନ୍ସଙ୍କ ଇଷ୍ଟ ଓ୍ବାଲନଟ୍ ହିଲ୍ସ ବାସଭବନରେ…
ପୁଣି କଲବଲ କରିବ ଶୀତ, ପାରଦ ହ୍ରାସ ସାଙ୍ଗକୁ…
ଭୁବନେଶ୍ବର,୬।୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ…
‘ମୁଁ ନିର୍ଦ୍ଦୋଷ, ମୋତେ ଅପହରଣ କରାଯାଇଛି’: ଆମେରିକା କୋର୍ଟରେ ଚାଞ୍ଚଲ୍ୟ
ନୂଆଦିଲ୍ଲୀ,୫।୧: ଭେନେଜୁଏଲାର କ୍ଷମତାଚ୍ୟୁତ ଶାସକ ନିକୋଲାସ ମାଦୁରୋ ସୋମବାର ପ୍ରଥମ କରି ଆମେରିକାର ଏକ କୋର୍ଟରେ ହାଜର ହୋଇଛନ୍ତି। ନାର୍କୋ-ଟେରରିଜିମ୍ (ମାଦକ ଦ୍ରବ୍ୟ କାରବାର ଓ ଆତଙ୍କବାଦ) ଅଭିଯୋଗରେ ଗିରଫ ହୋଇଥିବା ମାଦୁରୋ କୋର୍ଟରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିବା…
Archives


