Home Middle

ମିଡ଼ିଆ ରିପୋର୍ଟକୁ ଖଣ୍ଡନ କଲେ ସରକାର: କରୋନା ଟିକାର ଖରାପ ପ୍ରଭାବ ନାହିଁ…

ନୂଆଦିଲ୍ଲୀ,୧୭।୧ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଗଣମାଧ୍ୟମର ରିପୋର୍ଟକୁ ଖଣ୍ଡନ କରିଛି। ଯେଉଁଥିରେ କୁହାଯାଇଛି ଯେ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସସିଓ) ର ଅଧିକାରୀମାନେ କୋଭିଡ -୧୯…

ଦକ୍ଷିଣ କୋରିଆ ୨-୧ ଗୋଲରେ ଜାପାନକୁ ହରାଇଲା…

ଭୁବନେଶ୍ୱର, ୧୭।୧: ହକି ବିଶ୍ୱକପ୍‌ର ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସୀୟ ଲଢ଼େଇରେ ଦକ୍ଷିଣ କୋରିଆ ଜାପାନକୁ ୨-୧ ଗୋଲରେ ହରାଇଛି। ଏଥିସହ ୨ ମ୍ୟାଚରୁ ଦକ୍ଷିଣ କୋରିଆ ପ୍ରଥମ ବିଜୟ ହାସଲ କରିଛି । ଦକ୍ଷିଣ କୋରିଆ ପକ୍ଷରୁ ଡବଲ…

ସ୍ବିଜରଲାଣ୍ଡ ରାଷ୍ଟ୍ରପତି ରୁଷିଆକୁ କଲେ କଡ଼ା ସମାଲୋଚନା: ଶାନ୍ତିପୂର୍ଣ୍ଣ ଦେଶ ଉପରେ କରାଯାଇଛି କ୍ରୁର ଆକ୍ରମଣ…

ଡାଭୋସ,୧୭।୧ : ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକର ଦୁର୍ବଳତା ଯୋଗୁଁ ସମଗ୍ର ବିଶ୍ୱରେ ଲୋକତନ୍ତ୍ରର ସଂଖ୍ୟା ହ୍ରାସ ପାଇଛି ଏବଂ ବିଶ୍ୱ ଏକ ଚରମ ସ୍ଥିତିରେ ପହଞ୍ଚିଛି। ମଙ୍ଗଳବାର ସ୍ବିଜରଲାଣ୍ଡ ରାଷ୍ଟ୍ରପତି ଆଲେନ ବର୍ସେଟ ଏହା କହିଛନ୍ତି। ସେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ…

୨୦୨୨ ପଞ୍ଚମ ସର୍ବାଧିକ ଉତ୍ତପ୍ତ ବର୍ଷ: ନାସା ରିପୋର୍ଟ…

ଓ୍ବାଶିଂଟନ,୧୭।୧ : ୨୦୨୨ରେ ପୃଥିବୀର ହାରାହାରି ତାପମାତ୍ରା ୨୦୧୫ ର ତାପମାତ୍ରା ସହିତ ସମାନ ହୋଇଛି। ୨୦୨୨ରେ ରେକର୍ଡ ହୋଇଥିବା ତାପମାତ୍ରା ଅନୁସାରେ ଏହାକୁ ପଞ୍ଚମ ସର୍ବାଧିକ ଉତ୍ତପ୍ତ ବର୍ଷ ଭାବେ ସ୍ଥାନିତ କରାଯାଇଛି। ନ୍ୟାଶନାଲ ଏରୋନେଟିକ୍ସ ଏବଂ ସ୍ପେସ ଆଡମିନିଷ୍ଟ୍ରେଶନ…

ଆସନ୍ତା ୨୬ରୁ ଡିଏଲ୍‌ ନବୀକରଣ ପାଇଁ ଅନ୍‌ଲାଇନ୍‌ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରୁ ଡ୍ରାଇଭିଂ ଲାଇସେନ୍ସ ନବୀକରଣ ପାଇଁ ଅନ୍‌ଲାଇନ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ ହେବ। ୪୦ ବର୍ଷରୁ ଅଧିକ ବୟସ ଆବେଦନକାରୀଙ୍କ ପାଇଁ ଏହି ନିମୟ ଲାଗୁ ହେବ। ତେବେ ନୂତନ ଲର୍ନର୍ସ ଲାଇସେନ୍ସ (ଏଲ୍‌ଏଲ୍‌ଆର) କିମ୍ବା ଡ୍ରାଇଭିଂ…

ବ୍ୟବସାୟୀଙ୍କୁ ଆଶ୍ୱସ୍ତି: ତାଜମହଲର ଅଧା କିଲୋମିଟର ପରିସର ମଧ୍ୟରୁ ହଟିବନି ୫୦୦ ଦୋକାନ…

ନୂଆଦିଲ୍ଲୀ,୧୭।୧: ତାଜମହଲର ଅଧା କିଲୋମିଟର ପରିସର ମଧ୍ୟରୁ ୫୦୦ ଦେକାନ ହଟିବନି। ଏଭଳି ନିର୍ଦ୍ଦେଶ ପ୍ରଦାନ କରି ବ୍ୟବସାୟିକ କାର୍ଯ୍ୟକଳାପକୁ ବନ୍ଦ କରିବା ମାମଲାରେ ସୁପ୍ରିମକୋର୍ଟର ବ୍ୟବସାୟୀଙ୍କୁ ଦିଆଯାଇଥିବା ଆଶ୍ୱସ୍ତି କାଏମ ରଖିଛନ୍ତି। ସୁପ୍ରିମକୋର୍ଟରେ ଜଷ୍ଟିସ ସଞ୍ଜୟ କିଶନ କୌଲଙ୍କ ନେତୃତ୍ୱରେ…

