Home Middle

ଇରାନ ଡ୍ରୋନ ଉପରେ ପ୍ରତିବନ୍ଧକ ଲଗାଇବା ନଜର

ବ୍ରୁସଲେସ୍‌,୧୫ା୨: ୟୁରୋପୀୟ ସଂଘ (EU) ଖୁବ୍‌ଶୀଘ୍ର ରୁଷିଆ ସମେତ କେତେକ ଦେଶ ବିରୋଧରେ କଠୋର ପଦକ୍ଷେପ ନେଇପାରେ। ୟୁରୋପୀୟ ୟୁନିଅନ ଅନ୍ୟ କେତେକ ଦେଶ ବିରୋଧରେ ସମୁଦାୟ ୧୧ ବିଲିୟନ ୟୁରୋ ଉପରେ ନୂତନ କଟକଣା ଉପରେ ବିଚାର କରୁଛି। ଯାହା…

ମହିଳା ଟି-୨୦ ବିଶ୍ୱକପ୍‌: ଭାରତର ଦ୍ୱିତୀୟ ବିଜୟ

କେପଟାଉନ୍‌,୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ମଧ୍ୟ ଜିତିଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ…

ଇତିହାସ ସୃଷ୍ଟି କଲେ ଦୀପ୍ତି ଶର୍ମା

କେପଟାଉନ୍‌, ୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୧୧୯ ରନର ବିଜୟ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ ହରାଇ ୧୧୮ ରନ ସଂଗ୍ରହ…

ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ…

ଉତ୍ତର କୋରିଆର ଶାସକ ହେବେ କି କିମ୍‌ଙ୍କ ଝିଅ

ସିଓଲ,୧୫ା୨: ନିକଟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ୧୦ ବର୍ଷର ଝିଅ କିମ୍‌ ଜୁ ଏ ସର୍ବସାଧାରଣରେ ହାଜର ହୋଇଥିଲେ। ଏହା ପରଠାରୁ ସେ ପିତାଙ୍କ ଉତ୍ତରାଧିକାରୀ ହେବା ନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ…

ମୋଦି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୨: ମୋଦି କ୍ୟାବିନେଟ ବୁଧବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। କ୍ୟାବିନେଟ ବୈଠକ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ସରକାର ସମବାୟ ସମିତିକୁ ମଜଭୁତ କରିବେ। ବିଭିନ୍ନ ଉଦ୍ଦେଶ୍ୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ…

ବିଶ୍ୱର ନମ୍ବର-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୧୫।୨: ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଷ୍ଟ ମାନ୍ୟତାରେ, ଯେଉଁଠାରେ ଟିମ ଇଣ୍ଡିଆ…

ମେଘାଳୟ ନିର୍ବାଚନ: ଘୋଷଣାପତ୍ର ଜାରି କଲା ଭାଜପା

ଶିଲଂ,୧୪।୨: ମେଘାଳୟ ନିର୍ବାଚନ ପାଇଁ ଘୋଷଣାପତ୍ର ଜାରି କରିଛି ଭାଜପା। ବୁଧବାର ଭାଜପା ସଭାପତି ଜେପି ନଡା ମେଘାଳୟ ପାଇଁ ଦଳର ଘୋଷଣାପତ୍ର ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଭାଜପା ସରକାର ଗଠନ ହେଲେ ସପ୍ତମ ବେତନ ଆୟୋଗ କାର୍ଯ୍ୟକାରୀ…

ଥରିଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ୍‌,୧୫।୨: ପଶ୍ଚିମ ଏସୀଆ ଦେଶ ତୁର୍କୀ ଏବଂ ସିରିଆରେ ଭୟଙ୍କର ଭୂକମ୍ପ ପରେ ବର୍ତ୍ତମାନ ନ୍ୟୁଜିଲାଣ୍ଡରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ବୁଧବାର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ଏହାର କେନ୍ଦ୍ରସ୍ଥଳ ନ୍ୟୁଜିଲାଣ୍ଡର ଲୋୟର ହଟଠାରୁ…

ଆଜିଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର…

ଭାରତ-ପାକିସ୍ତାନରେ ୫୦ ଲକ୍ଷରୁ ଅଧିକ ଲୋକଙ୍କ ଉପରେ ବନ୍ୟା ବିପଦ: ରିପୋର୍ଟ…

ନୂଆଦିଲ୍ଲୀ/ଇସଲାମାବାଦ,୧୪।୨ : ଗତ ବର୍ଷ ଉଭୟ ଭାରତ ଏବଂ ପଡୋଶୀ ଦେଶ ପାକିସ୍ତାନ ଭୟଙ୍କର ବନ୍ୟା ପରିସ୍ଥିତିରେ ଉପୁଜିଥିଲା। ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଏକ ଅନ୍ତର୍ଜାତୀୟ ଅନୁସନ୍ଧାନକାରୀ ଦଳ ଜାଣିବାକୁ ପାଇଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ବିପଦ କାରଣରୁ ଭାରତ…

ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତିଙ୍କ ଆଇଭିଏଫ ପାଇଁ ପାରୋଲ ଆବେଦନ: ସହାନୁଭୂତି ପୂର୍ବକ ବିଚାର ଲାଗି ହାଇକୋର୍ଟଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୨ : ରାଜସ୍ଥାନ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତି ସନ୍ତାନ ଜନ୍ମ ପାଇଁ ଆଇଭିଏଫ କରିବା ପାଇଁ ପାରୋଲ ମାଗିଛନ୍ତି। ଏ ସମ୍ପର୍କରେ ଏହି ଦମ୍ପତି ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଦମ୍ପତିଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri