ଚାଇନା ଯୁବବର୍ଗ ଜାଣିଶୁଣି ହେଉଛନ୍ତି କରୋନାରେ ସଂକ୍ରମିତ: ହର୍ଡ ଇମ୍ୟୁନିଟି ଆଶା…
ବେଜିଂ,୭।୧ : ଦେଶରେ କରୋନା ବିସ୍ଫୋରଣ ମଧ୍ୟରେ ଚାଇନା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ସୀମା ଖୋଲିଛି। ଏହି କାରଣରୁ ଦେଶରେ ଉତ୍ସାହର ବାତାବରଣ ସୃଷ୍ଟି ହୋଇଛି। ଯାତ୍ରା କରିବାକୁ ଭଲପାଉଥିବା ଯୁବକମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ପ୍ରତି ଭୟ ନାହିଁ। କରୋନା…
ବୋମା ରଖାଯାଇଥିବା ଧମକ, ଜରୁରୀ ଅବତରଣ କଲା ବିମାନ…
ଟୋକିଓ,୭।୧ : ବିମାନରେ ବୋମା ରଖାଯାଇଥିବା ଏକ ଅନ୍ତର୍ଜାତୀୟ କଲ୍ ମିଳିବା ପରେ ଜାପାନର ବିମାନ ଜରୁରୀ ଅବତରଣ କରିଛି। ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ଜାପାନ ବ୍ରଡକାଷ୍ଟିଂ କର୍ପୋରେଶନ ଏନଏଚକେ କହିଛି ଯେ ବିମାନଟି ଶନିବାର ଟୋକିଓର ନରିତା…
ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିଲା: ଯେକୌଣସି ହ୍ୟାକିଂ କରିବା କ୍ଷମତା ହାସଲ କଲା ଚାଇନା…
ବେଜିଂ,୭।୧ : ଚାଇନାର ଗବେଷକମାନେ ଏକ ଚମତ୍କାର ଦାବି କରିଛନ୍ତି। ସମଗ୍ର ବିଶ୍ୱରେ କମ୍ପ୍ୟୁଟର ସୁରକ୍ଷା ବିଶେଷଜ୍ଞମାନେ ସତ୍ୟ ଜାଣିବା ପାଇଁ ଚେଷ୍ଟା କରୁଛନ୍ତି। ଯଦି ଚାଇନାର ଅନୁସନ୍ଧାନକାରୀଙ୍କ ଦାବି ସତ, ତେବେ ଏହାର ଅର୍ଥ ହେଉଛି ଯେ ଚାଇନ ଦୁନିଆର…
ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ, ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ…
ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ…
ଦିଲ୍ଲୀରେ ୧.୫ ଡିଗ୍ରୀ ତାପମାତ୍ରା: ଯାତାୟାତ ବାଧାପ୍ରାପ୍ତ
ନୂଆଦିଲ୍ଲୀ,୭।୧୨: ଜାତୀୟ ରାଜଧାନୀରେ ଶୀତଲହରୀ ଜାରି ରହିଛି। ଗୁରୁବାର ରାତିରେ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନେକ ଅଞ୍ଚଳରେ ଘନକୁହୁଡି ଦୃଶ୍ୟମାନ ହୋଇଥିଲା। ଫଳରେ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା। ଅନ୍ୟପଟେ, ଖରାପ ପାଗ…
ଜାଣିଶୁଣି ନିଜକୁ କରୋନା ସଂକ୍ରମିତ କରୁଛନ୍ତି ଚାଇନାର ଯୁବକ
ବେଜିଂ,୭ ।୧: ଚାଇନାରେ କରୋନାର ହାହାକାର ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି । ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଚାଇନାର ଯୁବବର୍ଗ ଏବେ ଜାଣିଶୁଣି ନିଜକୁ କରୋନା ସଂକ୍ରମିତ…
ସରକାରଙ୍କ ଆତଙ୍କବାଦ ଉପରେ ପ୍ରହାର, ଜୈଶ-ଏ-ମହମ୍ମଦ ସହ ଜଡିତ ପିଏଏଫଏଫକୁ ଘୋଷଣା କରାଗଲା ଆତଙ୍କବାଦୀ ସଙ୍ଗଠନ
ନୂଆଦିଲ୍ଲୀ,୭ ।୧: ଭାରତ ସରକାର ପୁଣିଥରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ଉପରେ ବଡ ପ୍ରହାର କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦ ସହ ଜଡିତ ‘ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ’(ପିଏଏଫଏଫ)କୁ ଆତଙ୍କବାଦୀ ସଙ୍ଗଠନ…
ଆମେରିକାରେ ପୁଣି ଫୁଟିଲା ଗୁଳି, ଏଥର ୬ ବର୍ଷର ଶିଶୁଙ୍କ ଗୁଳିର ଶିକାର ହେଲେ ଶିକ୍ଷୟିତ୍ରୀ
ଭର୍ଜିନିଆ,୭ ।୧: ଆମେରିକାରେ ଥମୁ ନାହିଁ ଗୁଳିକାଣ୍ଡ ମାମଲା । ଶୁକ୍ରବାର ଆମେରିକାର ଭର୍ଜିନିଆରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟର ଛାତ୍ରଙ୍କ ବନ୍ଧୁକରୁ ଗୁଳିଫୁଟି ଜଣେ ଶିକ୍ଷୟିତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ତୁରନ୍ତ ଶିକ୍ଷୟିତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ଭାରତ ସହ ସ୍ୱର ମିଳାଇଲା ଆମେରିକା, କହିଲା ୟୁକ୍ରେନରେ ଶାନ୍ତି ଫେରାଇ ଆଣିବ ଜରୁରୀ
ୱାଶିଂଟନ,୭ ।୧: ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ କହିଛନ୍ତି, ଆମେ ଭାରତ ସହ ସହମତ ଯେ ୟୁକ୍ରେନରେ ଶାନ୍ତି ଫେରି ଆସିବା ଜରୁରୀ । ୟୁକ୍ରେନବାସୀଙ୍କ ପାଇଁ ଭାରତର ସମର୍ଥନକୁ ଆମେ ସ୍ୱାଗତ କରୁଛୁ । ସେ ଆହୁରି…
ପୁଣି ଲାଭା ଓକାଳିଲା କିଲାଉଆ
ଓ୍ବାଶିଂଟନ,୭ା୧: ଆମେରିକାର ହାଓ୍ବାଇସ୍ଥିତ କିଲାଉଆ ଆଗ୍ନେୟଗିରିରୁ ପୁଣି ଲାଭା ଉଦ୍ଗିରଣ ହୋଇଛି। ମାସକ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ଉଦ୍ଗିରଣ। ଏହି ଆଗ୍ନେୟଗିରିର ଶିଖରରେ ଥିବା ହାଲେମାଉମାଉ ମୁଖରୁ ଲାଭା ନିର୍ଗତ ବେଳର ଦୃଶ୍ୟକୁ ଓ୍ବେବ୍କ୍ୟାମ୍ କଏଦ୍ କରିଥିବା ହାଓ୍ବାଇର ଭୋଲ୍କାନୋ…
ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ମେୟର ନିର୍ବାଚନ ସ୍ଥଗିତ
ନୂଆଦିଲ୍ଲୀ,୬।୧: ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍ସିଡି) ମେୟର ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି…
ଆଜି ଦିଲ୍ଲୀ ମେୟର ନିର୍ବାଚନ
ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଆମ୍ ଅଦ୍ମୀ ପାର୍ଟି (ଏଏପି) ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ନବନିର୍ବାଚିତ…
Archives


