Home Middle

ପୁଣି ଟାର୍ଗେଟ କିଲିଂ: ଜଣେ କଶ୍ମୀର ପଣ୍ଡିତଙ୍କୁ ହତ୍ୟା…

ଶ୍ରୀନଗର,୨୬।୨ : ଆତଙ୍କବାଦୀମାନେ ପୁଣି ଥରେ କଶ୍ମୀର ଉପତ୍ୟକାର ପୁଲୱାମାରେ ଟାର୍ଗେଟରେ କିଲିଂ କରିଛନ୍ତି। ରବିବାର ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତ ସଞ୍ଜୟ ଶର୍ମାଙ୍କ ଉପରକୁ ଗୁଳି ଚଳାଇ ଆକ୍ରମଣ କରିବା ପରେ ଘଟଣାସ୍ଥଳରୁ ପଳାଇ ଯାଇଛନ୍ତି। ସଞ୍ଜୟ ଶର୍ମାଙ୍କୁ ଶୀଘ୍ର ନିକଟସ୍ଥ…

ସୋମବାର ମେଘାଳୟ-ନାଗାଲାଣ୍ଡରେ ମତଦାନ: ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣ୍ରୟ କରିବେ ଭୋଟର…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ସୋମବାର ନିର୍ବାଚନ ହେବ। ଭୋଟର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ…

ଭାଜପା-ଓଓ୍ବାଇସି ରାମ-ଶ୍ୟାମ ଯୋଡି: ସଞ୍ଜୟ ରାଉତ…

ମୁମ୍ବାଇ,୨୬।୨ : ମୁମ୍ବାଇ ଶିବସେନା ଉଦ୍ଧବ (ବାଲାସାହେବ) ଦଳର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଭାଜପା ଏବଂ ଆସାଦୁଦ୍ଦିନ ଓୱାଇସି ହେଉଛନ୍ତି ରାମ-ଶ୍ୟାମ ଯୋଡ଼ି। ଶିବସେନା ଏକାକି ନିର୍ବାଚନ ଲଢ଼ିବ। ରାଉତ ଓୱାଇସିଙ୍କୁ ଭାଜପାର ସହଯୋଗୀ ଦଳ ଭାବରେ ବର୍ଣ୍ଣନା…

ଡିଜିଟାଲ ଇଣ୍ଡିଆର ଶକ୍ତି ପହଞ୍ଚୁଛି ଘରେ ଘରେ: ମନ୍‌ କି ବାତ୍‌ରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୮ ତମ ମାନ କି ବାତ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆର ଶକ୍ତି ଘରେ ଘରେ ପହଞ୍ଚୁଛି । ଏହା…

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୨୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ଯାତ୍ରୀଙ୍କ ପାଖରେ ସୁନା କ୍ୟାପସୁଲ: ପୋଲିସ କଲା ଗିରଫ, ଆନୁମାନିକ ମୂଲ୍ୟ ୫୩ ଲକ୍ଷ…

ଥିରୁଭାନନ୍ତପୁରମ,୨୬।୨ : କେରଳର କଷ୍ଟମ ବିଭାଗର ଏୟାର ଇଣ୍ଟେଲିଜେନ୍ସ ୟୁନିଟ ରବିବାର କୋଚି ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦୁବାଇରୁ ଆସୁଥିବା ଯାତ୍ରୀଙ୍କଠାରୁ ଅଧିକାରୀମାନେ ଚାରିଟି ସୁନା କ୍ୟାପସୁଲ ଜବତ କରିଛନ୍ତି। ଅଧିକାରୀ କହିଛନ୍ତି ଯେ ଯାତ୍ରୀ ଏହାକୁ…

ମାଲକାନଗିରିରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୨: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀ ଓଡ଼ିଶା ବଜାରର ମାଲକାନଗିରି ସହରଠାରେ ଉକ୍ତ ଆଉଟ୍‌ଲେଟ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷକରି ୧୩,୦୦୦ ବର୍ଗଫୁଟ ଅଞ୍ଚଳରେ…

ପୌଡେଲ ହେବେ ନେପାଳ ରାଷ୍ଟ୍ରପତି

କାଠମାଣ୍ଡୁ,୨୬।୨(ପି.ଟି.): ନେପାଳୀ କଂଗ୍ରେସର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ୍‌ ନେପାଳର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ସିପିଏନ୍‌-ମାଓଇଷ୍ଟ ସେଣ୍ଟର ସମେତ ୮ଟି ଦଳ ତାଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ କରିଛନ୍ତି। ମାର୍ଚ୍ଚ ୯ରେ ହେବାକୁ ଥିବା…

ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍‌ବେଗ

ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ ପାଇଁ ସେ ବିଚଳିତ ବୋଲି କହିଛନ୍ତି। ଶିକ୍ଷାନୁଷ୍ଠାନରେ କ’ଣ ତ୍ରୁଟି ରହୁଛି, ଯେଉଁଥିପାଇଁ ଛାତ୍ରୀଛାତ୍ର…

ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ପୁନଃ ନିର୍ବାଚନ ଅଟକିଲା

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ପୁନଃ ନିର୍ବାଚନ ଉପରେ ଦିଲ୍ଲୀ ହାଇକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ଶାସକ ଏଏପିକୁ ଶକ୍ତ ଝଟକା ଲାଗିଛି। ନିର୍ବାଚନ ନିୟମାବଳୀ ୫୧ରେ ଷ୍ଟାଣ୍ଡିଂ କମିଟି ନିର୍ବାଚନକୁ ବାତିଲ…

୧୯୬୫ ଯୁଦ୍ଧ ଯବାନ ଓଡ଼ିଶାର ଆନନ୍ଦ ପତ୍ରୀ ପାକିସ୍ତାନ ଜେଲରେ, ମୁକ୍ତି ପାଇଁ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପୁଅ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୨ : ୧୯୬୫ ଭାରତ-ପାକିସ୍ଥାନ ଯୁଦ୍ଧରେ ଭାରତୀୟ ସେନାର ଅନେକ ଯବାନ ଶହୀଦ ହୋଇଥିଲେ ଏବଂ ଅନେକ ନିଖୋଜ ହୋଇଯାଇଥିଲେ। ଏହି ଯୁଦ୍ଧରେ ଭାରତୀୟ ସେନାର ଜଣେ ଯବାନ ଆନନ୍ଦ ପତ୍ରୀ ଏବେ ମଧ୍ୟ ପାକିସ୍ତାନର ଲାହୋର ଜେଲରେ ରହିଛନ୍ତି। ଏହି…

ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…

ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମନ୍ତବ୍ୟ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?