ଆଣବିକ ଅସ୍ତ୍ରଶସ୍ତ୍ର ଉତ୍ପାଦନ ବଢ଼ାଇବେ କିମ୍…
ପ୍ୟୋଙ୍ଗୟାଙ୍ଗ,୨୮।୩ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ଆଣବିକ ଅସ୍ତ୍ରଶସ୍ତ୍ର ଉତ୍ପାଦନ ବୃଦ୍ଧି କରିବାକୁ ଚେତାବନୀ ଦେଇଛନ୍ତି। ଉତ୍ତର କୋରିଆର ଅସ୍ତ୍ରଶସ୍ତ୍ର ପରୀକ୍ଷା ଏବଂ ଆମେରିକା-ଦକ୍ଷିଣ କୋରିଆ ସାମରିକ ଅଭ୍ୟାସ ଯୋଗୁଁ ଉତ୍ତେଜନା ବୃଦ୍ଧି ପାଉଛି। ଅଧିକାରୀମାନେ ବିଶ୍ୱାସ…
ଚାକିରି ଛାଡ଼ିଥିବା ଏଚ-୧-ବି ଭିଜା କର୍ମଚାରୀଙ୍କୁ ଛାଡ଼ିବାକୁ ପଡ଼ିବନି ଆମେରିକା…
ଓ୍ବାଶିଂଟନ,୨୮।୩ : ଆମେରିକାର ନାଗରିକତ୍ୱ ଏବଂ ଇମିଗ୍ରେଶନ ସର୍ଭିସେସ( ୟୁଏସସିଆଇଏସ) କହିଛି ଯେ ଏଚ-୧-ବି ଭିଜା ଥିବା କର୍ମଚାରୀଙ୍କୁ ୬୦ ଦିନ ମଧ୍ୟରେ ଦେଶ ଛାଡିବାକୁ ପଡିବ ବୋଲି ବିଶ୍ୱାସ କରିବା ଭୁଲ ଅଟେ। ଏହି ମନ୍ତବ୍ୟ ଆମେରିକାର ବୈଷୟିକ କ୍ଷେତ୍ରରେ…
୧୧ ହଜାର ମୁହାଁ ସକ୍ରିୟ ମାମଲା, ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ…
ନୂଆଦିଲ୍ଲୀ, ୨୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ…
ଅତିକଙ୍କୁ ଆଜୀବନ ଜେଲ
ପ୍ରୟାଗରାଜ,୨୮।୩: ଉତ୍ତରପ୍ରଦେଶ ପ୍ରୟାଗରାଜର ଏମ୍ପି-ଏମ୍ଏଲ୍ଏ କୋର୍ଟ ମଙ୍ଗଳବାର ଉମେଶ ପାଲଙ୍କ ଅପହରଣ ଏବଂ ହତ୍ୟା ମାମଲାର ଶୁଣାଣି କରିଛନ୍ତି। ବାହୁବଳୀ ଅତିକ ଅହମ୍ମଦଙ୍କ ସମେତ ୩ଜଣ ଅଭିଯୁକ୍ତ ହନିଫ, ଦିନେଶ ପାସିଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ଗତ…
ଭାରତ-ଚାଇନା ମଧ୍ୟରେ ସୀମା ତିକ୍ତତା: ସେନା ମୁଖ୍ୟ କହିଲେ, ଭାରତ ପାଇଁ ଚିନ୍ତାର ବିଷୟ
ନୂଆଦିଲ୍ଲୀ,୨୮।୩: ଭାରତ ଏବଂ ଚାଇନା ମଧ୍ୟରେ ପୁଣି ଥରେ ତିକ୍ତତା ଦେଖାଦେଇଛି। ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ କହିଛନ୍ତି, ଚାଇନା ଏଲଏସି (ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ) ଉପରେ ପ୍ରୋଟୋକଲ ଉଲ୍ଲଂଘନ ଦୁଇ ଦେଶ ମଧ୍ୟରେ ତିକ୍ତତାର ସବୁଠାରୁ ବଡ…
ନୌସେନାରେ ଆଜି ସାମିଲ ହେବେ ଅଗ୍ନିବୀରର ପ୍ରଥମ ବ୍ୟାଚ, ଆଇଏନଏସ ଚିଲିକାରେ ହେବ ପାସିଂ ଆଉଟ ପରେଡ
ନୂଆଦିଲ୍ଲୀ,୨୮ ।୩: ଆଜିର ଦିନ ଅର୍ଥାତ୍ ୨୮ ମାର୍ଚ୍ଚ ୨୦୨୩ ଭାରତୀୟ ସେନା ପାଇଁ ଏକ ବିଶେଷ ତଥା ଐତିହାସିକ ଦିନ ହେବାକୁ ଯାଉଛି । ମଙ୍ଗଳବାର ଅଗ୍ନିବୀରର ପ୍ରଥମ ବ୍ୟାଚ ଭାରତୀୟ ନୌସେନାରେ ସାମିଲ ହେବେ । ମଙ୍ଗଳବାର ହିଁ…
ଆମେରିକା ସ୍କୁଲରେ ପୁଣି ଫୁଟିଲା ଗୁଳି: ୭ ମୃତ
