Home Middle

ପାକିସ୍ତାନରେ ଖୋଲାଖୋଲି ବୁଲୁଛନ୍ତି ହିଜବୁଲର ମୁଖ୍ୟ ସଲାଉଦ୍ଦିନ

ଇସଲାମାବାଦ,୨୫ ।୨: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ତା’ର ପୂର୍ବ ପ୍ରକୃତିକୁ ଛାଡି ପାରୁ ନାହିଁ । ବିଶ୍ୱ ସଙ୍ଗଠନର ବହୁ ପ୍ରତିବନ୍ଧକ ପରେ ବି ଏଠାରେ ସଡ଼କରେ ଖୋଲାଖୋଲି ଭାବେ ବୁଲୁଛନ୍ତି ଆତଙ୍କବାଦୀ । ନିକଟରେ…

ଅଜେୟ ୟୁକ୍ରେନ୍‌

କିଭ୍‌,୨୫ା୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ୟୁକ୍ରେନ୍‌ରେ ଲଢ଼ାଯାଉଛି ୟୁରୋପର ସବୁଠୁ ଲମ୍ବା ଲଢ଼େଇ। ରୁଷିଆର ଏହି ଆକ୍ରମଣକୁ ଶୁକ୍ରବାର ବର୍ଷେ ପୂରଣ ହୋଇଛି। ସଂଘର୍ଷର ବର୍ଷପୂର୍ତ୍ତି ଅବସରରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି କହିଛନ୍ତି, ଆମ ଦେଶ ସାରା ବିଶ୍ୱକୁ ପ୍ରେରଣା…

ରୁଷିଆ ସହ ସମ୍ପର୍କ ଶେଷ କରିବ ନାହିଁ ଭାରତ, ଆଶା କରୁଛୁ ୟୁକ୍ରେନ ବିବାଦକୁ ଶେଷ କରିବାକୁ ହେବ ପ୍ରୟାସ: ଆମେରିକା

ୱାଶିଂଟନ,୨୫ ।୨: ଦକ୍ଷିଣ ଓ ମଧ୍ୟ ଏସିଆ ମାମଲାରେ ଆମେରିକାର ସହାୟକ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ରୁଷିଆ-ୟୁକ୍ରେନ୍ ସଂଘର୍ଷକୁ ନେଇ ଭାରତ ଚିନ୍ତାଧାରାକୁ ନେଇ ଆମେରିକି ଦୃଷ୍ଟିକୋଣ ବ୍ୟକ୍ତ କରିଛନ୍ତି । ସେ ଦାବି କରି କହିଛନ୍ତି, ଆମେରିକାକୁ ଲାଗୁନାହିଁ…

୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ: ଆୟବ୍ୟୟ ନେଇ ବିସ୍ତୃତ ତଥ୍ୟ ଦେଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ରେକର୍ଡ ପରିମାଣର ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ ଅନେକ ନୂଆ ଯୋଜନା ଘୋଷଣା କରାଯିବା ସହ ସ୍ବାସ୍ଥ୍ୟ,…

ରାଜ୍ୟ ବଜେଟ: ଜାଣନ୍ତୁ କ’ଣ ରହିଛି ନୂଆ, କେଉଁ ଯୋଜନାରେ କେତେ ବ୍ୟୟବରାଦ…

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟକୁ ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି। ବଜେଟରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଭଳି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଥିବା ବେଳେ…

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…

ଆଫଗାନିସ୍ତାନ-ପାକିସ୍ତାନ ସୀମା ପୁଣି ବନ୍ଦ

କାବୁଲ,୨୪ା୨: ଆଫଗାନିସ୍ତାନ ସହ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ ସୀମାକୁ ଖୋଲା ଯିବାର କିଛି ଘଣ୍ଟା ପରେ ଏହାକୁ ପୁଣି ବନ୍ଦ କରି ଦିଆଯାଇଛି। ଏନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି। ଆଫଗାନିସ୍ତାନର ତାଲିବାନ ଶାସକ ରବିବାର ଏହି କ୍ରସିଂ ବନ୍ଦ କରିଥିଲେ। ଏହାକୁ…

କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ୱ ଦିଆଯିବା ପରେ କାହାଣୀ ରଚନା କରାଯାଉଛି : ଜୟନାରାୟଣ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…

ଲୋକଙ୍କ ସହଯୋଗରେ ବିକାଶ ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ ସରକାର ଉପରେ ଓଡ଼ିଶାବାସୀ ଲଗାତର ଭରସା କରିଛନ୍ତି। ୨୦୦୦ରେ ଶାସନ ଭାର ନେବା ବେଳକୁ…

କୋଟିଆ ବିଷୟରେ ତଥ୍ୟ ନାହିଁ: ପ୍ରମିଳା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋରାପୁଟ ଜିଲା କୋଟିଆରେ ଆନ୍ଧ୍ର ସରକାର ଭତ୍ତା ଓ ରାଶନକାର୍ଡ ବାଣ୍ଟିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ଏଭଳିସ୍ଥଳେ ଏହାକୁ ନେଇ ବିରୋଧୀ ମଧ୍ୟ ବିଧାନସଭାରେ ହୋହଲ୍ଲା କରୁଛନ୍ତି। ତେବେ ଏ ନେଇ ରାଜସ୍ବ ମନ୍ତ୍ରୀ କିମ୍ବା…

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା…

ଦ୍ରୁତ ଅଭିବୃଦ୍ଧିରେ ଓଡ଼ିଶା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋଭିଡ୍‌ ମହାମାରୀ ପରେ ରାଜ୍ୟର ଅଭିବୃଦ୍ଧି ହାର ବଢୁଛି। ଓଡ଼ିଶା ଏବେ ଦେଶର ସବୁଠୁ ଦ୍ରୁତ ଗତିରେ ଅଭିବୃଦ୍ଧି କରୁଥିବା ରାଜ୍ୟରେ ପରିଣତ ହୋଇଛି। ରାଜ୍ୟର ଆର୍ଥିକ ଶୃଙ୍ଖଳା ଓଡ଼ିଶାର ଅର୍ଥନୀତିକୁ ଦୃଢ଼ ସ୍ଥିତିରେ ରଖିଛି। ଜାତୀୟ ହାର ତୁଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?