ଜାଡେଜାଙ୍କୁ ୫ ଉଇକେଟ୍: ଅଷ୍ଟ୍ରେଲିଆ ୧୭୭ ରନ୍ରେ ଅଲଆଉଟ୍
ନାଗପୁର,୯।୨:ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବୋଲର ଚମତ୍କାର ବୋଲିଂ କରିଛି। ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୧୭୭ ରନରେ ଅଲଆଉଟ୍ ହୋଇଛି। ଏହି ଇନିଂସରେ ଅଷ୍ଟ୍ରେଲିଆ ପାଇଁ ମାର୍ନସ ଲାବୁଶେନ ସର୍ବାଧିକ ୪୯ ରନ ସଂଗ୍ରହ କରିଥିଲେ। ଷ୍ଟିଭ ସ୍ମିଥ ୩୭…
ବିଲ ଗେଟସଙ୍କ ନୂଆ ଗର୍ଲ ଫ୍ରେଣ୍ଡ୍…
ଓ୍ବାଶିଂଟନ,୯।୨ : ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲିୟନେୟାର ବିଲ ଗେଟ୍ସ ବର୍ତ୍ତମାନ ନୂଆ ଗର୍ଲ ଫ୍ରେଣ୍ଡ୍ ପାଲା ହେର୍ଡଙ୍କ ସହ ସମ୍ପର୍କ ରଖିଛନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉଭୟ ଏକ ବର୍ଷ ଧରି ପରସ୍ପରକୁ ଡେଟ କରୁଥିଲେ। ବିଲ ଗେଟସଙ୍କ ବୟସ ୬୭…
ଆଇଏସର ଧମକ: ଭାରତ-ଚାଇନା-ଇରାନ ଦୂତାବାସରେ ହେବ ଆକ୍ରମଣ…
ଜେନେଭା,୯।୨ : ଇସଲାମିକ ଷ୍ଟେଟ (ଖୋରାସାନ) ଅର୍ଥାତ ଆଇଏସଆଇଏଲ-କେ ଆଫଗାନିସ୍ତାନ ଭାରତ, ଇରାନ ଏବଂ ଚାଇନା ଦୂତାବାସ ଉପରେ ଆତଙ୍କବାଦୀ ଆକ୍ରମଣ କରିବ ବୋଲି ଧମକ ଦେଇଛି। ଏହା ମାଧ୍ୟମରେ ଏହି ଆତଙ୍କବାଦୀ ଗୋଷ୍ଠୀ ତାଲିବାନ ଏବଂ ମିଳିତ ଜାତିସଂଘର ସଦସ୍ୟ…
ସାମ୍ନାକୁ ଆସିଲା ତୁର୍କୀର ସାଟେଲାଇଟ୍ ଚିତ୍ର, ଏଥିରେ ରହିଛି ଭୟଙ୍କର ଦୃଶ୍ୟ
ଆଙ୍କାରା,୯ା୨: ଫେବୃୟାରୀ ୬ରେ ତୁର୍କୀ ଏବଂ ସିରିଆରେ ଘଟିଥିବା ଭୟଙ୍କର ଭୂକମ୍ପ ପରେ ଦେଶର ଚେହେରା ପୂରା ବଦଳି ଯାଇଛି। ଖବର ଅନୁଯାୟୀ, ଏହି ଭୟଙ୍କର ଭୂକମ୍ପରେ ୧୫୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଅନେକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଏହି…
ଜୀବନ ଯୁଦ୍ଧରେ ସମୟ ସହିତ ମୁକାବିଲା କର, ସମୟ ସରିବା ପୂର୍ବରୂ ଜୀବନ ବଞ୍ଚାନ୍ତୁ ୭୨ ଦେଶର ଉଦ୍ଧାରକାରୀ: ଡବ୍ଲୁଏଚଓ ମୁଖ୍ୟ…
ଇସ୍ତାନବୁଲ,୯।୨ : ତୁର୍କୀରେ ଭୂକମ୍ପ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୃଥିବୀର ୭୨ ଟି ରାଷ୍ଟ୍ର ତୁର୍କୀକୁ ସହାୟତାର ହାତ ବଢ଼ାଇଛନ୍ତି। ଏହି କ୍ରମରେ ମାଟି ତଳେ ପୋତି ହୋଇ ରହିଥିବା ଲୋକଙ୍କ ଉଦ୍ଧାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)…
୨୪ ବର୍ଷ ଧରି ଭୂକମ୍ପ ଟିକସ ଆଦାୟ କରୁଛନ୍ତି ତୁର୍କୀ ସରକାର, ଏବେ ଲୋକେ ମାଗିଲେ ୪.୬ ବିଲିୟନ ଡଲାରର ହିସାବ…
ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୫ ହଜାର ଅତିକ୍ରମ କରିଛି। ଏଥି ସହିତ ଆହତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ଛୁଇଁଛି। ଘରୋଇ ଏବଂ ବିଦେଶୀ ରିଲିଫ କର୍ମଚାରୀମାନେ ଉଭୟ ଦେଶର ଭୂକମ୍ପ ପ୍ରଭାବିତ…
ତୁର୍କୀକୁ ଭାରତର ସହାୟତା
ଆଙ୍କାରା,୯ା୨: ଗୁରୁବାର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର କହିଛନ୍ତି, ଉଦ୍ଧାର କର୍ମଚାରୀ, ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଚିକିତ୍ସା ଉପକରଣ ନେଇ ଭାରତରୁ ଷଷ୍ଠ ବିମାନ ‘ଅପରେଶନ ଦୋସ୍ତ’ ଭୂକମ୍ପରେ ସହାୟତା ପାଇଁ ତୁର୍କୀରେ ପହଞ୍ଚିଛି। ଷଷ୍ଠ ବିମାନରେ ଭୂକମ୍ପ…
ନୌସେନା କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାଥମିକ ପରୀକ୍ଷଣ କଲା ଇସ୍ରୋ, ୨୦୨୪ରେ ଗଗନୟାନ ମିଶନ…
ଶ୍ରୀହରିକୋଟା,୯।୨ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ନୌସେନା ସହିତ ଏହାର ଗଗନୟାନ ମିଶନର ଏକ ଅଂଶ ଭାବରେ ୱାଟର ସର୍ଭାଇଭାଲ ଟେଷ୍ଟ ସୁବିଧାର କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାରମ୍ଭିକ ପରୀକ୍ଷା ସମାପ୍ତ କରିଛି। ମହାକାଶ ଏଜେନ୍ସି କହିଛି…
ଭାରତରେ ଆରମ୍ଭ ହେଲା ଟୁଇଟର ବ୍ଲୁ. ମାସକୁ ଦେବାକୁ ପଡ଼ିବ ୯୦୦ ଟଙ୍କା…
ନୂଆଦିଲ୍ଲୀ,୯।୨ : ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର ଶେଷରେ ଭାରତରେ ଏହାର ପ୍ରିମିୟମ ସବସ୍କ୍ରିପଶନ ସେବା ଟୁଇଟର ବ୍ଲୁ ଲଞ୍ଚ କରିଛି। ବ୍ଲୁ ଟିକ ପାଇବାକୁ ଏବଂ ପ୍ରିମିୟମ ସବସ୍କ୍ରିପଶନ ସେବାର ବୈଶିଷ୍ଟ୍ୟ ବ୍ୟବହାର କରିବାକୁ ଭାରତରେ ମୋବାଇଲ ବ୍ୟବହାରକାରୀଙ୍କୁ ମାସକୁ…
ଭାଜପା ଖେଳୁଛି ଡବଲ ଗେମ୍, ପଶ୍ଚିମବଙ୍ଗ ବିଭାଜନ ବିରୋଧରେ ପ୍ରସ୍ତାବ ଆଣିବ ଟିଏମସି, ୪୮ ଘଣ୍ଟିଆ ଚେତାବନୀ…
କୋଲକାତା,୯।୨ : ପଶ୍ଚିମବଙ୍ଗ ବଜେଟ ଅଧିବେଶନର ପ୍ରଥମ ଦିନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ଉତ୍ତର ପଶ୍ଚିମବଙ୍ଗକୁ ପୃଥକ ରାଜ୍ୟ ଦାବି ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଭାରତୀୟ ଜନତା ପାର୍ଟି (ଭାଜପା) କୁ କହିଛି। ପଶ୍ଚିମବଙ୍ଗ ବିଭାଜନ ବିରୋଧରେ…
ମହିଳା ମସଜିଦରେ ପଢ଼ିପାରିବେ ନମାଜ: ମୁସଲିମ ପର୍ସନାଲ ଲ ବୋର୍ଡ…
ନୂଆଦିଲ୍ଲୀ,୯।୨ : ଅଲ ଇଣ୍ଡିଆ ମୁସଲିମ ବ୍ୟକ୍ତିଗତ ଆଇନ ବୋର୍ଡ (ଏଆଇଏମପିଏଲବି) ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ମହିଳାମାନଙ୍କୁ ମସଜିଦ ପ୍ରବେଶ କରି ପ୍ରାର୍ଥନା କରିବାକୁ ଅନୁମତି ଦିଆଯାଇଛି। ବୋର୍ଡ କହିଛି ଯେ ମୁସଲମାନ ମହିଳାମାନେ ପ୍ରାର୍ଥନା କରିବା ପାଇଁ ମସଜିଦ ଭିତରକୁ…
ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ, ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…
ନୂଆଦିଲ୍ଲୀ, ୯।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍…
Archives


