Home Middle

ଚେତାବନୀ ସତ୍ତ୍ୱେ ସୁଧୁରୁନି ଉତ୍ତର କୋରିଆ

ସିଓଲ,୨୨ା୩: ବୁଧବାର ଉତ୍ତର କୋରିଆ ଏହାର ପୂର୍ବ ଉପକୂଳରୁ ଅନେକ କ୍ରୁଜ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା ଦକ୍ଷିଣ କୋରିଆ ସେନା ସୂଚନା ଦେଇଛନ୍ତି। ଚେତାବନୀ ସତ୍ତ୍ୱେ ଉତ୍ତର କୋରିଆ କ୍ରମାଗତ ଭାବରେ କ୍ଷେପଣାସ୍ତ୍ର ପରୀକ୍ଷା ଜାରି ରଖିଛି। ଦକ୍ଷିଣ କୋରିଆ ଏବଂ…

୨୦୨୩ ମଧ୍ୟଭାଗରେ ଆରମ୍ଭ ହୋଇପାରେ ଚନ୍ଦ୍ରାୟନ-୩, ଆଦିତ୍ୟ-ଏଲ୍‌-୧: ଇସ୍ରୋ…

ବେଙ୍ଗାଲୁରୁ,୨୨।୩ : ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଙ୍ଶନ (ଇସ୍ରୋ)ର ଅଧ୍ୟକ୍ଷ ଏସ ସୋମନାଥ ବୁଧବାର କହିଛନ୍ତି ଯେ ଚଳିତ ବର୍ଷ ମଧ୍ୟଭାଗରେ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଏବଂ ପ୍ରଥମ ସୌର ମିଶନ ଆଦିତ୍ୟ ଏଲ-୧ ଆରମ୍ଭ ହୋଇପାରେ। ଫିଜିକାଲ…

ବଢ଼ିଲା କରୋନା ସଂକ୍ରମଣ: ପ୍ରଧାନମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ…

ନୂଆଦିଲ୍ଲୀ,୨୨।୩ : ଦେଶରେ ବଢୁଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତୀୟ ବୈଠକ କରିବେ। ଏହି ସମୟରେ ଦେଶରେ କରୋନା ସ୍ଥିତିର ସମୀକ୍ଷା କରାଯିବ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ଏହି ଉଚ୍ଚ ସ୍ତରୀୟ ବୈଠକକୁ ହକାଇଛନ୍ତି।…

ତାତି ଯୋଗୁ ୭ ବର୍ଷରେ ଚାକିରି ହରାଇବେ ୮ କୋଟି ଲୋକ, ଭାରତରେ ୩ କୋଟି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୩ : ଗତ ସପ୍ତାହରେ ବର୍ଷା ଯୋଗୁ ଏବଂ ଚଳିତ ସପ୍ତାହ ଆରମ୍ଭରେ, ପାଗ ବଦଳିବା ପୂର୍ବରୁ ହଠାତ ଉତ୍ତାପ ବୃଦ୍ଧି ପାଇବାରେ ଲାଗିଥିଲା। ଏଥି ସହିତ, ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ଯେ ଚଳିତ ବର୍ଷ ଗ୍ରୀଷ୍ମ ଲହର…

ଓଡ଼ିଶା ବୋହୂ ‘ନିଶା’ଆମେରିକା ଫାଇନାନ୍ସ କମ୍ପାନୀର ଡେପୁଟି ସିଇଓ…

ଓ୍ବାଶିଂଟନ,୨୨।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମୂଳ ଭାରତୀୟ-ଆମେରିକୀୟ ନିଶା ଦେଶାଇ ବିଶ୍ବାଳଙ୍କୁ ଆମେରିକାର ଇଣ୍ଟରନ୍ୟାଶନାଲ ଡେଭେଲପ୍ମେଣ୍ଟ ଫାଇନାନ୍ସ କମ୍ପାନୀର ଡେପୁଟି ସିଇଓ ଭାବେ ମନୋନୀତ କରିଛନ୍ତି। ନିଶା ହେଉଛନ୍ତି ଓଡ଼ିଶାର ବୋହୂ। ସେ ଓଡ଼ିଶାର ଅନୁଗୋଳର ପୁଅ ସୁବ୍ରତ…

ସୋସିଆଲ ମିଡ଼ିଆରେ ହେଉଛି ମିଥ୍ୟା ପ୍ରଚାର: ପଞ୍ଜାବ ସ୍ଥିତି ନେଇ କହିଲେ ଭାରତୀୟ ଉଚ୍ଚାୟୁକ୍ତ…

ଲଣ୍ଡନ,୨୨।୩ : ବ୍ରିଟେନରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ବିକ୍ରମ ଦୋରାଇସ୍ବାମୀ ସୋସିଆଲ ମିଡ଼ିଆରେ ଭାରତ ବିରୋଧରେ ଜାରି ରହିଥିବା ମିଥ୍ୟା ପ୍ରଚାର ସମ୍ପର୍କରେ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ପଞ୍ଜାବର ସ୍ଥିତି ନେଇ ପ୍ରସାରିତ ହେଉଥିବା ଭିଡ଼ିଓର କୌଣସି ସତ୍ୟତା…

୬ଜି ଭିଜନ୍‌ ଡକ୍ୟୁମେଣ୍ଟ ଉନ୍ମୋଚିତ, ସହର ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଇଣ୍ଟରନେଟ ୟୁଜର: ମୋଦି

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତରେ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ୟୁନିଅନର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଅଭିନବ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ଭାରତ ୬ଜି ଭିଜନ…

ଟସ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…

ଚେନ୍ନାଇ,୨୨।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚେନ୍ନାଇରେ ୩ ଟିକିଆ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଖେଳା ଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍‌ ଟସ ଜିତି…

୭୮,୮୦୦ କୋଟିର ବଜେଟ ଉପସ୍ଥାପନ: ୨ ବର୍ଷରେ ହଟିବ ୩ ଆବର୍ଜନା ଗଦା …

ନୂଆଦିଲ୍ଲୀ,୨୨।୩ : ଦିଲ୍ଲୀ ବିଧାନସଭାରେ ୨୦୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଇଛି। ବଜେଟ ଉପସ୍ଥାପନ କରିବା ପୂର୍ବରୁ କୈଲାସ ଗେହଲୋଟ କହିଛନ୍ତି ଯେ ମାତା ରାନୀଙ୍କ ଅନୁଗ୍ରହରେ ଚଳିତ ଆର୍ଥିକ ବର୍ଷ ସମସ୍ତଙ୍କ ପାଇଁ ଅନେକ ଅଗ୍ରଗତି ଆଣିବାକୁ ଯାଉଛି।…

ଭୂକମ୍ପରେ ଥରିଲା ନ୍ୟୁଜ ରୁମ୍‌, ଭୟଭୀତ ନ ହୋଇ ଖବର ପଢ଼ିଲେ ଉପସ୍ଥାପକ, ଭିଡ଼ିଓ ଭାଇରାଲ…

ଇସଲାମାବାଦ,୨୨।୩ : ମାର୍ଚ୍ଚ ୨୧ ରାତିରେ ପାକିସ୍ତାନରେ ଭୂକମ୍ପ ଅନୁଭୁତ ହୋଇଥିଲା। ଏହା ସତ୍ତ୍ୱେ ଏକ ନ୍ୟୁଜ ଚ୍ୟାନେଲର ଉପସ୍ଥାପକ ଲାଇଭ ନ୍ୟୁଜ ପଢ଼ି ଚାଲିଥିଲେ। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ…

ଏସିଆରେ ନାଟୋର ବିସ୍ତାରକୁ ଚାଇନା-ରୁଷିଆ କଲେ ବିରୋଧ…

ମସ୍କୋ/ବେଜିଂ,୨୨।୩ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବେ ରୁଷିଆ ଗସ୍ତରେ ଅଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଚାଇନା ପ୍ରତିପକ୍ଷ ଜିନପିଙ୍ଗ ଦୁଇ ଦେଶ ମଧ୍ୟରେ ସମ୍ପର୍କର ଏକ ନୂତନ ଯୁଗର ଆରମ୍ଭ ବିଷୟରେ କହିଛନ୍ତି। ଏହା ବ୍ୟତୀତ…

ଆମକୁ ମିଳୁନି ଦିନକୁ ଦୁଇଥର ଖାଦ୍ୟ: କିମ୍‌ଙ୍କ ଝିଅଙ୍କ ମେଦବହୁଳତା ନେଇ ଲୋକେ ଅସନ୍ତୁଷ୍ଟ…

ପ୍ୟୋଙ୍ଗୟାଙ୍ଗ,୨୨।୩ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ବର୍ତ୍ତମାନ ତାଙ୍କ ଝିଅ ମଧ୍ୟ ଗଣମାଧ୍ୟମର ହେଡଲାଇନରେ ଅଛନ୍ତି। ବାସ୍ତବରେ, ଗତ ସପ୍ତାହରେ, ଯେତେବେଳେ ଉତ୍ତର କୋରିଆ ଇଣ୍ଟରକଣ୍ଟିନେଣ୍ଟାଲ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?