Home Middle

ଛାତ୍ରୀଛାତ୍ରଙ୍କ ମାନସିକ ଭାରସାମ୍ୟ ନଷ୍ଟ କରୁଛି ଫେସବୁକ: ମାମଲା ରୁଜୁ …

ଓ୍ବାଶିଂଟନ,୨୭।୩ : ଆମେରିକାର ସାନ ମ୍ୟାଟେଓ କାଉଣ୍ଟି ଶିକ୍ଷା ବୋର୍ଡ ଛାତ୍ରୀଛାତ୍ରମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଯୋଗ ଦେଇ ମାନସିକ ଭାରସାମ୍ୟ ହରାଇ ବସୁଥିବା ଅଭିଯୋଗ କରିଛି। ଏହି ଅଭିଯୋଗରେ ଫେସବୁକ ଏବଂ ଇନଷ୍ଟାଗ୍ରାମ ବ୍ୟତୀତ ଗୁଗୁଲ, ଟିକଟକ ଏବଂ ସ୍ନାପ…

ଆମେରିକା-ନେପାଳ ପ୍ରତିରକ୍ଷା ସହଯୋଗ ନେଇ ଆଲୋଚନା…

ଓ୍ବାଶିଂଟନ/କାଠମାଣ୍ଡୁ,୨୭।୩ : କାଠମାଣ୍ଡୁରେ ନେପାଳ ଏବଂ ଆମେରିକାର ସ୍ଥଳସେନାବାହିନୀ ମଧ୍ୟରେ ତିନି ଦିନିଆ ଦ୍ୱିପାକ୍ଷିକ ସେନା ଆଲୋଚନା ହେବ। ନେପାଳ ସେନା ମୁଖପାତ୍ର ବ୍ରିଗେଡିୟର୍‌ ଜେନେରାଲ କୃଷ୍ଣ ପ୍ରସାଦ ଭଣ୍ଡାରୀ କହିଛନ୍ତି ଯେ ମାର୍ଚ୍ଚ ୨୭ ରୁ ୨୯ ପର୍ଯ୍ୟନ୍ତ ହେବାକୁ…

ଏଲନ ମସ୍କଙ୍କ ବଢ଼ିଲା ସମସ୍ୟା: ଟୁଇଟର ସୋର୍ସ କୋଡ ଅନଲାଇନରେ ଲିକ୍‌…

ଓ୍ବାଶିଂଟନ,୨୭।୩ : ଏଲନ ମସ୍କଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ଟୁଇଟର ସୋର୍ସ କୋଡ ଅନଲାଇନରେ ଲିକ ହୋଇଛି। ସୋର୍ସ କୋଡ ହେଉଛି ମୌଳିକ କମ୍ପ୍ୟୁଟର କୋଡ ଯାହା ଉପରେ ସମଗ୍ର ଟୁଇଟର ସୋସିଆଲ ନେଟୱାର୍କ କାମ କରେ । ଏହାର…

ଦୁଇ ମିଲିୟନ ଅତିକ୍ରମ କରିବ ବୈଦ୍ୟୁତିକ ଯାନ ବିକ୍ରି

ନୂଆଦିଲ୍ଲୀ,୨୭।୩: ବିଗତ କିଛି ବର୍ଷ ହେବ ଭାରତୀୟ ଅଟୋଶିଳ୍ପରେ ଇଲେକ୍ଟ୍ରି ଭେଇକିଲ (ଇଭି)ର ଚାହିଦା ବୃଦ୍ଧି ପାଇଚାଲିଛି। ଏପରିକି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟ ଉଭୟ ଇଭି ନିର୍ମାତା ଓ ଗ୍ରାହକଙ୍କୁ ବିଭିନ୍ନ ପ୍ରକାରର ସୁବିଧା ପ୍ରଦାନ କରୁଛନ୍ତି।…

ଭୁଟାନକୁ ୯-୦ରେ ହରାଇଲା ଭାରତ

ଢାକା, ୨୭।୩: ବାଂଲାଦେଶର ବୀର ଶ୍ରେଷ୍ଠ ଶହୀଦ ସିପାହି ମୁସ୍ତାଫା କମଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ଭାରତ ୯-୦ ଗୋଲରେ ଭୁଟାନକୁ ପରାସ୍ତ କରିଛି। ଭାରତ ପକ୍ଷରୁ ଶିଲ୍‌ଜି…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀଙ୍କୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୨୭ା୩ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୯ତମ ରେଡିଓ କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତର ପ୍ରଥମ ମହିଳା ବୈଜ୍ଞାନିକ ଭାବେ ଜ୍ୟୋତିର୍ମୟୀ ଇଣ୍ଟରନ୍ୟାଶନାଲ ୟୁନିଅନ ଅଫ୍‌ ପିଓର…

ସାରସ ଜୀବନ ବଞ୍ଚାଇଥିବା ଅରିଫ୍‌ଙ୍କ ନାଁରେ ମାମଲା

ଲକ୍ଷ୍ନୌ, ୨୭ା୩ : ଉତ୍ତରପ୍ରଦେଶ ଆମେଠି ଜିଲା ଅନ୍ତର୍ଗତ ମାଣ୍ଡଖା ଗ୍ରାମର ଜଣେ କୃଷକ ଏକ ବିରଳ ସାରସର ଜୀବନ ବଞ୍ଚାଇଥିବାବେଳେ ବନ୍ୟପ୍ରାଣୀ ଆଇନ ଉଲ୍ଲଂଘନ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ବନ୍ୟପ୍ରାଣୀ କର୍ମଚାରୀ ମହମ୍ମଦ ଅରିଫ୍‌ ନାମକ…

ମୁମ୍ବାଇ ମାଲାମାଲ୍‌: ଜାଣନ୍ତୁ କାହାକୁ ମିଳିଲା କେତେ ପୁରସ୍କାର ରାଶି

ମୁମ୍ବାଇ,୨୭।୩: ମହିଳା ପ୍ରିମିୟର ଲିଗର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିଥିବା ଦଳ ମାଲାମାଲ ହୋଇଛି। ଟ୍ରଫି ଜିତିବା ସହିତ…

ନିଖତ୍‌, ଲଭ୍‌ଲିନାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୭ା୩(ପି.ଟି.): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ରବିବାର ଭାରତ ପାଇଁ ଗୌରବ ଆଣିଛନ୍ତି ନିଖତ ଜରିନ ଓ ଲଭଲିନା ବୋରଗୋହେନ। ପ୍ରତିଯୋଗିତାରେ ଭାରତର ଆଧିପତ୍ୟ ଅବ୍ୟାହତ ରଖି ଦେଶପାଇଁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି…

ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ

କୋଲକାତା,୨୭।୩: ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମମତା ବାନାର୍ଜୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର ହୋଇପାରେ,…

ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିୟୋଲ.୨୭ ।୩: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ତାଙ୍କର ପ୍ରକୃତିରେ କୌଣସି ପରିବର୍ତ୍ତନ କରିପାରୁ ନାହାନ୍ତି । ଦକ୍ଷିଣ କୋରିଆ ସେନାର ସୂଚନା ଅନୁଯାୟୀ, ଉତ୍ତର କୋରିଆ ସୋମବାର ପୂର୍ବ ସାଗରରେ ଏକ ବାଲେଷ୍ଟିକ ମିଶାଇଲ ପରୀକ୍ଷା…

୨୦୨୪ରେ କଂଗ୍ରେସ ହେବ ଆହୁରି ମଜଭୁତ: ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଏମିତି କହିଲେ ଚିଦାମ୍ବରମ

ନୂଆଦିଲ୍ଲୀ,୨୬ ।୩: ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ରବିବାର କହିଛନ୍ତି କି ତାଙ୍କ ଦଳର ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭାରେ ଅଯୋଗ୍ୟତା କଂଗ୍ରେସକୁ ମଜଭୁତ କରିବ । ଏହାର ଫାଇଦା ଆଗାମୀ ବର୍ଷ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?