ଗର୍ଭାଶୟ କର୍କଟ ଚିହ୍ନଟ କରିବ ସର୍ଜିକାଲ ନାଇଫ୍
ଲଣ୍ଡନ,୫।୧: ଏଣିକି ଗର୍ଭାଶୟ କର୍କଟ ଚିହ୍ନଟ କରିବା ହେବ ଆହୁରି ସହଜ। ଲଣ୍ଡନର ଇମ୍ପେରିଆଲ କଲେଜର ବିଶେଷଜ୍ଞମାନେ ଏକ ବିଶେଷ ପ୍ରକାର ସର୍ଜିକାଲ ନାଇଫ୍ (ଛୁରି) ତିଆରି କରିଛନ୍ତି, ଯାହା ମାତ୍ର କିଛି ସେକେଣ୍ଡ ମଧ୍ୟରେ ଗର୍ଭାଶୟ କର୍କଟ ବା ଟ୍ୟୁମର…
ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ ହସ୍ପିଟାଲରେ…
ସରକାରୀ ମେଡିକାଲ କଲେଜ ଅଧ୍ୟାପକଙ୍କ ଦରମା ବଢ଼ିଲା
ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଠିକାରେ ନିଯୁକ୍ତି ପାଇଥିବା ଅଧ୍ୟାପକମାନଙ୍କ ଦରମା ବୃଦ୍ଧି କରିଛନ୍ତି। ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସରଙ୍କ ଦରମା ବୃଦ୍ଧି ସହ ବାର୍ଷିକ ୩ରୁ ୫ ପ୍ରତିଶତ ଇନ୍କ୍ରିମେଣ୍ଟ ପାଇଁ …
କାବୁଲରେ ଏକାଧିକ ବିସ୍ଫୋରଣ: ବହୁ ଦୂରକୁ ଶୁଭିଥିଲା ଶବ୍ଦ
କାବୁଲ,୪ା୧: ବୁଧବାର ଆଫଗାନିସ୍ତାନର ରାଜଧାନୀ କାବୁଲରେ ଏକାଧିକ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋର୍ରେ ଥିଲା ଯେ ଏହା ବହୁ ଦୂରକୁ ଶୁଣା ଯାଇଥିଲା। ତେବେ ବିସ୍ଫୋରଣ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଏଥିସହ ଏଥିରେ ଆହତଙ୍କ ସମ୍ପର୍କରେ ମଧ୍ୟ…
ଇବ୍ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ
ସୁନ୍ଦରଗଡ଼,୪ା୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣକୁ ସ୍ଥାନୀୟ ଅଗ୍ନିଶମ…
‘ଭାରତ-ରୁଷିଆ ସମ୍ପର୍କ ଖରାପ ହେବ ନାହିଁ’
ଭିଏନା,୪ା୧: ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଅଷ୍ଟ୍ରିଆ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଉଛନ୍ତି। ନୂତନ ବିଶ୍ୱ ଶୃଙ୍ଖଳା, ୟୁକ୍ରେନ ଯୁଦ୍ଧ ଏବଂ ଚାଇନା ଚ୍ୟାଲେଞ୍ଜ ଉପରେ ୟୁରୋପୀୟ ଦେଶମାନଙ୍କୁ ସେ ପରାମର୍ଶ ଦେଇଛନ୍ତି।…
ଅଧିକ ସନ୍ତାନ ଜନ୍ମ-ଗାଁରେ ବାସ କଲେ ମିଳିବ ୧୦ ଲକ୍ଷ ୟେନ: ଜାପାନ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ…
ଟୋକିଓ,୪।୧ : ଚଳିତ ବର୍ଷ ଦେଶର ଜନସଂଖ୍ୟା ବୃଦ୍ଧି ପାଇଁ ଏକ ଅଭିଯାନ ଉପରେ ଜାପାନ ସରକାର ଅଧିକ ଗୁରୁତ୍ୱ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ପରିବାରରେ ସନ୍ତାନ ପ୍ରସବ କରିବାକୁ ଉତ୍ସାହିତ କରିବା ପାଇଁ ବର୍ତ୍ତମାନ ଏକ ନୂତନ ଯୋଜନା ଘୋଷଣା…
ଗ୍ରୀନ୍ ହାଇଡ୍ରୋଜେନ ମିଶନକୁ ମଞ୍ଜୁରୀ: ସୃଷ୍ଟି ହେବ ୬ ଲକ୍ଷ ନିଯୁକ୍ତି ସୁଯୋଗ…
ନୂଆଦିଲ୍ଲୀ,୪।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ବୁଧବାର ଜାତୀୟ ଗ୍ରୀନ ହାଇଡ୍ରୋଜେନ ମିଶନକୁ କେନ୍ଦ୍ର କ୍ୟାବିନେଟ…
ସହଯୋଗୀ ପ୍ରଜନନ ଜ୍ଞାନକୌଶଳର ବ୍ୟବହାର ପାଇଁ ବୟସ ନିର୍ଦ୍ଧାରଣ: ପୁନର୍ବିଚାର ଲାଗି କେନ୍ଦ୍ରର ପରାମର୍ଶ ଲୋଡିଲେ ହାଇକୋର୍ଟ…
ଥିରୁଭାନନ୍ତପୁରମ,୪।୧ : ସହଯୋଗୀ ପ୍ରଜନନ ଜ୍ଞାନକୌଶଳ(ଏଆରଟି)ର ବ୍ୟବହାର ପାଇଁ କେରଳ ହାଇକୋର୍ଟ ସର୍ବାଧିକ ବୟସ ସୀମା ଉପରେ ପ୍ରଶ୍ନ କରିଛନ୍ତି। ଏହା ସହିତ ସେ ଏହି ପ୍ରତିବନ୍ଧକକୁ ପୁନର୍ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି ପରାମର୍ଶ ଲୋଡିଛନ୍ତି। କେରଳ ହାଇକୋର୍ଟ…
ଆଫଗାନ ମହିଳାଙ୍କ ପାଇଁ ଦ୍ୱାର ଖୋଲିଲା ଇରାନ ବିଶ୍ୱବିଦ୍ୟାଳୟ,ଘୋଷଣା କଲା ଛାତ୍ରବୃତ୍ତି…
ତେହେରାନ,୪।୧ : ଆଫଗାନରେ ତାଲିବାନ ଶାସକ ମହିଳାଙ୍କ ଉଚ୍ଚଶିକ୍ଷା ନେଇ ପ୍ରତିବନ୍ଧକ ଘୋଷଣା କରିବା ପରେ ଇରାନ ବିଶ୍ୱବିଦ୍ୟାଳୟ ସେମାନଙ୍କ ପାଇଁ ନିଜର ଦ୍ୱାର ଖୋଲିଛି। ଆଫଗାନ ମହିଳାଙ୍କ ପାଇଁ ତେହେରାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଛାତ୍ରବୃତ୍ତି ଘୋଷଣା କରାଯାଇଛି। ଏହା ଦ୍ୱାରା…
ସୋନିଆ ଗାନ୍ଧୀ ହସ୍ପିଟାଲ୍ରେ ଭର୍ତ୍ତି
ନୂଆଦିଲ୍ଲୀ,୪।୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ବୁଧବାର ଗଙ୍ଗାରାମ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଶ୍ୱାସ ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋନିଆଙ୍କ ସହ ଅଛନ୍ତି। ସୂଚନାଯୋଗ୍ୟ, ସୋନିଆ ମଙ୍ଗଳବାରଠାରୁ ଅସୁସ୍ଥ…
ସିଦ୍ଧରମୈୟାଙ୍କ ବିବାଦୀୟ ମନ୍ତବ୍ୟ: ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ କୁକୁର ଭଳି ଥରୁଛନ୍ତି ମୁଖ୍ୟମନ୍ତ୍ରୀ ବୋମ୍ମାଇ…
ବେଙ୍ଗାଲୁରୁ,୪।୧ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାରେ ବିରୋଧୀ ଦଳର ନେତା ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଏବଂ ଅନ୍ୟ ନେତାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ କହିଛନ୍ତି। ସେ କହିଛନ୍ତି, ଏହି ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ କୁକୁର…
Archives


