Home Middle

୨୦୨୪ ଲୋକସଭା ନିର୍ବାଚନର ସେମିଫାଇନାଲ ହେବ ୯ ରାଜ୍ୟର ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ,୨।୧ : ଚଳିତ ବର୍ଷ ଦେଶର ନଅଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନର ସେମିଫାଇନାଲ ଭାବରେ ବିବେଚନା କରାଯାଉଛି ବୋଲି ରାଜନୈତିକ ସମୀକ୍ଷକମାନେ ମତପୋଷଣ କରିଛନ୍ତି। ଉତ୍ତର-ପୂର୍ବ ରାଜ୍ୟ…

ପାକିସ୍ତାନରେ ଆଫଗାନିସ୍ତାନ ସ୍ଥିତି: ଟିଟିପି ନୂଆ ସରକାର ଘୋଷଣା କଲା…

ଇସଲାମାବାଦ,୨।୧ : ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ (ଟିଟିପି) ପାକିସ୍ତାନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଫଳରେ ଏବେ ପାକିସ୍ତାନରେ ଆଫଗାନିସ୍ତାନ ସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନ ସରକାରଙ୍କୁ ଚ୍ୟାଲେଞ୍ଜ କରି ଟିଟିପି ଏକ ନୂତନ ସରକାର ଘୋଷଣା କରିଛି। ଏହି ଘୋଷଣାକୁ…

ଇଡ଼ିର କାର୍ଯ୍ୟ ପ୍ରଣାଳୀ ହେବ ତ୍ୱରାନ୍ବିତ : ସିଇଡିଓଏସର ନେବ ସହାୟତା…

ନୂଆଦିଲ୍ଲୀ,୨।୧ : ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର (ଇଡ଼ି)ର କାର୍ଯ୍ୟ ପ୍ରଣାଳୀ ତ୍ୱରାନ୍ବିତ ହେବାକୁ ଯାଉଛି। ରିପୋର୍ଟ ହୋଇଛି ଯେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏକ ସ୍ବତନ୍ତ୍ର ସଫ୍ଟୱେୟାରରେ କାମ କରୁଛି, ଯାହା ସାହାଯ୍ୟରେ ଏହା ଅନ୍ୟ ଏଜେନ୍ସିର ତଥ୍ୟ ମଧ୍ୟ ପାଇପାରିବ। ସେଣ୍ଟ୍ରାଲ…

ଠିକ୍‌ କରୋନା ତଥ୍ୟ ପ୍ରଦାନ କରିଛୁ : ଚାଇନା…

ବେଜିଂ,୨।୧ : ଚାଇନାରେ କୋଭିଡ ସଂକ୍ରମଣ ଯୋଗୁ ସୃଷ୍ଟି ହୋଇଥିବା ଆତଙ୍କ ନେଇ ସମଗ୍ର ବିଶ୍ୱ ଚିନ୍ତିତ। ଏଥି ସହିତ ରାଷ୍ଟ୍ରପତି ଶି ଜିନପିଙ୍ଗ ତାଙ୍କ ନୂତନ ବର୍ଷର ସମ୍ବୋଧନରେ ସ୍ବୀକାର କରିଛନ୍ତି ଯେ ଦେଶ ବଡ଼ ଆହ୍ବାନର ସମ୍ମୁଖୀନ ହେଉଛି।…

ରୁଷିଆ ୟୁରାନିୟମ ନିର୍ଭରତା ହ୍ରାସ ପାଇଁ ବ୍ରିଟେନ ଜାରି କଲା ପାଣ୍ଠି…

ଲଣ୍ଡନ,୨।୧ : ରୁଷିଆ ଉପ;ର ୟୁରାନିୟମ ଉପରେ ନିର୍ଭରଶୀଳତା ହ୍ରାସ କରିବା ଏବଂ ବିଦ୍ୟୁତ ଉତ୍ପାଦନ ପାଇଁ ଆଣବିକ ଇନ୍ଧନର ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ପାଇଁ ବ୍ରିଟେନ ୭୫ ମିଲିୟନ ପାଉଣ୍ଡ(୯୦.୫ମିଲିୟନ ଡଲାର୍‌) ପାଣ୍ଠି ଜାରି କରିଛି। ବ୍ରିଟେନ କହିଛି…

ନୁର୍‌ ଖାନ୍‌ ହକି ବିଶ୍ୱକପ୍‌ର ଜନକ

ଚଳିତ ବର୍ଷ ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଚଳିତମାସ ୧୩-୨୯ ତାରିଖ ଯାଏ ଭୁବନେଶ୍ୱର-ରାଉରକେଲାରେ ଏହି ଟୁର୍ନାମେଣ୍ଟ ଖେଳାଯିବ। ୧୯୭୧ରେ ପ୍ରଥମ ଥର ହକି ବିଶ୍ୱକପ୍‌ ଖେଳାଯାଇଥିବା ବେଳେ ଏହାର ଜନକ ଥିଲେ ପାକିସ୍ତାନୀ ଏୟାର ମାର୍ଶାଲ…