ୱାଶିଂଟନ,୨୮ ।୩: ଆମେରିକାରେ ପୁଣିଥରେ ଫୁଟିଛି ଗୁଳି । କୁହାଯାଉଛି କି ଆକ୍ରମଣକାରି ଏଥର ଏକ ସ୍କୁଲରେ ଆଖିବିଜା ଗୁଳି ଚଳାଇଛନ୍ତି । ଘଟଣା ନ୍ୟାଶଭିଲ ଖ୍ରୀଷ୍ଟିଆନ ସ୍କୁଲରେ ହୋଇଛି । ଏହି ଗୁଳିକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ହୋଇଛି ।…
ମାଓବାଦୀ ଆକ୍ରମଣ ମାମଲା : ସବ୍ୟସାଚୀ ନିର୍ଦ୍ଦୋଷରେ ଖଲାସ
ନୟାଗଡ଼ ଅଫିସ,୨୭।୩ : ନୟାଗଡ ରିଜର୍ଭ ଅଫିସରେ ୨୦୧୫ରେ ହୋଇଥିବା ମାଓବାଦୀ ଆକ୍ରମଣ ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଜିଲା ଓ ଦୌରାଜଜ ଏହି ମାମଲାର ବିଚାର କରି ସବ୍ୟସାଚୀ ପଣ୍ଡାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀ ପଣ୍ଡାଙ୍କ…
୨୪ଘଣ୍ଟାରେ ୧୩୦୦କି.ମି. ଅତିକ୍ରମ କରି ପ୍ରୟାଗରାଜର ସେଣ୍ଟ୍ରାଲ ଜେଲ୍ରେ ପହଞ୍ଚିଲା ଅତିକଙ୍କ କନ୍ଭେ
ପୟାଗରାଜ,୨୭।୩: ମାଫିଆରୁ ବାହୁବଳୀ ବିଧାୟକ ହୋଇଥିବା ଅତିକ ଅହମ୍ମଦଙ୍କୁ ଗୁଜରାଟର ଅହମ୍ମଦାବାଦର ସାବରମତୀ ଜେଲ୍ରୁ ଉତ୍ତରପ୍ରଦେଶ ପ୍ରୟାଗରାଜକୁ ଅଣାଯାଇଛି। କଡ଼ା ସୁରକ୍ଷା ବଳୟରେ ତାଙ୍କ କନ୍ଭେ ପ୍ରୟାଗରାଜର ନୈନି ସେଣ୍ଟ୍ରାଲ ଜେଲ୍ରେ ପହଞ୍ଚିଛି। ଜେଲ୍ରେ ଅତିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।…
ରାହୁଲଙ୍କୁ ଖାଲି କରିବାକୁ ପଡ଼ିବ ସରକାରୀ ବଙ୍ଗଳା: ଜାରି ହେଲା ନୋଟିସ୍
ନୂଆଦିଲ୍ଲୀ,୨୭।୩: ସଂସଦରୁ ସଦସ୍ୟତା ପଦ ଯିବା ପରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନିଜର ସରକାରୀ ବଙ୍ଗଳା ଛାଡ଼ିବାକୁ ପଡ଼ିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ…
ରାହୁଲଙ୍କ ବୟାନକୁ ନେଇ ନାରାଜ ଉଦ୍ଧବ, ଯୋଗ ଦେବେନାହିଁ ମଲ୍ଲିକାର୍ଜୁନଙ୍କ ଡିନର ପାର୍ଟିରେ
ମୁମ୍ବାଇ,୨୭ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବୀର ସାୱରକରଙ୍କୁ ନେଇ ଦେଇଥିବା ବୟାନ ଉପରେ ଏହାର ସହଯୋଗୀ ଦଳ ବି ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଶିବସେନାର ଉଦ୍ଧବ ଠାକରେ ଗୋଷ୍ଠୀ ପକ୍ଷରୁ କଡା…
ସୀମାନ୍ତରେ ପୁଣି ଲାଲ୍ ଆତଙ୍କ: ଜଣେ ଯବାନ ଶହୀଦ
ମାଲକାନଗିରି,୨୭ା୩(ଡି.ଏନ୍.ଏ.): ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀଙ୍କ ତାଣ୍ଡବଲୀଳା ଦେଖିବାକୁ ମିଳିଛି । ବିଜାପୁର ଅଞ୍ଚଳ ମିରତୁର ଥାନା ଅନ୍ତର୍ଗତ ତିମେନାରରେ ଆଇଇଡି ବ୍ଲାଷ୍ଟ ଯୋଗୁ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁଯାୟୀ, ତିମେନାର ଅଞ୍ଚଳରେ ଚାଲିଥିବା ରାସ୍ତା କାମକୁ ସୁରକ୍ଷା ଦେବା…

