ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…
ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ, ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ…
ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !
ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ…
ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…
ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା ନିଷ୍ପତ୍ତି ଉପରେ ଝାଡ଼ଖଣ୍ଡ ହାଇକୋର୍ଟ ରୋକ ଲଗାଇଛନ୍ତି । ରଦ୍ଦ ନିଷ୍ପତ୍ତି ବିରୋଧରେ…
ସରକାରୀ କର୍ମଚାରୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଏଣିକି ସବୁ କର୍ମଚାରୀ ରହିବେ…
ନୂଆଦିଲ୍ଲୀ,୨୦ା୮: ସାରା ଦେଶରେ ସରକାରୀ ବିଭାଗ, ସ୍କୁଲ ଏବଂ ହସ୍ପିଟାଲର କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସିଛି। ସେମାନେ ସମସ୍ତେ ଶ୍ରମ ଆଇନର ପରିସର ମଧ୍ୟରେ ରହିବେ। -୯ ଜଣଙ୍କ ମଧ୍ୟରୁ ୬ ଜଣ ବିଚାରପତି ଏଥିରେ ସହମତ ହୋଇଛନ୍ତି। ଯାହାକି…
ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ
ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ ଦେବୀ କୌଶଳ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ କାକୋରିର ଏକ ମନ୍ଦିରରେ ପ୍ରାର୍ଥନା…
୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ
ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ ଜଷ୍ଟିସ ଅତୁଲ ଏସ୍ ଚନ୍ଦୁରକରଙ୍କ ଖଣ୍ଡପୀଠ ଜଣେ କ୍ଲର୍କ ଏବଂ ଜଣେ ପିଅନଙ୍କୁ…
୨୮ରେ ରାଜ୍ୟ କ୍ୟାବିନେଟ୍: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ…
Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା
ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା ଉପରେ ଦଳ ଗୁରୁତ୍ୱ ଦେବ। ଏମପି, ବିଧାୟକ ଓ ବରିଷ୍ଠ ନେତାମାନେ କଲେଜ,…
କାଉନସିଲ୍ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…
ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC)। ମାତ୍ର ବର୍ତ୍ତମାନ TMC ପାଇଁ କିଛି…
ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ ସମ୍ମାନ ଶାରଳା ପୁରସ୍କାର ପାଇବେ। ତାଙ୍କର ପ୍ରତିଷ୍ଠିତ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’…
ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…
ଛାତ୍ର ଆନ୍ଦୋଳନ ୨ ମାସ ପାଇଁ ସ୍ଥଗିତ, ସରକାରଙ୍କୁ ଦେଲେ ଅଲ୍ଟିମେଟମ୍
ନୂଆଦିଲ୍ଲୀ, ୧୯।୮: ରାଞ୍ଚିର ଜେପିଏସ୍ସି ଷ୍ଟାଡିୟମରେ ଜୁଲାଇ ୨୫ରୁ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ଦୁଇ ମାସ ସ୍ଥଗିତ ରଖାଯାଇଛି। ଆନ୍ଦୋଳନକାରୀ ଛାତ୍ରମାନେ ଝାଡ଼ଖଣ୍ଡ ସରକାରଙ୍କୁ ୬୦ ଦିନର ଅଲ୍ଟିମେଟମ୍ ଦେଇଛନ୍ତି। ଏହି ସମୟ ମଧ୍ୟରେ ପରୀକ୍ଷାରେ ହୋଇଥିବା କଥିତ…

