Home Middle

ପାକିସ୍ତାନର ପେଶାୱରରେ ପୋଲିସ ଟିମ ଉପରେ ଆତଙ୍କବାଦୀ ଆକ୍ରମଣ, ଡିଏସପି ସମେତ ୩ ପୋଲିସ ମୃତ

ପେଶାୱର,୧୪ ।୧: ପାକିସ୍ତାନରେ ପୁଣିଥରେ ଆତଙ୍କବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି । ପାକିସ୍ତାନର ପେଶାୱରରେ ଆତଙ୍କବାଦୀମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଡିଏସପି ସମେତ ୩ ପୋଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା…

ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ

ରାଉରକେଲା,୧୩।୧: ପୁରୁଷ ହକି ବିଶ୍ୱକପ୍‌ ୨୦୨୩ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍‌ ବିପକ୍ଷରେ ଖେଳିଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଦଳ ୨-୦ ଗୋଲରେ ସ୍ପେନ୍‌କୁ ପରାସ୍ତ କରିଛି। ଭାରତ ପକ୍ଷରୁ…

କଥା ରଖିଲା କଂଗ୍ରେସ, ହିମାଚଳ ପ୍ରଦେଶର ପ୍ରଥମ କ୍ୟାବିନେଟ ବୈଠକରେ ଲାଗୁ ହେଲା ପୁରୁଣା ପେନସନ ଯୋଜନା

ଶିମଲା,୧୩ ।୧: ହିମାଚଳ ପ୍ରଦେଶରେ ସୁଖବିନ୍ଦର ସିଂ ସୁଖୁ ସରକାର ଓଲଡ ପେନସନ ସ୍କିମ ଲାଗୁ କରିଛନ୍ତି । ହିମାଚଳ ପ୍ରଦେଶ କ୍ୟାବିନେଟର ପ୍ରଥମ ବୈଠକରେ କଂଗ୍ରେସ ସରକାର ପୁରୁଣା ପେନସନ ସ୍କିମକୁ ପୁଣିଥରେ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ।…

ଖାଦ୍ୟ ସଙ୍କଟ ମୁକାବିଲା କରିବାରେ ପାକିସ୍ତାନ ବିଫଳ: କରାଚି ବନ୍ଦରରେ ଅଟକି ରହିଲା ହଜାର ହଜାର ଖାଦ୍ୟ ସାମଗ୍ରୀ କଣ୍ଟେନର

ଇସଲାମାବାଦ,୧୩ା୧: ଗହମ ଅଭାବ ମଧ୍ୟରେ ପାକିସ୍ତାନୀ ବ୍ୟାଙ୍କଗୁଡ଼ିକ ବିଦେଶୀ ମୁଦ୍ରା ଦେୟ ଦେବାକୁ ଅନିଚ୍ଛା ପ୍ରକାଶ କରି କରାଚି ବନ୍ଦରରେ ହଜାର ହଜାର ପରିବହନ ସାମଗ୍ରୀକୁ ବନ୍ଦ କରି ଦେଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏଠାରେ ଅନେକ ଖାଦ୍ୟ ସାମଗ୍ରୀ ଅଛି,…

ମୋବାଇଲ ବନ୍ଦ ରଖିପାରିବେନି କର୍ମଚାରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ର ସୁପରିଚାଳନା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ଖୋର୍ଦ୍ଧା ଜିଲା ସହରାଞ୍ଚଳ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରିଛନ୍ତି। ୧୩ରୁ ୨୯ ପର୍ଯ୍ୟନ୍ତ ଅର୍ଥାତ୍‌ ବିଶ୍ୱକପ୍‌ ଶେଷ…

‘ଭାରତୀୟମାନେ ସଚ୍ଚୋଟ ନାଗରିକ’

ଓ୍ବାଶିଂଟନ,୧୩ା୧: ଆମେରିକା ସଂସଦରେ ଭାରତୀୟ-ଆମେରିକୀୟ ସମ୍ପ୍ରଦାୟକୁ ପ୍ରଶଂସା କରାଯାଇଛି। ରିପବ୍ଲିକାନ କଂଗ୍ରେସ କର୍ମୀ ରିଚ୍‌ ମ୍ୟାକ୍‌କର୍ମିକ୍‌ ଗୃହରେ ଥିବା ତାଙ୍କର ସମସ୍ତ ସହକର୍ମୀଙ୍କୁ କହିଛନ୍ତି, ଆମେରିକାର ଭାରତୀୟ-ଆମେରିକୀୟଙ୍କ ମଧ୍ୟରୁ ୬ ପ୍ରତିଶତ ଟିକସ ଦିଅନ୍ତି। ଏଥି ସହିତ ସେ ଆହୁରି ମଧ୍ୟ…