ହିମାଚଳ ପ୍ରଦେଶରେ ପରାଜୟ ସତ୍ତ୍ୱେ ନଡ୍ଡା କାହିଁକି ହେଲେ ଭାଜପା ଅଧ୍ୟକ୍ଷ? ଚଳିତ ବର୍ଷ ତାଙ୍କ ଲାଗି ‘ଅଗ୍ନିପଥ’

ନୂଆଦିଲ୍ଲୀ,୧୭।୧: ଭାଜପା କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ଜେ.ପି. ନଡ୍ଡାଙ୍କୁ ପୁଣିଥରେ ଅଧ୍ୟକ୍ଷ କରାଯାଇଛି। ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତାଙ୍କ କାର୍ଯ୍ୟକାଳକୁ ଜୁନ୍‌ ୨୦୨୪ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ରାଜନାଥ ସିଂହ, ଲାଲକୃଷ୍ଣ ଆଡଭାଣୀ ଦୁଇ କିମ୍ବା…

ମୂଳ ଭାରତୀୟ କୃଷ୍ଣା ଏମଏଲକେଙ୍କୁ ସ୍ବତନ୍ତ୍ର ଗ୍ରାଣ୍ଡ ପରେଡ଼ ସମ୍ମାନ…

ଓ୍ବାଶିଂଟନ,୧୭।୧ : ମାର୍ଟିନ ଲୁଥର୍‌ କିଙ୍ଗ ଗ୍ରାଣ୍ଡ ପ୍ୟାରେଡ ସ୍ବତନ୍ତ୍ର ସମ୍ମାନରେ ଆମେରିକୀୟ ତଥା ମୂଳ ଭାରତୀ କୃଷ୍ଣ ଭାଭିଲାଙ୍କୁ ସମ୍ମାନିତ କରାଯାଇଛି। କୃଷ୍ଣ ଭାଭିଲା ହଷ୍ଟୋନିଆନ ଏବଂ ଫାଉଣ୍ଡେସନ ଫର୍‌ ଇଣ୍ଡିଆ ଷ୍ଟଡିଜର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଅଟନ୍ତି। ସେ…

୩ ସପ୍ତାହ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କଲେ ପ୍ରଚଣ୍ଡ: କ୍ୟାବିନେଟରେ ୧୫ ସାମିଲ…

କାଠମାଣ୍ଡୁ,୧୭।୧ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ କାର୍ଯ୍ୟଭାର ଗ୍ରହଣ କରିବାର ପ୍ରାୟ ତିନି ସପ୍ତାହ ପରେ ମଙ୍ଗଳବାର ଦିନ କ୍ୟାବିନେଟକୁ ସମ୍ପ୍ରସାରଣ କରିଛନ୍ତି। ମେଣ୍ଟ ଚୁକ୍ତିନାମାକୁ ଚୂଡ଼ାନ୍ତ କରି ପ୍ରଥମ ସମ୍ପ୍ରସାରଣରେ ମୋଟ ୧୫ ଜଣ ମନ୍ତ୍ରୀଙ୍କୁ…

ପାକିସ୍ତାନ ନିର୍ବାଚନ ଆୟୋଗଙ୍କ କଡ଼ା ପଦକ୍ଷେପ: ସମ୍ପତ୍ତି ତଥ୍ୟ ନ ଦେବାରୁ ୨୭୧ ସାଂସଦ-ବିଧାୟକ ନିଲମ୍ବିତ…

ଇସଲାମାବାଦ,୧୭।୧ : ପାକିସ୍ତାନର ନିର୍ବାଚନ ଆୟୋଗ ସାଂସଦ ଓ ବିଧାୟକଙ୍କ ବିରୋଧରେ ସେମାନଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ଦାଖଲ ନ କରିବା ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆୟୋଗ ୨୭୧ ସାଂସଦ-ବିଧାୟକଙ୍କୁ ସେମାନଙ୍କ ସଦସ୍ୟତାରୁ ନିଲମ୍ବିତ କରିଛନ୍ତି। ଜାରି ବିବୃତ୍ତିରେ…

ହା ଅନ୍ନ: ଗିଲଗିଟ୍‌-ବଲ୍ଟିସ୍ତାନରେ ଭୋକ ମୃତ୍ୟୁ ଆଶଙ୍କା…

ଇସଲାମାବାଦ,୧୭।୧ : ପାକିସ୍ତାନ ଅଧିକୃତ କାଶ୍ମୀର ଏବଂ ଗିଲଗିଟ-ବଲ୍ଟିସ୍ତାନରେ ଖାଦ୍ୟ ଅଭାବ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି ହେତୁ ସପ୍ତାହେ ଧରି ସରକାରଙ୍କ ବିରୋଧରେ ଲୋକେ ପ୍ରଦର୍ଶନ କରୁଛନ୍ତି। ବିଭିନ୍ନ ବର୍ଗର ଲୋକମାନେ ରାଜପଥ ଅବରୋଧ କରି ଟାୟାର ଜାଳି ସରକାରଙ୍କ ଉପରେ…

ସାପ୍ତାହିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା କମିଛି। ଲଗାତାର ଦୁଇ ଦିନ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri