ସମଲିଙ୍ଗୀ ସମ୍ପର୍କ ରଖିଲେ ମିଳିବ ମୃତ୍ୟୁ ଦଣ୍ଡାଦେଶ…
କାମ୍ପଲା,୨୨।୩ : ଆଫ୍ରିକୀୟ ଦେଶ ଉଗାଣ୍ଡାର ସଂସଦ ଏକ ବିଲ ପାରିତ କରିଛି ଯେଉଁଥିରେ ସମଲିଙ୍ଗୀ ସମ୍ପର୍କକୁ ପ୍ରକାଶ କରିବା ଅପରାଧ ବୋଲି ଘୋଷଣା କରାଯାଇଛି। ଏହି ବିଲରେ ସମଲିଙ୍ଗୀ ସମ୍ପର୍କ ରଖିଲେ ମୃତ୍ୟୁ ଦଣ୍ଡାଦେଶ କରିବାକୁ ବ୍ୟବସ୍ଥା ରଖାଯାଇଛି। ଏହା…
ସଂସଦକୁ ବିଭ୍ରାନ୍ତ କରିଥିଲି, ହେଲେ ଉଦ୍ଦେଶ୍ୟ ମନ୍ଦ ନ ଥିଲା: ବୋରିସ ଜନସନ…
ଲଣ୍ଡନ,୨୨।୩ : ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ସ୍ବୀକାର କରିଛନ୍ତି ଯେ ସେ ’ପାର୍ଟିଗେଟ’ ମାମଲାରେ ସଂସଦକୁ ବିଭ୍ରାନ୍ତ କରିଛନ୍ତି। ତେବେ ଜନସନ ଏହା ମଧ୍ୟ କହିଛନ୍ତି ଯେ ଅଜାଣତରେ ଏହା ତାଙ୍କ ତରଫରୁ ଘଟିଛି। ତାଙ୍କର ଉଦ୍ଦେଶ୍ୟ ମନ୍ଦ…
ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି: ଏଏପି…
ନୂଆଦିଲ୍ଲୀ,୨୨।୩ : ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି ବୋଲି କହି ଆମ ଆଦମୀ ପାର୍ଟି ଭାଜପାକୁ କଡ଼ା ସମାଲୋଚନା କରିଛି। ଏଏପି ପକ୍ଷରୁ ଟୁଇଟ କରାଯାଇ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପୋଷ୍ଟର…
ପ୍ରଧାନମନ୍ତ୍ରୀଙ୍କ ବିରୋଧୀ ପୋଷ୍ଟର, ୧୦୦ ମାମଲା ରୁଜୁ ,୬ ଗିରଫ…
ନୂଆଦିଲ୍ଲୀ,୨୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟର ଲଗାଇବା ନେଇ ଦିଲ୍ଲୀ ପୋଲିସ ୧୦୦ ଟି ଏଫଆଇଆର ପଞ୍ଜିକରଣ କରିଥିବାବେଳେ ଏହି ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସ୍ବତନ୍ତ୍ର ସିପି ଦୀପେନ୍ଦ୍ର ପାଠକ ନ୍ୟୁଜ ଏଜେନ୍ସିକୁ ଏହି…
୨୦୦ କୋଟି ଲୋକଙ୍କୁ ମିଳୁନି ପାନୀୟ ଜଳ : ଜାତିସଂଘ ରିପୋର୍ଟ…
ଜେନେଭା,୨୨।୩ : ବିଶ୍ୱରେ ଜଳ ଅଭାବ ଯୋଗୁ ବହୁ ଦେଶ ସଙ୍କଟ ଦେଇ ଗତି କରୁଛନ୍ତି। ଏହା ଯୋଗୁ ସମ୍ପୃକ୍ତ ଦେଶରେ ସମସ୍ୟା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୦ କୋଟି ଲୋକ ଅର୍ଥାତ ବିଶ୍ୱ…
ଭାରତ ସମେତ ୭ ଦେଶରେ ଭୂକମ୍ପ, ପାକିସ୍ତାନରେ ୧୩ ମୃତ-୨୦୦ରୁ ଅଧିକ ଆହତ: ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା… …
ନୂଆଦିଲ୍ଲୀ/ଇସଲାମାବାଦ/କାବୁଲ,୨୨।୩ : ଭାରତ ସମେତ ୭ ଦେଶରେ ଭୂକମ୍ପ ଅନୁଭୁତ ହୋଇଛି। ଆଫଗାନିସ୍ତାନରେ ଅଧିକ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ପାକିସ୍ତାନ, ଚାଇନା ସମେତ ଅନ୍ୟ କେତେକ ଦେଶରେ ଦୀର୍ଘ ସମୟ ଧରି କମ୍ପୁଥିଲା। ପାକିସ୍ତାନରେ ଇସଲାମାବାଦ ସମେତ ପଞ୍ଜାବ, ଖାଇବର…
ଚେନ୍ନାଇରେ ଶେଷ ଏକ ଦିବସୀୟ ମ୍ୟାଚ: ଟିମ୍ ଇଣ୍ଡିଆ ପାଇଁ କର ବା ମର ସ୍ଥିତି…
ଚେନ୍ନାଇ,୨୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ବୁଧବାର ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କର ବା ମର ସ୍ଥିତିରେ ଟିମ୍…
ଦୈନିକ ସଂକ୍ରମଣ ନେଇ ଆତଙ୍କ: ୨୪ ଘଣ୍ଟାରେ ୧,୧୩୩ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…
ଆସୁଛି ଆଉ ଏକ ପଶ୍ଚିମା ଝଡ଼
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ…
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ
ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା…
ଭାରତରେ ମାନବାଧିକାର ଉଲ୍ଲଂଘନର ଅସଂଖ୍ୟ ଦୃଷ୍ଟାନ୍ତ
ଓ୍ବାଶିଂଟନ,୨୨ା୩: ଭାରତରେ ମାନବାଧିକାର ସ୍ଥିତି ଅତ୍ୟନ୍ତ ଖରାପ ହୋଇଯାଇଛି। ଦେଶରେ ଧର୍ମୀୟ ସଂଖ୍ୟାଲଘୁ, ବିରୋଧୀ ଓ ଖବରଦାତାମାନଙ୍କୁ ଟାର୍ଗେଟ କରାଯାଉଛି ବୋଲି ଆମେରିକା ପରରାଷ୍ଟ୍ର ବିଭାଗ ପକ୍ଷରୁ ସୋମବାର ଜାରି କରାଯାଇଥିବା ବାର୍ଷିକ ରିପୋର୍ଟରେ ଦର୍ଶାଯାଇଛି। ବିଭାଗୀୟ ମୁଖ୍ୟ ଆଣ୍ଟୋନି ବ୍ଲିଙ୍କେନ୍ଙ୍କ…
ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ବୈଧ
ନୂଆଦିଲ୍ଲୀ,୨୨ା୩: ସ୍ୟାଟ୍ ଉଚ୍ଛେଦ ନେଇ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୨ରେ ଜାରି କରିଥିବା ବିଜ୍ଞପ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ସାମ୍ବିଧାନିକ ଭାବେ ବୈଧ ଦର୍ଶାଇ ବଳବତ୍ତର ରଖିଛନ୍ତି। ସ୍ୟାଟ୍ ଉଚ୍ଛେଦ ଲାଗି ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୟାଟ୍ ବାର୍ ଆସୋସିଏଶନ୍ ପକ୍ଷରୁ…

