Home Middle

‘ଆତଙ୍କବାଦକୁ ଅସ୍ତ୍ର କରି ଭାରତ ସହ କଥାବାର୍ତ୍ତା ଅସମ୍ଭବ’: ଏସ ଜୟଶଙ୍କର

ନୂଆଦିଲ୍ଲୀ,୩୧ ।୧୨: ଆତଙ୍କବାଦ ପ୍ରସଙ୍ଗରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି । ପାକିସ୍ତାନ ଉପରେ ଆକ୍ରମଣ କରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶୁକ୍ରବାର କହିଛନ୍ତି ଯେ, ଭାରତକୁ ଆଲୋଚନା ଟେବୁଲକୁ ଆଣିବାକୁ…

କରୋନା ବିସ୍ଫୋରଣ ମଧ୍ୟରେ ବଦଳିଲେ ଚାଇନାର ବୈଦେଶିକ ମନ୍ତ୍ରୀ

ବେଜିଂ,୩୧ ।୧୨: ଚାଇନାକୁ ଫେରିଥିବା କରୋନା ସଂକ୍ରମଣକୁ ନେଇ ବିଶ୍ୱର ସମସ୍ତ ଦେଶ ଚିନ୍ତିତ ହୋଇ ପଡିଥିବା ବେଳେ ଚାଇନା ତା’ର ବୈଦେଶିକ ମନ୍ତ୍ରୀଙ୍କୁ ବଦଳାଇ ଦେଇଛି । ସି ଜିନପିଙ୍ଗ ସରକାରରେ ଏବେ ପର୍ଯ୍ୟନ୍ତ ବୈଦେଶିକ ମନ୍ତ୍ରଣାଳୟ ସମ୍ଭାଳିଥିବା ୱାଂଗ…

ନୂଆବର୍ଷରେ ବିଶ୍ୱ ଜନସଂଖ୍ୟା ୭୯୦ କୋଟି ହେବ

ନ୍ୟୁୟର୍କ,୩୧ା୧୨: ନୂଆବର୍ଷ ୨୦୨୩ର ପ୍ରଥମ ଦିନରେ ବିଶ୍ୱ ଜନସଂଖ୍ୟା ୭୯୦ କୋଟିରେ ପହଞ୍ଚତ୍ବ ବୋଲି ଆମେରିକା ସେନ୍‌ସସ୍‌ ବ୍ୟୁରୋ ଆକଳନ କରିଛି। ୨୦୨୨ ଜାନୁୟାରୀ ୧ରୁ ଇତିମଧ୍ୟରେ ଲୋକ ସଂଖ୍ୟାରେ ୭.୩୭ କୋଟି ଯୋଡ଼ି ହୋଇଛି ଅର୍ଥାତ୍‌ ବର୍ଷକରେ ବିଶ୍ୱ ଜନସଂଖ୍ୟା…

ବିଦେଶରୁ ଆସୁଥିବା ୧୨ ବର୍ଷରୁ କମ ବୟସର ପିଲାଙ୍କର ବିମାନ ବନ୍ଦରରେ କରୋନା ଟେଷ୍ଟ ଅନିର୍ବାର୍ଯ୍ୟ ନୁହେଁ

ନୂଆଦିଲ୍ଲୀ,୩୧ ।୧୨: ଚାଇନାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶ ସଜାଗ ହୋଇଯାଇଛନ୍ତି । ଆମ ଦେଶରେ ମଧ୍ୟ କରୋନାକୁ ନେଇ ଗାଇଡଲାଇନ ଜାରି କରାଗଲାଣି । କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ…

କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ଭେଟି: ଏନ୍‌ଏସ୍‌ସି, ଡାକଘର ସଞ୍ଚୟ ସୁଧହାର ବଢ଼ିଲା

ନୂଆଦିଲ୍ଲୀ,୩୦ା୧୨: କେନ୍ଦ୍ର ସରକାର ଶୁକ୍ରବାର ଦେଶବାସୀଙ୍କୁ ନୂଆ ବର୍ଷର ଉପହାର ଦେଇଛନ୍ତି। ସରକାର ଜାନୁୟାରୀ ୧ରୁ ଡାକଘର ସଞ୍ଚୟ ଯୋଜନା, ଏନ୍‌ଏସ୍‌ସି ଏବଂ ବରିଷ୍ଠ ନାଗରିକ ସଞ୍ଚୟ ଯୋଜନାର ସୁଧହାର ୧.୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ପବ୍ଲିକ୍‌ ପ୍ରୋଭିଡେଣ୍ଟ…

ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍‌ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ ସୁରକ୍ଷା ବାବଦରେ ଅବଗତ କରାଯାଇଥିଲା। ଭାରତ ଯୋଡା ଯାତ୍ରା ସମୟରେ ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ…

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି। ଟୁଇଟ୍‌…

ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ ଜନ୍ମଗ୍ରହଣ କରିଥିଲେ। ବିବାହ ପରେ ସେ ବଡ଼ନଗରକୁ ଚାଲିଯାଇଥିଲେ। ଯେତେବେଳେ ସେ ବିବାହ କରିଥିଲେ,…

ମା’ଙ୍କୁ କାନ୍ଧ ଦେଲେ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍‌ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍‌ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ କାନ୍ଧ…

ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ

ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri