Home Middle

ମୋଦିଙ୍କୁ ଖୁସି କରିବା ମମତା ଦିଦିଙ୍କ ଲକ୍ଷ୍ୟ: ଅଧିର ରଞ୍ଜନ…

ନୂଆଦିଲ୍ଲୀ,୨୦।୩ : ୨୦୨୪ ନିର୍ବାଚନ ପୂର୍ବରୁ ଟିଏମସି ମୁଖ୍ୟ ମମତା ବାନାର୍ଜୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ମମତା ବାନାର୍ଜୀ କହିଛନ୍ତି, ଯଦି ରାହୁଲ ବିରୋଧୀ ଦଳର ନେତା ରହିବେ ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି…

ଆଇପିଏଲ ଉପରେ ପୁଣି କରୋନା ସଙ୍କଟ: ଖେଳାଳି ଆକ୍ରାନ୍ତ ହେଲେ ୭ ଦିନିଆ କ୍ୱାରାଣ୍ଟାଇନ…

କୋଲକାତା,୨୦।୩ : ୩୧ ମାର୍ଚ୍ଚରୁ ଆଇପିଏଲ ଆରମ୍ଭ ହେଉଛି। ଏଥିପାଇଁ ବୋର୍ଡ ସମସ୍ତ ପ୍ରସ୍ତୁତି ଚଳାଇଛି। ଆଇପିଏଲ ଦଳ ମଧ୍ୟ ପ୍ରସ୍ତୁତ ଅଛନ୍ତି। ଭାରତରେ ପଡିଆ ମଧ୍ୟ ପ୍ରସ୍ତୁତ। ଆଇପିଏଲ ୨୦୨୩ ପୂର୍ବରୁ ବୋର୍ଡର ଚିନ୍ତା ବଢ଼ିଚାଲିଛି। କାରଣ ଦେଶରେ କରୋନା…

ଇଡିରେ ହାଜର ହେଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀର ଅବକାରୀ ଦୁର୍ନୀତିରେ ଫସି ରହିଥିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ବିଆରଏସ ବିଧାୟକ କେ. କବିତା ଇଡିରେ ସୋମବାର ହାଜର ହୋଇଛନ୍ତି। କବିତା ଦିଲ୍ଲୀର ପିତାଙ୍କ ବାସଭବନରୁ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅବକାରୀ ଦୁର୍ନୀତିରେ…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ…

ଦିଲ୍ଲୀରେ ପ୍ରତିଦିନ ୧୬ ହଜାର ଇ-ଚାଲାଣ: ୨୦୨୨ରେ ସର୍ବାଧିକ ଜରିମାନା ଆଦାୟ…

ନୂଆଦିଲ୍ଲୀ,୨୦।୩ : ଭାରତର ୧୧୫ ଟି ସହର ମଧ୍ୟରେ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଟିଏମଏସ) ମାଧ୍ୟମରେ ଜାରି କରାଯାଇଥିବା ଇ-ଚାଲାଣ ସଂଖ୍ୟାରେ ଦିଲ୍ଲୀ ଶୀର୍ଷରେ ରହିଛି। ସଡକ ଏବଂ ପରିବହନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି ଯେ ଦିଲ୍ଲୀ ମଧ୍ୟ ଇ-ଚାଲାଣ…

ଦେଶରେ ଏକ ଲକ୍ଷ କୋଟିର ଶତ୍ରୁ ସମ୍ପତ୍ତି : ବିକ୍ରି ପ୍ରକ୍ରିୟା ଆରମ୍ଭ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୦।୩ : ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ଥିବା ଶତ୍ରୁ ସମ୍ପତ୍ତିର ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏସବୁ ହେଉଛି ପାକିସ୍ତାନ ଏବଂ ଚାଇନା ସହିତ ଯୁଦ୍ଧ ପରେ ସେଠାରେ ନାଗରିକତ୍ୱ ନେଇଥିବା ଲୋକମାନଙ୍କ ଦ୍ୱାରା ଛାଡି ଦିଆଯାଇଥିବା ଅସ୍ଥାବର ସମ୍ପତ୍ତି।…

ସି ଜିନ୍‌ପିଙ୍ଗ୍‌ଙ୍କ ରୁଷିଆ ଯାତ୍ରା

ବେଜିଂ,୨୦ା୩: ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନଙ୍କ ନିମନ୍ତ୍ରଣରେ ମାର୍ଚ୍ଚ ୨୦ରୁ ୨୨ପର୍ଯ୍ୟନ୍ତ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ରୁଷିଆ ଗସ୍ତ କରିବେ। ଏହା ବନ୍ଧୁତ୍ୱର ଯାତ୍ରା, ସହଯୋଗର ଯାତ୍ରା ଏବଂ ଶାନ୍ତିର ଯାତ୍ରା, ଯାହା ଚାଇନା ଏବଂ ରୁଷିଆ ମଧ୍ୟରେ ବ୍ୟାପକ…

ଆଣ୍ଟିବାୟୋଟିକ ନେଇ ସଂଶୋଧିତ ମାର୍ଗଦର୍ଶିକା ଜାରି କଲା ଆଇସିଏମଆର…

ନୂଆଦିଲ୍ଲୀ,୨୦।୩ : ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଗତ ଏକ ସପ୍ତାହ ମଧ୍ୟରେ ସାରା ଦେଶରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏକ ସଂଶୋଧିତ ମାର୍ଗଦର୍ଶିକା ଜାରି କରିଛି। ଆଇସିଏମଆର ହେଲଥ ଇନଫରମେଟିକ୍ସ ଅନୁସନ୍ଧାନକାରୀ ଡ.…

ସରିଲା ମାଟ୍ରିକ ପରୀକ୍ଷା

କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ…

ଭାରତରେ ପହଞ୍ଚିଲେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୩: ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ୨ ଦିନିଆ ଭାରତ ଗସ୍ତରେ ଆସି ସୋମବାର ନୂଆଦିଲ୍ଳୀରେ ପହଞ୍ଚିଛନ୍ତି। କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦଶେଖର ତାଙ୍କୁ ବିମାନ ବନ୍ଦରରେ ସ୍ବାଗତ କରିଥିଲେ। ପ୍ରତିରକ୍ଷା, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ଉଚ୍ଚ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ…

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୨୪ ଘଣ୍ଟାରେ ୯୧୭ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?