ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ
ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭୟାଭୟତା ବଢିଯାଇଛି। ଏହି ଅଭିଯୋଗକୁ ୟୁକ୍ରେନ ପ୍ରଥମେ ଖଣ୍ଡନ କରିଦେବା ପରେ ରୁଷିଆ ଏହାର…
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି । ଏହାର କେନ୍ଦ୍ରସ୍ଥଳ ଦ୍ୱୀପରୁ ୯୧ କିଲୋମିଟର ପୂର୍ବରେ ଅବସ୍ଥିତ ଥିଲା। ଏହାର ଗଭୀରତା ୧୯.୩…
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଚାରିଟି ପ୍ରମୁଖ ସହରର ବାୟୁ ଗୁଣବତ୍ତା…
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର ମାନ୍ୟତା ପ୍ରଦାନ କରିଛନ୍ତି। ଏହା ସହିତ ରାଜ୍ୟରେ ଏକାଧିକ ନୂଆ ପୌର ପରିଷଦ ଓ…
ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍
ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଏହାକୁ ନେଇ ଇଣ୍ଟରନେଟ୍ରେ ହଇଚଇ ସୃଷ୍ଟି ହୋଇଛି। ଗୋଆର ରାସ୍ତାରେ ସାରା…
ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍
ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଦଳ ଓଡ଼ିଶାର ଶାଣିତ ବୋଲିଂ ଆଗରେ…
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ ନିୟମ ସ୍ପଷ୍ଟ କରିଛି। ଡିସେମ୍ୱର 26, 2025 ରେ ଜାରି ହୋଇଥିବା ଏକ ସାମ୍ପ୍ରତିକ…
ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…
ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ସେ ଦାୟିତ୍ବ ନେଇଛନ୍ତି । ଆଜି…
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ କରି ଭାରତ ଏବେ ବିଶ୍ୱର ନମ୍ବର-୧ ଧାନ ଉତ୍ପାଦନକାରୀ ରାଷ୍ଟ୍ରରେ ପରିଣତ ହୋଇଛି। ବିଶ୍ୱର…
Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ କରିଥିବା ନିମେସୁଲାଇଡ୍ ଟାବଲେଟ୍ ପ୍ରସ୍ତୁତି, ବିକ୍ରୟ ଏବଂ ବଣ୍ଟନକୁ ବ୍ୟାନ କରାଯାଇଛି । ଏହି…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…
ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି…
Archives


