ଇତିହାସକୁ ଭୁଲି ଜାପାନ-ଦକ୍ଷିଣ କୋରିଆ ସୁରକ୍ଷା ସମ୍ପର୍କ ସୁଧାରିବାକୁ ହେଲେ ସହମତ
ଟୋକିଓ,୧୮ ।୩: ଜାପାନ ଓ ଦକ୍ଷିଣ କୋରିଆ ମଧ୍ୟରେ ଦୀର୍ଘଦିନ ପରେ ଶିଖର ସମ୍ମିଳନୀ ଅବସରରେ ଉଭୟ ଦେଶ ମଧ୍ୟରେ ନିୟମିତ ଗସ୍ତ ଆରମ୍ଭ କରିବାକୁ ଏବଂ ବାଣିଜ୍ୟ ବିବାଦର ସମାଧାନ ପାଇଁ ପଦକ୍ଷେପ ନେବାକୁ ସହମତ ହୋଇଛନ୍ତି । ଦୀର୍ଘଦିନ…
ଫେସବୁକକୁ ଫେରିଲେ ଟ୍ରମ୍ଫ
ୱାଶିଂଟନ,୧୮ ।୩: ପ୍ରତିବନ୍ଧ ହଟାଯିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକକୁ ଫେରିଛନ୍ତି । ଟ୍ରମ୍ଫ ଶୁକ୍ରବାର ପ୍ରଥମ ପୋଷ୍ଟ କରିଛନ୍ତି । ସେଥିରେ ସେ ଲେଖିଛନ୍ତି, ‘ଆଇ ଆମ ବ୍ୟାକ’ । ସୂଚନାଯୋଗ୍ୟ, ୬ ଜାନୁୟାରୀ…
ହିରୋ ସାଜିଲେ ‘କେ ଏଲ୍ ରାହୁଲ’: ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତିଲା ଭାରତ
ମୁମ୍ବାଇ,୧୭।୩: ବିଜୟରୁ ସିରିଜ ଆରମ୍ଭ କଲା ଟିମ୍ ଇଣ୍ଡିଆ। ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲାକୁ ଭାରତ ୫ ଉଇକେଟରେ ଜିତି ନେଇଛି। ବ୍ୟାଟ୍ସମ୍ୟାନ୍ କେ.ଏଲ୍ ରାହୁଲ ମ୍ୟାଚ୍ର ହିରୋ ସାଜି କଠିନ…
୫ ଦିନରେ ମାତ୍ର ୯୭ ମିନିଟ ଚାଲିଛି ସଂସଦ
ନୂଆଦିଲ୍ଲୀ,୧୭।୩: ଶିଳ୍ପପତି ଗୌତମ ଅଦାନୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଜାରି ରହିଥିବା ହଟ୍ଟଗୋଳ ଯୋଗୁୁ ପଞ୍ଚମ ଦିନରେ ବି ସଂସଦ ଚାଲିପାରିନାହିଁ। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭା ସୋମବାର ଅର୍ଥାତ୍ ମାର୍ଚ୍ଚ ୨୦…
ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ
ଭୁବନେଶ୍ବର,୧୭।୩(ବ୍ୟୁରୋ): ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା ପରେ…
ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ: ଆଗାମୀ ଲହରର ଆଶଙ୍କା କହିଲେ ଏକ୍ସପର୍ଟ
ନୂଆଦିଲ୍ଲ,୧୭।୩: ଭାରତରେ ଗତ କିଛି ଦିନରୁ କୋଭିଡ-୧୯ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଭାରତରେ ପ୍ରାୟ ଚାରିମାସ ପରେ ଗୁରୁବାର ୭୦୦ରୁ ଊର୍ଦ୍ଧ୍ୱ କରୋନା ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ବତ୍ତର୍ମାନ ଭାରତରେ ସକ୍ରିୟ ମାମଲା ସଂଖ୍ୟା ୪,୬୨୩କୁ…
ଦେଶର ତୃତୀୟ ଉପରାଷ୍ଟ୍ରପତି ହୋଇପାରନ୍ତି ରାମସହାୟ
କାଠମାଣ୍ଡୁ,୧୭ା୩: ନେପାଳର ଉପରାଷ୍ଟ୍ରପତି ପଦ ପାଇଁ ଏମ୍ପିମାନେ ଭୋଟ୍ ଦେବା ଆରମ୍ଭ କରିଥିବାରୁ ମାଢେସ ଅଞ୍ଚଳର ନେତା ରାମସହାୟ ଯାଦବ ଶୁକ୍ରବାର ଦେଶର ତୃତୀୟ ଉପରାଷ୍ଟ୍ରପତି ହେବାର ସମ୍ଭାବନା ରହିଛି। ଉପରାଷ୍ଟ୍ରପତି ପଦବୀ ପାଇଁ ପ୍ରାର୍ଥୀମାନେ ହେଉଛନ୍ତି ଜନତା ସମାଜ ପାର୍ଟିର…
ସଂସଦରେ ଜୋରଦାର ହଟ୍ଟଗୋଳ: ଉଭୟ ଗୃହ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ
ନୂଆଦିଲ୍ଲୀ,୧୭।୩: ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିନରେ ମଧ୍ୟ ଉଭୟ ଗୃହର କାର୍ଯ୍ୟ ସଠିକ୍ ଭାବେ ଚାଲିପାରିନାହିଁ। ଶୁକ୍ରବାର ଗୃହ କାର୍ଯ୍ୟ ଆରମ୍ଭରୁ ଶାସକ ଦଳ କଂଗ୍ରେସ ନେତାଙ୍କ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଉଭୟ ଗୃହରେ ଜୋରଦାର…
ସ୍ବାଭାବିକ ହେଲା ବସ୍ ଚଳାଚଳ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍ ଚଳାଚଳ ସ୍ବାଭାବିକ ହୋଇଛି। ଘରୋଇ ବସ୍ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି। ସୂଚନାଯୋଗ୍ୟ,…
ନାବାଳିକା ଛାତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ଦୁଇ ଛାତ୍ରୀ
ବର୍ଲିନ,୧୭ା୩: ଜର୍ମାନୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଜଣ ନାବାଳିକା ଛାତ୍ରୀ ଏକାଠି ହୋଇ ଜଣେ ୧୨ ବର୍ଷର ସହପାଠିନୀଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ସେ ଛାତ୍ରୀଙ୍କୁ ଜଙ୍ଗଲକୁ ଡାକି ନେଇ ଯାଇଥିଲେ। ପରେ…
ନିଜ ପାପ ପାଇଁ ରାହୁଲଙ୍କୁ କ୍ଷମା ମାଗିବାକୁ ପଡିବ: ନଡା
ନୂଆଦିଲ୍ଲୀ,୧୭।୩: ଭାଜପା ସଭାପତି ଜେପି ପଡା ଶୁକ୍ରବାର ପୁଣି କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ଲଣ୍ଡନରେ ଦେଇଥିବା ଜାତୀୟ ବିରୋଧୀ ବିବୃତ୍ତିକୁ ନେଇ ରାହୁଲ ଗାନ୍ଧୀଙ୍କୁ ଦେଶ ତଥା ସଂସଦରେ କ୍ଷମା ମାଗିବାକୁ ପଡ଼ିବ ବୋଲି ସେ କହିଛନ୍ତି।…
‘ଟାୱାର ଅଫ ଲଣ୍ଡନ’ରେ ପ୍ରଦର୍ଶନ ପାଇଁ ରଖାଯିବ ଭାରତର କୋହିନୂର ହୀରା
ନୂଆଦିଲ୍ଲୀ,୧୭ ।୩: ବ୍ରିଟେନ ମହାରାଣୀଙ୍କ ମୁକୁଟରେ ଲାଗିଥିବା କୋହିନୂର ହୀରା ପୁଣିଥରେ ଆସିଛି ଚର୍ଚ୍ଚାକୁ । ଗତବର୍ଷ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ ପରେ କୋହିନୂର ହୀରା ସହ ଜଡିତ ମୁକୁଟ କିଙ୍ଗ ଚାର୍ଲସ ତୃତୀୟଙ୍କ ପତ୍ନୀ କୁଇନ କଂସୋର୍ଟ କ୍ୟାମିଲାଙ୍କୁ…