ଗଙ୍ଗୋତ୍ରୀରେ ବିଯୁକ୍ତ ୩ ଡିଗ୍ରୀ

ଡେରାଡୁନ, ୧୩।୧: ଉତ୍ତରାଖଣ୍ଡ ଗଙ୍ଗୋତ୍ରୀ ଧାମରେ ସର୍ବନିମ୍ନ ତାପମାତ୍ରା ବିଯୁକ୍ତ ୩ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଭୀଷଣ ବରଫପାତ କାରଣରୁ ସ୍ଥାନୀୟ ଅଞ୍ଚଳରେ ଥିବା ଐତିହ୍ୟ ପୀଠ ସବୁ ବରଫାଚ୍ଛନ୍ନ ହୋଇଯାଇଛି। ଆଗାମୀ ଦିନରେ ପାରଦ ମାଇନସ ୯ ଡିଗ୍ରୀ ଛୁଇଁବ…

ସ୍ବାଭିମାନୀ ସମାଜବାଦୀ

ନୂଆଦିଲ୍ଲୀ,୧୩ା୧: ୧୯୪୭ ଜୁଲାଇ ୧ରେ ମଧ୍ୟପ୍ରଦେଶର ହୋସଙ୍ଗାବାଦସ୍ଥିତ ବାବାଇ ଗ୍ରାମରେ ଶରଦ ଯାଦବଙ୍କ ଜନ୍ମ। ତାଙ୍କ ମା’ଙ୍କ ନଁା ସୁମିତ୍ରା ଦେବୀ ଓ ବାପା ଥିଲେ ନନ୍ଦ କିଶୋର ଯାଦବ। ଜବଲପୁର ଇଞ୍ଜିନିୟରିଂ କଲେଜରେ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ହାସଲ…

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ୨୦ ମିଟର ମଧ୍ୟରେ ବି ଦେଖାଯାଉନି ରାସ୍ତା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ଦେଖାଦେଇଥିବା ବେଳେ ଟୁଇନ୍‌ ସିଟିରେ ବି ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି। ଏପରିକି ୨୦ରୁ ୩୦ ମିଟର ମଧ୍ୟରେ ବି ମୁହଁକୁ ମୁହଁ ଦିଶୁନି। ଫଳରେ ଯାତାୟାତ ଏବଂ ଗାଡ଼ି ଚଳାଚଳରେ…

୧ମରୁ ୮ମ ଶ୍ରେଣୀ ଯାଏ ହେବ ସମ୍ମେଟିଭ ଆସେସ୍‌ମେଣ୍ଟ-୨ ପରୀକ୍ଷା

ଭୁବନେଶ୍ବର,୧୩ା୧(ବ୍ୟୁରୋ): ନବମ ଓ ଦଶମ ଶ୍ରେଣୀରେ ସମ୍ମେଟିଭ-୧ ଏବଂ ସମ୍ମେଟିଭ-୨ ପରୀକ୍ଷା କରାଯାଉଥିବା ବେଳେ ଚଳିତବର୍ଷ ପ୍ରଥମକରି ରାଜ୍ୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଏହି ଆସେସ୍‌ମେଣ୍ଟ ପରୀକ୍ଷା କରାଯିବ। ତେବେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କେବଳ ସମ୍ମେଟିଭ-୨ ପରୀକ୍ଷା କରାଯିବ…

ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀଙ୍କୁ ରସିଦ ଦିଅ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ଆସୁଥିବା ହିତାଧିକାରୀମାନେ ମାଗଣା ଚାଉଳ ନେବାବେଳେ ସେମାନଙ୍କୁ ସ୍ବତନ୍ତ୍ର ରସିଦ ମିଳିବ। ଏସମ୍ପର୍କରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ…

ଆଜିଠୁ ଖେଳ ଆରମ୍ଭ

ଭୁବନେଶ୍ୱର,୧୩।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରର କଳିଙ୍ଗ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ ପ୍ରସ୍ତୁତ। ଉଦ୍‌ଘାଟନୀ ସମାରୋହର ଗୋଟିଏ ଦିନ ପରେ ଆରମ୍ଭ ହେବାକୁ ଯାଉଛି ହକିର ଅସଲ ରୋମାଞ୍ଚ। ଶୁକ୍ରବାରଠାରୁ ପଡ଼ିଆକୁ ଓହ୍ଲାଇବେ ବିଶ୍ୱର ତାରକା ଖେଳାଳି। ପ୍ରଥମ ଦିବସରେ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri