Home Middle

ନୂଆ ନିୟମ: ୧୦ ବର୍ଷ ପରେ ଆଧାର ତଥ୍ୟ ରେକର୍ଡକୁ ଅପଡେଟ କରିବାକୁ ହେବ…

ନୂଆଦିଲ୍ଲୀ,୨୪।୧୨ : ଆଧାର କାର୍ଡ ସହ ଜଡିତ ନିୟମରେ ସରକାର ଏକ ବଡ ପରିବର୍ତ୍ତନ କରିଛନ୍ତି। ସୂଚନା ଅନୁଯାୟୀ, ବର୍ତ୍ତମାନ ଆଧାର କାର୍ଡରେ ରଖାଯାଇଥିବା ଡକ୍ୟୁମେଣ୍ଟଗୁଡ଼ିକର ତଥ୍ୟ ରେକର୍ଡକୁ ୧୦ ବର୍ଷ ପରେ ଅପଡେଟ କରିବାକୁ ପଡିବ। ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି…

ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ଉଦ୍ୟମ ପଣ୍ଡ କଲେ ଭାରତୀୟ ସେନା…

ଶ୍ରୀନଗର,୨୪।୧୨ : ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଏଲଓସିରେ ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ପାଇଁ ପାକିସ୍ତାନର ଏକ ବଡ଼ ପ୍ରୟାସକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ପୋଲିସ କହିଛି ଯେ ଆଠଟି ଏକେ ରାଇଫଲ ଏବଂ ୧୨ ଟି ପିସ୍ତଲ ବ୍ୟତୀତ…

ଆଓ୍ବାମି ଲିଗ୍‌ ଅଧ୍ୟକ୍ଷା ହେଲେ ଶେଖ ହସିନା…

ଢାକା,୨୪।୧୨ : ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଲଗାତାର ୧୦ମ ଥରପାଇଁ ଶନିବାର ଆଓ୍ବାମି ଲିଗ୍‌ର ଅଧ୍ୟକ୍ଷା ଭାବେ ସଦସ୍ୟଙ୍କ ଦ୍ୱାରା ଚୟନ ହୋଇଛନ୍ତି। ୨୦୨୪ ନିର୍ବାଚନ ପୂର୍ବରୁ ଦଳର ଅଧ୍ୟକ୍ଷା ଭାବେ ହସିନା ନିର୍ବାଚିତ ହୋଇଥିବାବେଳେ ଅବଦୁଲ୍‌ କାଦରଙ୍କୁ ରାଷ୍ଟ୍ରୀୟ…

ରୁଷିଆ ସୈନ୍ୟଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଅଭାବ, ଉତ୍ପାଦନ ପାଇଁ ଶିଳ୍ପ ସଂସ୍ଥାଙ୍କୁ ଅନୁରୋଧ କଲେ ପୁଟିନ…

ମସ୍କୋ,୨୪।୧୨ : ୟୁକ୍ରେନ୍‌ ଯୁଦ୍ଧରେ ରୁଷିଆ ପାଖରେ ଧୀରେଧୀରେ ଅସ୍ତ୍ରଶସ୍ତ୍ର କମିବାରେ ଲାଗିଛି। ଏପରିସ୍ଥଳେ ରାଷ୍ଟ୍ରପତି ଭ୍ଲାଡିମିର ପୁୂଟିନ ଦେଶର ପ୍ରତିରକ୍ଷା ଶିଳ୍ପସଂସ୍ଥାଙ୍କୁ ଅଧିକ ଅସ୍ତ୍ରଶସ୍ତ୍ର ତ୍ତତ୍ପାଦନ ପାଇଁ ଅନୁରୋଧ କରିଛନ୍ତି। ଏକ ପ୍ରତିରକ୍ଷା ସାମଗ୍ରୀ ନିର୍ମାଣ କରୁଥିବା କେନ୍ଦ୍ର ଦ୍ୱାରା…

ୟୁକ୍ରେନ୍‌କୁ ୪୫ ବିଲିୟନ ଡଲାର ସହାୟତା ଦେବ ଆମେରିକା, ସଦନରେ ପ୍ରସ୍ତାବ ପାରିତ…

ଓ୍ବାଶିଂଟନ,୨୪।୧୨ : ୟୁକ୍ରେନ ପାଇଁ ଆମେରିକା୪୫ ବିଲିୟନ ଡଲାର ସହାୟତା ପ୍ୟାକେଜକୁ ଅନୁମୋଦନ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସାହାଯ୍ୟ କରୁଥିବା ଆମେରିକା ପ୍ରଥମେ ୟୁକ୍ରେନକୁ ଏହାର ପୃଥୱୀ ମିସାଇଲ ପ୍ରତିରକ୍ଷା ପ୍ରଣାଳୀ ଦେବାକୁ ଘୋଷଣା କରିବା ପରେ ଏବେ ୟୁକ୍ରେନକୁ…

ଗ୍ୟାସ ଟ୍ୟାଙ୍କର ବିସ୍ଫୋରଣ: ୯ ଜୀବନ୍ତ ଦଗ୍ଧ…

କେପଟାଉନ,୨୪।୧୨ : ଦକ୍ଷିଣ ଆଫ୍ରିକାର ବକ୍ସବର୍ଗ ସହରରେ ରେଳ ବ୍ରିଜ ତଳେ ଫସି ରହିଥିବା ଏକ ଗ୍ୟାସ ଟ୍ୟାଙ୍କର ଶନିବାର ବିସ୍ଫୋରଣ ଘଟି ଏଥିରେ ଦୁଇଜଣ ଅଗ୍ନିଶମ କର୍ମଚାରୀଙ୍କ ସମେତ ନଅ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏହି ଘଟଣାରେ ବହୁ…

‘କରୋନାକୁ ନେଇ ଆତଙ୍କିତ ହୁଅ ନାହିଁ’

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ରାଜ୍ୟରେ ବିଏଫ୍‌.୭ ଭାରିଏଣ୍ଟ ଚିହ୍ନଟ ହେବା ପରେ ରାଜ୍ୟବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ସଂକ୍ରମଣକୁ ନେଇ ରାଜ୍ୟବାସୀ ଆତଙ୍କିତ ନ ହେବାକୁ ଶନିବାର କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆମ ରାଜ୍ୟରେ ୨ ବର୍ଷ…

ଥଣ୍ଡା ଲାଗୁଛି କି ନାହିଁ ପ୍ରଥମେ କୃଷକ-ଶ୍ରମିକଙ୍କୁ ପଚାର: ରାହୁଲଙ୍କ ଜବାବ…

ନୂଆଦିଲ୍ଲୀ,୨୪।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିଛି। ଏହି ସମୟରେ ସେ ଲାଲ କିଲ୍ଲାରେ ଶ୍ରମିକ ଏବଂ ଲୋକଙ୍କୁ ସମ୍ବୋଧିତ କରିଥିଲେ। ମୁଦ୍ରାସ୍ଫୀତି ଏବଂ ଦାରିଦ୍ର୍ୟ ପ୍ରସଙ୍ଗରେ ସେ କେନ୍ଦ୍ର ସରକାରଙ୍କୁ ଘେରି…

ନୂଆବର୍ଷରେ ତୃତୀୟ ବ୍ୟାଚ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ଭାରତକୁ ହସ୍ତାନ୍ତର କରିବ ରୁଷିଆ…

ନୂଆଦିଲ୍ଲୀ/ମସ୍କୋ,୨୪।୧୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସତ୍ତ୍ୱେ ରୁଷିଆ ଭାରତକୁ ନୂଆବର୍ଷ ଅର୍ଥାତ୍‌ ଆସନ୍ତା ୨୦୨୩ ବର୍ଷ ଜାନୁଆରୀ-ଫେବୃଆରୀରୁ ତୃତୀୟ ବ୍ୟାଚ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ହସ୍ତାନ୍ତର କରିବା ଆରମ୍ଭ କରିବ। ପ୍ରତିରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ…

ତାଇଓ୍ବାନ ଗସ୍ତରେ ଯିବେ ଜାପାନର ସଂସଦୀୟ ପ୍ରତିନିଧି ଦଳ

ତାଇପେ,୨୪ା୧୨: ଜାପାନର ଏକ ସଂସଦୀୟ ପ୍ରତିନିଧି ଦଳ ସୋମବାର ତାଇଓ୍ବାନ ଗସ୍ତ କରିବେ ଏବଂ ୪ ଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି ତାଇ ଇଙ୍ଗ-ଓ୍ବେନ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟିବେ। ଏଥିପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MOFA)କୁ ଦର୍ଶାଇ କହିଛି,…

ଓବିସିଙ୍କ ପାଇଁ ଜାତି ଭିତ୍ତିକ ଜନଗଣନା: କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୨୪।୧୨ : ଆଗାମୀ ଜନଗଣନାରେ ଅନ୍ୟ ପଛୁଆ ବର୍ଗ (ଓବିସି) ପାଇଁ ଜାତି ଭିତ୍ତିକ ଜନଗଣନା ଲାଗି ନିର୍ଦ୍ଦେଶ ଲୋଡିଥିବା ଆଦେବନରେ ସୁପ୍ରିମକୋର୍ଟ କେନ୍ଦ୍ର ତଥା ଅନ୍ୟ ପକ୍ଷକାରମାନଙ୍କୁ ଜବାବ ତଲବ କରିଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦଚୂଡ଼ ଏବଂ ବିଚାରପତି…

ସମ୍ପୂର୍ଣ୍ଣ ଲକ୍‌ଡାଉନ ମୁହାଁ ଚାଇନା, ଜିନପିଙ୍ଗଙ୍କ ନିଷ୍ପତ୍ତିକୁ ଅପେକ୍ଷା…

ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନ ବିଗିଡୁଥିବା ପରିସ୍ଥିତି ମଧ୍ୟରେ ଖବର ଆସୁଛି ଯେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଶନିବାର କିମ୍ବା ରବିବାର ପ୍ରଥମ ଥର ପାଇଁ କୋଭିଡ ସମୀକ୍ଷା ବୈଠକ କରିପାରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri