Home Middle

ଚାଇନାର ଏକଚାଟିଆ ଗୁଣକୁ ବରଦାସ୍ତ କରାଯିବ ନାହିଁ : ଜୟଶଙ୍କର

ନୂଆଦିଲ୍ଲୀ,୮।୧୨: ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଯେ ପର୍ଯ୍ୟନ୍ତ ଚାଇନା ନିଜର ବେଆଇନ ନିର୍ମାଣ ବନ୍ଦ ନ କରିବ ସେ ପର୍ଯ୍ୟନ୍ତ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବ ନାହିଁ। ଭାରତର ବୈଦେଶିକ ନୀତି ସମ୍ପର୍କରେ ପାର୍ଲାମେଣ୍ଟ ଶୀତ…

ଯୋଗୀଙ୍କୁ ଭେଟିଲେ ମେଲିଣ୍ଡା

ଶ୍ରୀନଗର,୮।୧୨: ବିଲ୍‌ ଏବଂ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ୍‌ର ସହ-ସଂସ୍ଥାପିକା ମେଲିଣ୍ଡା ଗେଟ୍ସ ବୁଧବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ଅବସରରେ ମେଲିଣ୍ଡା ଉତ୍ତର ପ୍ରଦେଶ ମଡେଲ୍‌କୁ ପ୍ରଶଂସା କରିବା ସହ ଏହା କେବଳ ଭାରତ ପାଇଁ ନୁହେଁ…

ଭାରତରେ ବଢ଼ିବ ଗ୍ରୀଷ୍ମପ୍ରବାହ

ଓ୍ବାଶିଂଟନ୍‌,୮।୧୨: ଗତ ୧୦ ବର୍ଷ ଧରି ଭାରତରେ ଗ୍ରୀଷ୍ମପ୍ରବାହ କ୍ରମାଗତ ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ବର୍ଦ୍ଧିତ ତାପମାତ୍ରା ଯୋଗୁ ପ୍ରତିବର୍ଷ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟୁଛି। ଆସନ୍ତା ଦିନରେ ଭାରତରେ ଏହି ଗ୍ରୀଷ୍ମପ୍ରବାହ ଆହୁରି ବଢ଼ିବ ଏବଂ ଲୋକଙ୍କ ଜୀବନଯାପନ…

ଏକଜୁଟ ହେଲେ ବିରୋଧୀ

ନୂଆଦିଲ୍ଲୀ,୮ା୧୨: ସଂସଦର ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବୁଧବାର ପୂର୍ବାହ୍ନରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ଆୟୋଜିତ ସମଭାବାପନ୍ନ ଦଳଗୁଡ଼ିକର ବୈଠକରେ ଭାଗ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି)। କଂଗ୍ରେସ ସଭାପତି ତଥା…

ଏଏପି ଦଖଲରେ ଏମ୍‌ସିଡି

ନୂଆଦିଲ୍ଲୀ,୮ା୧୨: ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ନିର୍ବାଚନରେ କେନ୍ଦ୍ରଶାସିତ ଅଞ୍ଚଳର ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ବଡ଼ ସଫଳତା ମିଳିଛି। ମ୍ୟୁନିସିପାଲ କାଉନ୍‌ସିଲକୁ ଦୀର୍ଘ ୧୫ ବର୍ଷ ଧରି ଦଖଲରେ ରଖିଥିବା ଭାରତୀୟ ଜନତା ପାର୍ଟି (ଭାଜପା) ହାତରୁ ଦିଲ୍ଲୀ…

ଇଭିଏମ୍‌ ଅଦଳବଦଳ ଅଭିଯୋଗ: ଗଣତି ପୂର୍ବରୁ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାଜପା

ବରଗଡ଼ ଅଫିସ,୭ା୧୨: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ପୂର୍ବାହ୍ନ ୮ଟାରୁ ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଆରମ୍ଭ ହେବ। ଏହାର ଅବ୍ୟବହିତ ପୂର୍ବରୁ ମତଦାନ ହୋଇଥିବା କିଛି ଇଭିଏମ୍‌କୁ ନେଇ ଅଭିଯୋଗ ଉଠିଛି। ୧୧ ବୁଥ୍‌ରେ ଇଭିଏମ୍‌ ଅଦଳବଦଳ ହୋଇଥିବା…

ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର

ବାଲିଗୁଡ଼ା,୭ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ ଏବଂ ଅନ୍ୟାନ୍ୟ ପାଠପଢ଼ା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ। ଇଫୁ…

ପୁଣି ବାଂଲାଦେଶଠାରୁ ହାରିଲା ଭାରତ

ଢାକା,୭।୧୨: ଦ୍ୱିତୀୟ ଦିନିକିଆରେ ବାଂଲାଦେଶ ଭାରତକୁ ପାଞ୍ଚ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହ ବାଂଲାଦେଶ ସିରିଜ୍‌ ବିଜୟ ହାସଲ କରିଛି। ଢାକାସ୍ଥିତ ଶେର-ଇ-ବଙ୍ଗଳା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ୫୦ ଓଭରରେ…

ମୋଦିଙ୍କ ଆଶୀର୍ବାଦ ଲୋଡିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ବିଜୟ ହାସଲ କରିଛି। ବୁଧବାର ଏମସିଡି ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରି ୧୩୪ଟି ଆସନ…

ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୭ା୧୨: ଏଣିକି ଶ୍ରୀମନ୍ଦିରରେ ସ୍ମାର୍ଟଫୋନ୍‌ ବ୍ୟବହାର ହୋଇପାରିବ ନାହିଁ। ଛତିଶା ନିଯୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ କି ପ୍ୟାଡ ଫୋନ୍‌ ବ୍ୟବହାର କରିପାରିବେ ସେବାୟତ ଓ ପ୍ରାଧିକୃତ ଅଧିକାରୀ। ନୀତି ସମ୍ପର୍କିତ ସୂଚନା ପାଇଁ କେବଳ…

ଖବରଦାତା ହତ୍ୟା ମାମଲା: ଏଫ୍‌ଆଇଆର ପଞ୍ଜୀକରଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଇସଲାମାବାଦ,୭ା୧୨: ପାକିସ୍ତାନ ସୁପ୍ରିମକୋର୍ଟ କେନିଆରେ ବରିଷ୍ଠ ଖବରଦାତା ଅର୍ଶଦ ସରିଫଙ୍କ ହତ୍ୟା ମାମଲାରେ ଏଫ୍‌ଆଇଆର୍‌ ପଞ୍ଜୀକରଣ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଘଟଣାର ଅନୁସନ୍ଧାନ କରୁଥିବା କମିଟି ଏହାର ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏହି ଯାଞ୍ଚର ତଦାରଖ…

ଦିଲ୍ଲୀକୁ ସଫା କରିବା ପାଇଁ ଭାଜପା-କଂଗ୍ରେସର ସହଯୋଗ ଲୋଡିଲେ କେଜରିଓ୍ବାଲ…

ନୂଆଦିଲ୍ଲୀ,୭।୧୨ : ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆପଣମାନେ ଏଏପିକୁ ଭଲ ପାଉଛନ୍ତି, ମୁଁ ମଧ୍ୟ ଆପଣଙ୍କୁ ଭଲ ପାଉଛି ବୋଲି ସେ କହିଛନ୍ତି। ଏହା ସହିତ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri