ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର
ବାଲିଗୁଡ଼ା,୭ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ ଏବଂ ଅନ୍ୟାନ୍ୟ ପାଠପଢ଼ା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ। ଇଫୁ…
ପୁଣି ବାଂଲାଦେଶଠାରୁ ହାରିଲା ଭାରତ
ଢାକା,୭।୧୨: ଦ୍ୱିତୀୟ ଦିନିକିଆରେ ବାଂଲାଦେଶ ଭାରତକୁ ପାଞ୍ଚ ରନ୍ରେ ପରାସ୍ତ କରିଛି। ଏହି ବିଜୟ ସହ ବାଂଲାଦେଶ ସିରିଜ୍ ବିଜୟ ହାସଲ କରିଛି। ଢାକାସ୍ଥିତ ଶେର-ଇ-ବଙ୍ଗଳା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ୫୦ ଓଭରରେ…
ମୋଦିଙ୍କ ଆଶୀର୍ବାଦ ଲୋଡିଲେ କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ବିଜୟ ହାସଲ କରିଛି। ବୁଧବାର ଏମସିଡି ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରି ୧୩୪ଟି ଆସନ…
ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା
ପୁରୀ ଅଫିସ,୭ା୧୨: ଏଣିକି ଶ୍ରୀମନ୍ଦିରରେ ସ୍ମାର୍ଟଫୋନ୍ ବ୍ୟବହାର ହୋଇପାରିବ ନାହିଁ। ଛତିଶା ନିଯୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ କି ପ୍ୟାଡ ଫୋନ୍ ବ୍ୟବହାର କରିପାରିବେ ସେବାୟତ ଓ ପ୍ରାଧିକୃତ ଅଧିକାରୀ। ନୀତି ସମ୍ପର୍କିତ ସୂଚନା ପାଇଁ କେବଳ…
ଖବରଦାତା ହତ୍ୟା ମାମଲା: ଏଫ୍ଆଇଆର ପଞ୍ଜୀକରଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଇସଲାମାବାଦ,୭ା୧୨: ପାକିସ୍ତାନ ସୁପ୍ରିମକୋର୍ଟ କେନିଆରେ ବରିଷ୍ଠ ଖବରଦାତା ଅର୍ଶଦ ସରିଫଙ୍କ ହତ୍ୟା ମାମଲାରେ ଏଫ୍ଆଇଆର୍ ପଞ୍ଜୀକରଣ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଘଟଣାର ଅନୁସନ୍ଧାନ କରୁଥିବା କମିଟି ଏହାର ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏହି ଯାଞ୍ଚର ତଦାରଖ…
ଦିଲ୍ଲୀକୁ ସଫା କରିବା ପାଇଁ ଭାଜପା-କଂଗ୍ରେସର ସହଯୋଗ ଲୋଡିଲେ କେଜରିଓ୍ବାଲ…
ନୂଆଦିଲ୍ଲୀ,୭।୧୨ : ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆପଣମାନେ ଏଏପିକୁ ଭଲ ପାଉଛନ୍ତି, ମୁଁ ମଧ୍ୟ ଆପଣଙ୍କୁ ଭଲ ପାଉଛି ବୋଲି ସେ କହିଛନ୍ତି। ଏହା ସହିତ ସେ…
ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୭୨ ରନ…
ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶ ଅଧିନାୟକ ଲିଟୋନ ଦାସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ…
ଗତ ୫ ବର୍ଷରେ ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା…
ନୂଆଦିଲ୍ଲୀ,୭।୧୨ : ଗତ ୫ ବର୍ଷରେ ୧୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା ରୁଜୁ କରାଯାଇଛି। ସେଥିମଧ୍ୟରୁ ୨୨ ଜଣଙ୍କ ବିରୋଧରେ ଚାର୍ଜଶିଟ ଦାଖଲ କରାଯାଇଛି। ବୁଧବାର ଲୋକ ସଭାରେ କେନ୍ଦ୍ର କାମର୍ର୍କ ଏବଂ…
ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ କେନ୍ଦ୍ର-ଆରବିଆଇକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୭।୧୨ : ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ ବୁଧବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ରେ ୧୦୦୦ ଏବଂ ୫୦୦୦ ଟଙ୍କିଆ ନୋଟ ଅଚଳ କରିବାକୁ ସରକାରଙ୍କ ନିଷ୍ପତ୍ତି…
ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ଦୈନିକ ସଂକ୍ରମଣ…
ଥାନାରେ ଆତ୍ମଘାତୀ ବିସ୍ଫୋରଣ: ୨ ମୃତ, ଅନେକ ଆହତ
ଜାକର୍ତ୍ତା,୭ା୧୨: ଜଣେ ଆତ୍ମଘାତୀ ବିସ୍ଫୋରଣକାରୀ ଇଣ୍ଡୋନେସିଆର ବାନ୍ଦଙ୍ଗରେ ଥିବା ଏକ ଥାନା ଉପରେ ଆକ୍ରମଣ କରିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ବୁଧବାର ଇଣ୍ଡୋନେସିଆ କର୍ତ୍ତୃପକ୍ଷ କହିଛନ୍ତି, ଜଣେ ସନ୍ଦିଗ୍ଧ ଇସ୍ଲାମ ଆତଙ୍କବାଦୀ ବାନ୍ଦଙ୍ଗ ସହରର…
ବିଜୟ ପରେ ବି ଏଏପି ମେୟର ପାଇଁ କେଜରିଓ୍ବାଲଙ୍କୁ ଖେଳିବାକୁ ପଡିବ ପର୍ଦ୍ଦାପଛରେ ଖେଳ…
ନୂଆଦିଲ୍ଲୀ,୭।୧୨ : ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି) ନିର୍ବାଚନରେ ୨୫୦ ଟି ଆସନ ପାଇଁ ଭାଜପା ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜାରି ରହିଛି। ଏଏପି ଭାଜପାକୁ ୧୫ ବର୍ଷର କ୍ଷମତାରୁ ହଟାଇଛି। ଏମସିଡିରେ ମେୟର ହେବାକୁ ୧୨୬ଟି…
Archives