ଚୟନ ପାଇଁ ୟୋ ୟୋ, ଡେକ୍ସା ବାଧ୍ୟତାମୂଳକ : ଅଧିନାୟକ ରହିବେ ରୋହିତ ଶର୍ମା

ମୁମ୍ବାଇ,୨ା୧(ପି.ଟି.): ବିସିସିଆଇ ପକ୍ଷରୁ ଏହାର ଖେଳାଳି ଚୟନ ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ। ରବିବାରର ସମୀକ୍ଷା ବୈଠକ ପରେ ୟୋ ୟୋ ଟେଷ୍ଟ ଓ ଡେକ୍ସା(ବୋନ୍‌ ମ୍ୟାରୋ) ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଭାରତର ଟି୨୦ ବିଶ୍ୱକପ ପରାଜୟ ସମୀକ୍ଷାକୁ ନେଇ ଏହି…

ଡିସେମ୍ବରରେ ୧.୪୯ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି, ଯାହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପରିଲକ୍ଷିତ ହେଉଛି। ଏପରିକି ୨୦୨୨ ଡିସେମ୍ବରର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ରବିବାର ଅର୍ଥ…

୨୦୨୨ରେ ୩୧ ହଜାର ମହିଳା ବିରୋଧୀ ଅପରାଧ

ନୂଆଦିଲ୍ଲୀ,୨।୧(ପି.ଟି.): ୨୦୨୨ରେ ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)କୁ ପାଖାପାଖି ୩୧,୦୦୦ ମହିଳା ବିରୋଧୀ ଅପରାଧ ଅଭିଯୋଗ ମିଳିଛି। ୨୦୧୪ରୁ ଏପର୍ଯ୍ୟନ୍ତ ଏହା ସର୍ବାଧିକ ହିଂସା ଅଭିଯୋଗ। ୨୦୨୧ରେ ମହିଳା ବିରୋଧୀ ହିଂସା ଅଭିଯୋଗ ସଂଖ୍ୟା ୩୦,୮୬୪ ଥିବାବେଳେ ୨୦୨୨ରେ ୩୦,୯୫୭ ଅଭିଯୋଗ ଦାଏର…

ଏମ୍‌ପି ଭାଜପା ନେତୃତ୍ୱକୁ ଉମା ଭାରତୀଙ୍କ ବିରୋଧ

ଭୋପାଳ,୨।୧ : ମଧ୍ୟପ୍ରଦେଶରେ ଭାଜପା ନେତୃତ୍ୱକୁ ଦଳର ବରିଷ୍ଠ ନେତ୍ରୀ ଉମା ଭାରତୀ କିଛିଦିନ ହେଲା ଖୋଲାଖୋଲି ବିରୋଧ କରୁଥିବା ଦେଖାଯାଇଛି। ଏପରିକି ଆଗାମୀ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ବିଜୟୀ ହେବ ବୋଲି ସେ କହିଛନ୍ତି। ୨୦୧୯ରେ ସେ ଲୋକ ସଭା…

ଆଜି ବିମୁଦ୍ରୀକରଣ ରାୟ

ନୂଆଦିଲ୍ଲୀ,୨।୧(ପି.ଟି.): ୨୦୧୬ରେ କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ହୋଇଥିବା ୫୮ଟି ପିଟିଶନ ଉପରେ ସୋମବାର ରାୟ ଘୋଷଣା କରାଯିବ। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଚଳିତ ୧୦୦୦ ଓ ୫୦୦ ଟଙ୍କିଆ…

ମୁକ୍ତି ପ୍ରତୀକ୍ଷାରେ ୪ ମାସ : କାତାର ଜେଲରେ ୮ ନୌସେନା ଭେଟେରାନ୍‌

ନୂଆଦିଲ୍ଲୀ,୨ା୧: ଦେଶ ପାଇଁ ସେବା ପ୍ରଦାନରେ ନିଷ୍କଳଙ୍କ କ୍ୟାରିୟର, ସର୍ଭିସ ରେକର୍ଡରେ ଟିକିଏ ବି ଦାଗ ନାହିଁ। ତଥାପି ଭାରତୀୟ ନୌସେନାର ୮ ଜଣ ଅବସରପ୍ରାପ୍ତ ଅଧିକାରୀ କାତାରସ୍ଥିତ ଦୋହା ଜେଲରେ ୪ ମାସ ହେଲା ବନ୍ଦୀ ଅଛନ୍ତି। ସେମାନଙ୍କୁ ଯଥାଶୀଘ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri