Home Middle

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ ହୋଇଛି। ବେକରେ ଗାମୁଛା ବନ୍ଧା ହୋଇ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି।…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି। ହେପାଟୋଲୋଜି ବିଭାଗର…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି। ବିଶେଷ କରି ଶିଶୁ ଏବଂ କିଶୋରମାନଙ୍କ ମଧ୍ୟରେ ଦ୍ରୁତ ଗତିରେ ବଢୁଥିବା ଡିଜିଟାଲ୍…

ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର ସ୍କ୍ରିନରେ ପ୍ରକାଶ ପାଇଲା, ସେ ପଚାରିଲେ, ଆରେ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?