ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯…
ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଜାରି ରହିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବୋଲିଂ…
କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍ଲାଇନ୍ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର ବିଏମ୍ସି…
ଚନ୍ଦ୍ରରେ ପାଦ ଦେଇଥିବା ଦ୍ୱିତୀୟ ବ୍ୟକ୍ତି ଆଲଡ୍ରିନ ୯୩ତମ ଜନ୍ମ ଦିନରେ କଲେ ବିବାହ…
ଓ୍ବାଶିଂଟନ,୨୧।୧ : ଚନ୍ଦ୍ରରେ ପାଦ ଦେଇଥିବା ଦ୍ୱିତୀୟ ବ୍ୟକ୍ତି ବଜ ଆଲଡ୍ରିନ ତାଙ୍କର ୯୩ ତମ ଜନ୍ମଦିନରେ ତାଙ୍କର ଦୀର୍ଘ ଦିନର ପ୍ରେମିକାଙ୍କୁ ବିବାହ କରିଛନ୍ତି। ୧୯୬୯ ଆପୋଲୋ ୧୧ ମିଶନର ଏକ ଅଂଶ ଭାବରେ ଚନ୍ଦ୍ରରେ ପାଦ ଦେଇଥିବା ତିତି…
ତାଇଓ୍ବାନକୁ ଡରାଇଲେ ସାରା ପୃଥିବୀ ହେବ ପ୍ରଭାବିତ: ଚାଇନାକୁ ଆମେରିକାର ଚେତାବନୀ…
ଓ୍ବାଶିଂଟନ,୨୧।୧ : ତାଇୱାନ ଏବଂ ଚାଇନେ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଚାଇନା କ୍ରମାଗତ ଭାବରେ ତାଇୱାନକୁ ଧମକ ଦେଉଛି। ଏନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସରକାର ଚାଇନା ପ୍ରତିପକ୍ଷ ଶି ଜିନପିଙ୍ଗ ପ୍ରଶାସନକୁ ଚେତାବନୀ ଦେଇଛି। ଆମେରିକା କହିଛି…
ମସ୍କୋ-ଗୋଆ ବିମାନରେ ବୋମା ଆତଙ୍କ, ଉଜବେକିସ୍ତାନରେ ଜରୁରୀ ଅବତରଣ…
ପଣଜୀ,୨୧।୧ : ରୁଷିଆର ରାଜଧାନୀ ମସ୍କୋରୁ ଗୋଆକୁ ଆସୁଥିବା ଏକ ଚାର୍ଟାର୍ଡ ବିମାନରେ ଏକ ବୋମା ଥିବା ନେଇ ଆତଙ୍କ ସୃଷ୍ଟି ହୋଇଛି। ଏହା ପରେ ବିମାନକୁ ଉଜବେକିସ୍ତାନକୁ ପଠାଯାଇଥିଲା। ସେଠାରେ ବିମାନ ଜରୁରୀ ଅବତରଣ କରିଥିଲା। ପୋଲିସର ସୂଚନାନୁସାରେ ବିମାନରେ…
ସିଟ୍ ବେଲ୍ଟ ବାନ୍ଧି ନ ଥିବାରୁ ଜରିମାନା ଦେଲେ ସୁନକ…
ଲଣ୍ଡନ,୨୧।୧ : ପାଶ୍ଚାତ୍ୟ ଦେଶଗୁଡିକ ନିୟମ ଏବଂ ଆଇନଗୁଡିକ ଉପରେ କେତେ କଠୋର, ଏହା ଜାଣିହେବ ଯେ ସେଠାରେ ନିୟମ ପାଳନ ନକରିବାରୁ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ। କାରରେ ସିଟ ବେଲ୍ଟ ନ ପିନ୍ଧି ନଥିବାରୁ…
ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗ୍ରାଣ୍ଟ-ଇନ୍-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ ପହିଲାରୁ…
ପାକିସ୍ତାନରେ ନୂଆ ସଙ୍କଟ: ଜାହାଜ ଏଜେଣ୍ଟ ରପ୍ତାନି ବନ୍ଦ କରିବାକୁ ଦେଲେ ଚେତାବନୀ…
ଇସଲାମାବାଦ,୨୧।୧ : ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନ ଉପରେ ଆଉ ଏକ ବିପଦ ଘନେଇବାରେ ଲାଗିଛି। ଶିପିଂ ଏଜେଣ୍ଟମାନେ ପାକିସ୍ତାନ ସରକାରଙ୍କୁ ସମସ୍ତ ରପ୍ତାନି କାର୍ଗୋ ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି। କାରଣ ବିଦେଶୀ ଶିପିଂ ଲାଇନ ଦେଶକୁ ସେମାନଙ୍କ…
ଭାରତର ବୋଲିଂରେ ନ୍ୟୁଜିଲାଣ୍ଡ ଧରାଶାୟୀ…
ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରରେ ଜାରି ରହିଛି। ଭାରତୀୟ ଦଳ ଏହି ମ୍ୟାଚ ଜିତିବାକୁ ଏବଂ ସିରିଜକୁ ନିଜ ନାମ କରିବାକୁ ଚାହୁଁଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା…
ସୁସ୍ଥତା ହାର ୯୮.୮୦ ପ୍ରତିଶତ, ବିଏଫ୍.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…
ନୂଆଦିଲ୍ଲୀ, ୨୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଗତ ୨୪…
ଭାରତୀୟ ହକି ଟିମ୍କୁ ବଡ଼ ଝଟକା: ଟିମ୍ରୁ ବାଦ୍ ପଡିଲେ ହାର୍ଦ୍ଦିକ ସିଂ
ଭୁବନେଶ୍ୱର,୨୧।୧: ଓଡିଶାରେ ଚାଲିଥିବା ପୁରୁଷ ହକି ବିଶ୍ୱକପ୍ରେ ଭାରତୀୟ ହକି ଟିମ୍କୁ ବଡ଼ ଝଟକା। ଦଳର ପ୍ରମୁଖ ଖେଳାଳି ହାର୍ଦ୍ଦିକ ସିଂ ଆହାତ ଯୋଗୁ ଟିମ୍ରୁ ବାଦ ପଡିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ କ୍ରସ୍ ଓଭର ମ୍ୟାଚ୍ର ଗୋଟିଏ ଦିନ ପୂର୍ବରୁ ଏହି…
ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ପୁରୀ ଅଫିସ,୨୧।୧: ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ…
Archives


