Home Middle

କାଲିଫର୍ନିଆରେ ବନ୍ୟା: ଲକ୍ଷାଧିକ ପ୍ରଭାବିତ

ଲସ୍‌ଏଞ୍ଜେଲ୍ସ, ୨୩।୩: ଆମେରିକାର କାଲିଫର୍ନିଆରେ ଝଡ଼, ବର୍ଷା ଯୋଗୁ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ଲଗାଣ ବର୍ଷା ଫଳରେ ଟୁଲେ ନଦୀରେ ବନ୍ୟା ଆସିବାରୁ ୧୪,୦୦୦ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଆଉ ୪୭,୦୦୦ ଲୋକଙ୍କୁ ସ୍ଥାନ ଛାଡ଼ିବା ପାଇଁ…

ଆଉ ଜଣେ ପୁଟିନ୍‌ ସମାଲୋଚକଙ୍କ ମୃତ୍ୟୁ

ମସ୍କୋ,୨୩ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଆଉ ଜଣେ ସମାଲୋଚକଙ୍କ ମୃତ୍ୟୁ ଘଟିଛି। ୩୫ ବର୍ଷୀୟ କଣ୍ଠଶିଳ୍ପୀ ଡିମା ନୋଭା (ପ୍ରକୃତ ନାମ ଡିମିଟ୍ରି ସିର୍‌ଗୁନୋଭ୍‌) ଲୋକପ୍ରିୟ ଇଲେକ୍ଟ୍ରୋନିକ୍‌ ଗ୍ରୁପ୍‌ କ୍ରିମ୍‌ ସୋଡାର ପ୍ରତିଷ୍ଠାତା ଥିଲେ। ମାର୍ଚ୍ଚ ୧୯ରେ ସେ ନିଜ…

ଟ୍ରମ୍ପ୍‌ଙ୍କ ଜୀବନରେ ଷ୍ଟର୍ମି ଝଡ଼

ଓ୍ବାଶିଂଟନ,୨୩ା୩: ୨୦୨୪ରେ ହ୍ବାଇଟ୍‌ ହାଉସ୍‌କୁ ପୁଣି ପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜୀବନରେ ଉଠିଛି ଷ୍ଟର୍ମି ଝଡ଼। ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସଙ୍କ ସହ ରିପବ୍ଲିକାନ୍‌ ନେତା ଟ୍ରମ୍ପ୍‌ଙ୍କ ଯୌନ ସମ୍ପର୍କ ରହିଥିଲା।…

ଆର୍ଜେଣ୍ଟିନା-ଚିଲିରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫, ୬.୩

ବୁଇନସ ଏରିସ/ସାଣ୍ଟିଆଗୋ,୨୩ ।୩: ଆର୍ଜେଣ୍ଟିନାରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଭୂକମ୍ପ ସମ୍ପର୍କରେ ସୂଚନା ଦେଇଛି । ୟୁଏସ ଜିଓଲଜିକାଲ ସର୍ଭେ ଆର୍ଜେଣ୍ଟିନାର ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସର ଉତ୍ତର-ଉତ୍ତର ପଶ୍ଚିମରୁ ୮୪…

ଭାରତକୁ ୨୧ ରନ୍‌ରେ ପରାସ୍ତ କରି ସିରିଜ୍‌ ହାତେଇଲା ଅଷ୍ଟ୍ରେଲିଆ 

ଚେନ୍ନାଇ,୨୨।୩: ଚେନ୍ନାଇରେ ଖେଳାଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ଭାରତ ୨୧ ରନ୍‌ରେ ପରାସ୍ତ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ଅଷ୍ଟ୍ରେଲିଆ ୨-୧ରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ୨୭୦ ରନ୍‌ର ବିଜୟ ଲକ୍ଷ୍ୟ…

ପରୀକ୍ଷା ପୂର୍ବରୁ ୟୁଟ୍ୟୁବ୍‌ରେ ପ୍ରଶ୍ନୋତ୍ତର

ବରଗଡ଼ ଅଫିସ୍‌,୨୨ା୩: ରାଜ୍ୟରେ ଗତ ୨୧ ତାରିଖରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ବାର୍ଷିକ ପରୀକ୍ଷା ଚାଲିଛି। ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ ଛାତ୍ରୀଛାତ୍ର ପରୀକ୍ଷା ଦିବସରେ ଯେଉଁ ବିଷୟ ଉପରେ ପରୀକ୍ଷା ଦେବେ,…

ବଦଳିଲା ଆଇପିଏଲ୍‌ ନିୟମ

ନୂଆଦିଲ୍ଲୀ,୨୨।୩: ଆଇପିଏଲ୍‌ ୨୦୨୩ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ମାର୍ଚ୍ଚ ୩୧ରେ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଦୁଇ ମାସ ଧରି ହେବାକୁ ଥିବା ଏହି ଟୁର୍ନାମେଣ୍ଟର ନିୟମରେ ଅନେକ ପରିବର୍ତ୍ତନ କରାଯାଇଛି, ଯାହା ଖେଳକୁ ଆହୁରି ରୋମାଞ୍ଚକର କରିବ। ଟି୨୦…

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ୨୦୨୩ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପଦ୍ମ ପୁରସ୍କାର ମଧ୍ୟରୁ ୬ ପଦ୍ମ ବିଭୂଷଣ, ୯ ପଦ୍ମ ଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯାଇଛି। ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା। ରାଜ୍ୟ…

ଟିକ୍‌ଟକ୍‌ ବ୍ୟାନ୍‌ କରିବ ଆମେରିକା

ଓ୍ବାଶିଂଟନ,୨୨ା୩: ଚାଇନାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟିକ୍‌ଟକ୍‌କୁ ଆମେରିକା ବ୍ୟାନ୍‌ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି। ଏହି ଆପ୍‌ ଯୋଗୁ ବଢୁଥିବା ଅନ୍ତର୍ଜାତୀୟ ସୁରକ୍ଷାକୁ ନେଇ ଆମେରିକା ବହୁ ଚିନ୍ତିତ। ତେବେ ବିଶେଷଜ୍ଞମାନେ କୁହନ୍ତି, ଏହି ଆପ୍‌କୁ ନିଷିଦ୍ଧ କରିବା ପାଇଁ…

ମୃତ ୩ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ): ବୁଧବାର ସୋନପୁର-ବିନିକା ରାସ୍ତା ଶରଧାପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଏକ କାର୍‌ ୪ ଛାତ୍ରଙ୍କ ଉପରେ ମାଡ଼ିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ…

ଭାରତକୁ ୨୭୦ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୨୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆରେ ଚେନ୍ନାଇରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ୨୭୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। କଙ୍ଗାରୁ ଦଳ ୪୯ ଓଭରରେ ୨୬୯ ରନ ସଂଗ୍ରହ କରି ଅଲଆଉଟ ହୋଇଯାଇଛି। ଓପନର୍‌ ମିଚେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?