ଚାଇନାରେ ନିବେଶ ପାଇଁ ଆମେରିକାର ନୂଆ ନିୟମ…
ଓ୍ବାଶିଂଟନ/ବେଜିଂ,୬।୩ : ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଯୋଗୁ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ଚାଇନାରେ ଆମେରିକାର ପୁଞ୍ଜି ବିନିଯୋଗକୁ ନେଇ ଅନେକ ରିପୋର୍ଟ ଆସିଛି। ଏଥି ସହିତ ଏକ ରିପୋର୍ଟରେ କୁହାଯାଇଛି ଯେ ଆମେରିକା ସରକାର…
ସାଗାସାହି ସୋଲାର ମଡେଲ ଗ୍ରାମରେ ପରିଣତ
ଭୁବନେଶ୍ୱର,୬।୩: ଆର୍ସେଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ସୁନ୍ଦରଗଡ଼ ଜିଲାର କୋଇଡା ବ୍ଲକର ସାଗାସାହି ଗ୍ରାମକୁ ଏକ ସୋଲାର ମଡେଲ ଗ୍ରାମରେ ପରିଣତ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) ଅଭିଯାନ ଜରିଆରେ ସମ୍ପୃକ୍ତ…
ଆଜିଠୁ ବକ୍ସ ଅଫିସରେ ଟିକେଟ ବିକ୍ରି
ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଭାରତ, ଅଷ୍ଟ୍ରେଲିଆ ଓ ବିଶ୍ୱ ଚାମ୍ପିୟନ ଜର୍ମାନୀକୁ ନେଇ ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ମ୍ୟାଚ ଚଳିତ ମାସ ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ବକ୍ସ ଅଫିସ ଟିକେଟ…
ଅନ୍ତିମ ମ୍ୟାଚ ଖେଳିଲେ ସାନିଆ
ହାଇଦ୍ରାବାଦ, ୬ା୩ (ପି.ଟି.): ଭାରତୀୟ ଟେନିସ କିମ୍ବଦନ୍ତୀ ସାନିଆ ମିର୍ଜା ରବିବାର ତାଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ ରବିବାର ଖେଳିଛନ୍ତ, ଯେଉଁଠାରେ ସେ ଆରମ୍ଭ କରିଥିଲେ। ସ୍ଥାନୀୟ ଲାଲବାହାଦୁର ଷ୍ଟାଡିୟମରେ ସେ ରୋହନ ବୋପାନ୍ନା, ଯୁବରାଜ ସିଂ ଓ ତାଙ୍କ ବାନ୍ଧାବୀ…
ମହାରାଷ୍ଟ୍ର ଦଳଗତ ଚାମ୍ପିୟନ
ଭୁବନେଶ୍ୱର, ୬।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍ ଷ୍ଟାଡିୟମରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍ ଓ ଇନ୍ଡୋର କ୍ରୀଡ଼ା ଉଦ୍ଯାପିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର ଦଳଗତ ଚାମ୍ପିୟନ ହୋଇଥିବାବେଳେ କେରଳର କ୍ଲିମେଣ୍ଟ ଅଗଷ୍ଟିନ ଓ ତାମିଲନାଡ଼ୁର ପି. ଶିବକୁମାର ପୁରୁଷ…
ବିଜୁଙ୍କ ଜୟନ୍ତୀରେ ମିନି ମାରାଥନ
ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ମିନି ମାରାଥନ କଳିଙ୍ଗ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ମିନି ମାରାଥନକୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡର କାର୍ଯ୍ୟର୍ନିବାହୀ…
ଅବଶିଷ୍ଟ ଭାରତ ଟାଇଟଲ ବଜାୟ ରଖିଲା
ଗ୍ବାଲିୟର, ୬ା୩ (ପି.ଟି.): ମଧ୍ୟ ପ୍ରଦେଶକୁ ୨୩୮ ରନରେ ପରାସ୍ତ କରି ଅବଶିଷ୍ଟ ଭାରତ ଦଳ ସମ୍ମାନଜନକ ଇରାନୀ କପ୍ ଟାଇଟଲ ବଜାୟ ରଖିଛି। ଅସମ୍ଭବ ମନେ ହେଉଥିବା ୪୩୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ମଧ୍ୟ ପ୍ରଦେଶ ୫୮.…
ମୁଣ୍ଡପିଛା ଆୟ ୯ ବର୍ଷରେ ଦୁଇଗୁଣା
ନୂଆଦିଲ୍ଲୀ, ୬ା୩ : ଭାରତରେ ମୁଣ୍ଡପିଛା ଆୟ ୨୦୧୪-୧୫ ବର୍ଷ ତୁଳନାରେ ୨୦୨୨-୨୩ ବର୍ଷରେ ଦୁଇଗୁଣ ବଢ଼ି ୧,୭୨,୦୦୦ରେ ପହଞ୍ଚତ୍ଛି। ତେବେ ଆୟରେ ଅସମାନତା ଏକ ଚ୍ୟାଲେଞ୍ଜ ହୋଇ ରହିଛି। ୨୦୧୪-୧୫ ଆର୍ଥତ୍କ ବର୍ଷରେ ଭାରତୀୟଙ୍କ ବାର୍ଷିକ ମୁଣ୍ଡପିଛା ଆୟ ୮୬,୬୪୭…
ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା
ନୂଆଦିଲ୍ଲୀ, ୬ା୩ : ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁଥିବା ଆମେରିକାନ୍ ଏୟାରଲାଇନ୍ସର ଏକ ବିମାନରେ ଜଣେ ଭାରତୀୟ ଛାତ୍ର ନିଶାଗ୍ରସ୍ତ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଛନ୍ତି। ଘଟଣା ଜଣାପଡ଼ିବା ପରେ ଉକ୍ତ ଏୟାରଲାଇନ୍ସ ଆମେରିକା ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଆର୍ଯ୍ୟ ବୋହ୍ରା(୨୧)ଙ୍କୁ ବ୍ୟାନ୍…
ଆତ୍ମହତ୍ୟା ଅନୁମତି ମାଗିଲେ ୩ ପୁଲ୍ଓ୍ବାମା ଶହୀଦଙ୍କ ସ୍ତ୍ରୀ
ଜୟପୁର, ୬ା୩: ୨୦୧୯ ପୁଲ୍ଓ୍ବାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍ପିଏଫ୍ ଯବାନମାନଙ୍କ ପରିବାରକୁ ସେହି ସମୟରେ ବିଭିନ୍ନ ସହାୟତାର ପ୍ରତିଶ୍ରୁତି ଦିଆଯାଇଥିଲା। ତେବେ ରାଜସ୍ଥାନ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରି ନ ଥିବା ୩ ଶହୀଦଙ୍କ ବିଧବା ସ୍ତ୍ରୀମାନେ…
ଭିନ୍ନ ଜାତିରେ ବିବାହ: ଦମ୍ପତିଙ୍କୁ ୬ ଲକ୍ଷ ଜରିମାନା, ବାସନ୍ଦ
ଚାମରାଜନଗର, ୬ା୩ : କର୍ନାଟକର ଚାମରାଜନଗର ଜିଲାରେ ଭିନ୍ନ ଜାତିରେ ବିବାହ କରିଥିବା ଦମ୍ପତିଙ୍କ ଉପରେ ୬ ଲକ୍ଷ ଟଙ୍କା ଜରିମାନା ଲଗାଯିବା ସହ ସେମାନଙ୍କୁ ଗ୍ରାମରୁ ବାସନ୍ଦ କରାଯାଇଛି। ଜିଲାର କୋଲେଗାଲ ତାଲୁକ୍ ଅନ୍ତର୍ଗତ କୁନାଗାଲ୍ଲି ଗ୍ରାମରେ ଏହି ଘଟଣା…
ତାଇଓ୍ବାନ୍କୁ ମିଶ୍ରଣ ପ୍ରସ୍ତାବ ଦେଲା ଚାଇନା
ବେଜିଂ/ତାଇପେଇ,୬ା୩: ଚାଇନା ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗ୍ ରବିବାର ତାଇଓ୍ବାନ୍କୁ ‘ଶାନ୍ତିପୂର୍ଣ୍ଣ ପୁନଃ ଏକତ୍ରୀକରଣ’ ପ୍ରସ୍ତାବ ଦେଇଛନ୍ତି। ଏଥିସହ ତାଇଓ୍ବାନ୍ର ସ୍ବାଧୀନତାକୁ ବିରୋଧ କରିବା ପାଇଁ ଦୃଢ଼ ପଦକ୍ଷେପ ନେବା ଉପରେ ମତ ରଖିଛନ୍ତି। ଅନ୍ୟପକ୍ଷେ ଗଣତନ୍ତ୍ର ଓ ସ୍ବାଧୀନତା ପ୍ରତି ତାଇଓ୍ବାନ୍ବାସୀଙ୍କ…
Archives


